previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶୁକ୍ରବାର ବଜାର ମାନ୍ଦା, ଲାଲ୍ ରଙ୍ଗରେ ଖୋଲିଲା ନିଫ୍ଟି ଓ ସେନସେକ୍ସ
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୫୬୧ କରୋନା ପଜିଟିଭ୍
  • ||
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ଶ୍ୱାସରୁଦ୍ଧ ହୋଇ ତିନି ମୃତ, ଶୋଇଥିବା ବେଳେ ବନ୍ଦ କରିନଥିଲେ ଗ୍ୟାସ୍‌ !

7/07/2022 at 8:53 AM

ମୋହନା ୦୭।୦୭: ଗଜପତି ଜିଲ୍ଲା ମୋହନା ଧେପସାହିରେ ଅଭାବନୀୟ ଘଟଣା । ଶ୍ୱାସରୁଦ୍ଧ ହୋଇ ୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ରାତିରେ ଶୋଇଥିବା ବେଳେ ୩ଜଣଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ମୃତକମାନେ ଚାଓମିନ୍‌ ବନାଇ ବିଭିନ୍ନ ଦୋକାନରେ ଯୋଗାଉଥିଲେ । ବୁଧବାର କାମ ସରିବା ପରେ ଗ୍ୟାସ ବନ୍ଦ କରିବାକୁ ଭୁଲି ଯାଇଥିଲେ । ଯାହାଫଳରେ ରାତିରେ ଶୋଇଥିବା ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସୂଚନା । ହେଲେ ଏବେ ଯାଏଁ ସ୍ପଷ୍ଟ ଭାବେ ସୂଚନା ମିଳିନାହିଁ, ମୃତ୍ୟୁ କିପରି ହେଲା ?

ସେପଟେ ଘଟଣା ସଂପର୍କରେ ସୂଚନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ନିକଟସ୍ଥ ମେଡିକାଲକୁ ପଠାଇଛି । ପୋଷ୍ଟ ମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ସୂଚନା ମିଳିଛି ।

   Related Posts