୭ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା
13/05/2018 at 6:59 AM

ଥମୁନି କାଳବୈଶାଖୀ ଡର
୭ଟି ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ
୭ଟି ଜିଲ୍ଲା ହେଲା କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଯାଜପୁର, ଭଦ୍ରକ ଓ ମାଲକାନଗିରି
ସକାଳ ୭.୩୦ରୁ ୯.୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ
Related Posts
ବିପୁଳ ପରିମାଣର ଗଞ୍ଜେଇ ଜବତ; ୪ ଚୋରା ଚାଲାଣକାରୀ ଗିରଫ
5 July 2022