oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩ ମୃତ

3/05/2022 at 7:28 AM

ପାଟଣା ୦୩।୦୫: କେନ୍ଦୁଝର ଜିଲ୍ଲା ପାଟଣାରେ ମର୍ମନ୍ତୁଦ ଦୁର୍ଘଟଣା । ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳରେ କି ଏହି  ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି ।

ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଏନ୍,ଏଚ୍ – ୨୨୦ ଡିଆନାଳି ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୩ ଜଣଙ୍କ ଜୀବନ ଚାଲି ଯାଇଛି । ମୃତକ ମାନେ ହେଲେ ତ୍ରିଲୋଚନ ମହାନ୍ତ,ରମାକାନ୍ତ ନାଏକ ଓ ସୁନିଲ ଦାସ । ଗୁରୁତର ଅବସ୍ଥାରେ କମଳାକାନ୍ତ ମହାନ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ସେପଟେ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts