ଗୁରୁବାର ରାଶିଫଳ: ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ, ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ

Published By : Prameya-News7 Bureau | November 24, 2021 IST

ମେଷ–ସୌଭାଗ୍ୟ ପ୍ରାପ୍ତିର ଦିନଟି । ଆପଣଙ୍କୁ ବଡ କଂପାନିର ସଉଦାର ସୁଯୋଗ ମିଳିବ । ରାଜନୀତିରେ ଆର୍ଥିକ ଲାଭ ହେବ । ଜୀବନସାଥୀଙ୍କ ସହିତ ପ୍ରୀତିଭୋଜନକୁ ଯିବେ । ଛାତ୍ରଛାତ୍ରୀଙ୍କର ଲେଖାପଢାରେ ମନ ଲାଗିବ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୧ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତିସଜାଗରହିବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ-ନୂଆବ୍ୟବସାୟ ଲାଭହେବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ– ଆପଣଙ୍କ ଭିତରେ ନୂଆ ଉର୍ଜା ସଂଚାର ହେବ । ଆପଣଙ୍କର ଦାୟିତ୍ୱ ବୃଦ୍ଧି ହେବାର ସମ୍ଭାବନା ଅଛି । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢିବ । ଆପଣଙ୍କର ଆର୍ଥିକ ସ୍ଥିତି ମଜଭୁତ ହେବ । ଘରକୁ ଅଚାନକ କୌଣସି ମିତ୍ର ଆସିପାରନ୍ତି । ଶୁଭରଙ୍ଗ ଗାଢ ଧଳା । ଶୁଭ ଅଙ୍କ ୫ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- କମନୀୟ ଶରୀର ଯୁକ୍ତ ହେବେ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

ମିଥୁନ -ମୁଣ୍ଡରେ ଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହେବ । ଆପଣଙ୍କୁ କିଛି ନୂଆ ଶିଖିବାର ଅବସର ମିଳିବ । ଆଜି ସବୁକାମ ଆପଣଙ୍କର ମନମୁତାବକ ହୋଇପାରେ । ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ କଫି ।ଶୁଭ ଅଙ୍କ ୨ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ଅନ୍‌ଲାଇନ୍‌ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କର୍କଟ–ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । ବ୍ୟବସାୟରେ ବଡ ଫଇସଲା ନେବାକୁ ପଡିପାରେ । ଜମି ଦଲାଲଙ୍କୁ ଯଥେଷ୍ଟ ଲାଭମିଳିବ । ଛାତ୍ରଙ୍କ ଲାଗି ଦିନଟି ବଢିଆ ରହିବ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୪ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।
• ବ୍ୟବସାୟୀ- ଧର୍ଯ୍ୟହରା ହୋଇପାରନ୍ତି ।
• କର୍ମଜୀବି- କରତ୍‌କର୍ମାହେବେ ।
• ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଚାଷୀ- ଉତ୍ତମ ଫଳ ପାଇବେ ।

ସିଂହ –ଭାଗ୍ୟର ସହଯୋଗ ପାଇବେ । କାମ ସମୟରେ ପୂରା କରିବେ । ବ୍ୟବସାୟୀଙ୍କୁ ସଉଦାରେ ଧନଲାଭ ହେବ । ଚାକିରିରେ ବିଶେଷ ଦାୟିତ୍ୱ ଗ୍ରହଣ କରିବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହୋଇପାରେ । ସୁସ୍ୱାଦୁ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ ବାଦାମୀ । ଶୁଭ ଅଙ୍କ ୭ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ଦିନଟି ଉତ୍ସାହ ବର୍ଦ୍ଧକ ରହିବ । କାମ ଓ ପରିଶ୍ରମର ଆପଣଙ୍କୁ ପୂରା ଫାଇଦା ମିଳି ପାରେ । ନୂଆଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନା କରିବେ । ସନ୍ଧ୍ୟା ସୁଦ୍ଧା କୌଣସି ଶୁଭଖବର ମିଳିପାରେ । କୌଣସି ନିର୍ମାଣକାର୍ଯ୍ୟ ପାଇଁ ଯୋଜନା କରିବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ନୂଆ ଜବ୍‌ ମିଳିବା କଷ୍ଟ ।
• ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ତୁଳା- ଦିନଟି ଖୁସିଭରା ହୋଇପାରେ । ଆପଣ ନିଜ ବ୍ୟବହାରରେ ଲୋକଙ୍କ ହୃଦୟ କିଣିବେ । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ । ଅଫିସରେ ଭଲ କାମ ପାଇଁ ପଦୋନ୍ନତି ମିଳିବ । ପ୍ରେମ ସମ୍ବନ୍ଧ ଭଲ ରହିବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଚାଷୀ-ମାଟିରେଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ବିଛା– ଆପଣ ନିଜର ଯୋଜନାରେ ଲୋକଙ୍କୁ ସହମତ କରାଇ ନେବେ । କାରବାରରେ ଅଚାନକ ଫାଇଦା ହେବାର ଯୋଗ ରହିଛି । ପୁରୁଣା ମିତ୍ରଙ୍କ ଦେଖା କରିବା ପାଇଁ ତାଙ୍କ ଘରକୁ ଯିବେ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ଶୁଭରଙ୍ଗ ଆକାଶି ନୀଳ । ଶୁଭ ଅଙ୍କ ୮ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଚୌରଭୟ ଅଛି ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ – ଆଜି ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ବଢିଆ କରିବ । ଛୋଟ ଧରଣର କିଛି କାମ କରିବେ ଯାହା ଭବିଷ୍ୟତରେ ଯଥେଷ୍ଟ ଲାଭହେବ । ଚାକିରିଆଙ୍କୁ ପାରିତୋଷିକ ମିଳିପାରେ । ଛାତ୍ରମାନେ ନିଜର ପରି ଯୋଜନାରେ ଅଧିକ ମନ ଯୋଗ ଦେବେ । ଶୁଭରଙ୍ଗ ଗାଢ ଧଳା । ଶୁଭ ଅଙ୍କ ୫ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।

ମକର– ପରିବାର ସହିତ ଅଧିକ ସମୟ ବିତେଇବେ । ଭ୍ରମଣ ଉପରେ ଆଧାରିତ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଭଲ ରହିବ । କୌଣସି ଅପରିଚିତଙ୍କ ଉପରେ ଭରସା କରନ୍ତୁ ନାହିଁ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ଶୁଭରଙ୍ଗ କ୍ରୀମ । ଶୁଭ ଅଙ୍କ ୯ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
• ରୋଗୀ- ଆୟୁର୍ବେଦ ଚିକିତ୍ସା ଲାଭ ଦେବ ।
• ଚାଷୀ- କାର୍ଯ୍ୟମନ୍ଥର ହେବ ।

କୁମ୍ଭ -ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । ଗୁରୁଜନଙ୍କ ପ୍ରତିମନରେ ପ୍ରେମଭାବ ରହିବ । କିଛି ନୂଆ ସୁଯୋଗ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଭଲ ଢଙ୍ଗରେ କାମ କରିବେ । ଅଚାନକ ଧନଲାଭ ହେବ । ଶୁଭରଙ୍ଗ ଗୋଲାପି । ଶୁଭଅଙ୍କ ୧ ।
• ଚାଷୀ- ଅନ୍ୟ ଚାଷକରିବାକୁ ମନ ବଳାଇବେ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମୀନ - ଆଜି ଭାଗ୍ୟର ଭରପୂର ସାଥ ମିଳିବ । ଠିକ୍‌ ଫାଇସଲା ନେବାର ସହଜ ହେବ । ଅଫିସ ଆଲୋଚନାରେ ନୂଆ ଲୋକଙ୍କ ସହିତ ମିଶିବେ । ବ୍ୟବସାୟରେ ଆଶାଠୁଁ ଅଧିକ ଲାଭହେବ । ଛାତ୍ରଙ୍କୁ କୌଣସି ବିଶେଷ କ୍ଷେତ୍ରରେ ଲାଭ ହୋଇପାରେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।
• ବ୍ୟବସାୟୀ- ଧର୍ଯ୍ୟହରା ହୋଇପାରନ୍ତି ।
• କର୍ମଜୀବି- ନୂଆ ଜବ୍‌ ମିଳିବା କଷ୍ଟ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.