ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ବେଙ୍ଗାଲୁରୁରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍, ମୁମ୍ବାଇ ଭଳି ଆଇ.ଟି. ସିଟିରେ ରୋଡ୍ ଶୋ’ କରିବେ ନବୀନ

28/09/2022 at 8:19 AM

ବେଙ୍ଗାଲୁରୁ ୨୮/୦୯: ଆଜି ବେଙ୍ଗାଲୁରୁରେ ହେବ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ । ଏଥି ପାଇଁ ବେଙ୍ଗାଲୁରୁରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ନିବେଶକ ସମ୍ମିଳନୀରେ ୫୦୦ ରୁ ଅଧିକ ବଡ଼ ଶିଳ୍ପପତି ଓ ବଡ଼ ବିଜନେସ୍ ମ୍ୟାନ୍ ଯୋଗ ଦେବେ ।

ନିବେଶକଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଆଜି ବେଙ୍ଗାଲୁରୁରେ ପହଞ୍ଚି ଗଭର୍ଣ୍ଣମେଣ୍ଟ ସହ ବିଜନେସ୍ ବା G-2 -B ମିଟିଂରେ ଏକାଧିକ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । …

   Related Posts