vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିଭୋ ଉପରେ ଚଢଉ ନେଇ ଚୀନର ରାଗ, କହିଲା- ‘ବିଦେଶୀ କମ୍ପାନୀଙ୍କ ଇଚ୍ଛା କମିଯିବ…’
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨୮ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୮୯୩୦ କରୋନା ପଜିଟିଭ୍
  • ||
  • ଇଂଲଣ୍ଡରେ ଜନ୍ମଦିନ ପାଳିଲେ ଧୋନୀ, କାଟିଲେ କେକ୍ : ପତ୍ନୀ ସାକ୍ଷୀ ସେୟାର କଲେ ଭିଡିଓ
  • ||
  • କେବଳ ସ୍ପାଇସଜେଟ୍ ନୁହେଁ, ଅନ୍ୟ କମ୍ପାନୀର ବିମାନରେ ମଧ୍ୟ ବଢୁଛି ତ୍ରୁଟି : ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା
  • ||
  • ୪୧ ବର୍ଷରେ ପାଦ ଦେଲେ କ୍ୟାପ୍ଟେନ୍ କୁଲ୍ : ଟିମ୍ ଇଣ୍ଡିଆକୁ ଜିତାଇଥିଲେ ଦିନିକିଆ ଓ ଟି୨୦ ବିଶ୍ୱକପ୍
  • ||
  • ଜନ୍ମଦିନରେ ଓ୍ୱିମ୍ବଲଡନ୍ ଦେଖିବାକୁ ପହଁଚିଲେ ମାହି, ସାମ୍ନାକୁ ଆସିଲା ଫଟୋ
  • ||

ଆଜି ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ : ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ

9/03/2020 at 11:33 AM

ପୁରୀ ୯/୩: ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ ବା ସୁନାବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ମଧ୍ୟ ଭକ୍ତ ଓ ସେବାୟତଙ୍କ ସହ ହୋଲି ଖେଳିବେ। ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଶ୍ରୀମନ୍ଦିରରୁ ବିମାନରେ ବାହାରି ଏକ ଶୋଭାଯାତ୍ରାରେ ଦୋଳବେଦୀରେ ପହଞ୍ଚିବେ।

ସେଠାରେ ମହାପ୍ରଭୁଙ୍କର ଦୋଳବେଦୀରେ ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହେବାକୁ ଥିବାବେଳେ ମହାପ୍ରଭୁ ଭକ୍ତ ଓ ସେବାୟତଙ୍କ ଗହଣରେ ଫଗୁ ଖେଳିବେ। ସେହିପରି ସକାଳ ଧୂପ ପରେ ମହାପ୍ରଭୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୁଷିତ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଦୋଳପୁର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଆଜି ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହୋଇଥିବା ବେଳେ ଭକ୍ତଙ୍କ ପ୍ରବଳ ସମାଗମ ହୋଇଛି।

   Related Posts