oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ଆଜି ଜାତୀୟ ଡାକ୍ତର ଦିବସ, ଚିକିତ୍ସକଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

1/07/2021 at 8:00 AM

ନୂଆଦିଲ୍ଲୀ,୦୧/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୧ରେ ଜାତୀୟ ଡାକ୍ତର ଦିବସ ଉପଲକ୍ଷେ ଇଣ୍ଡିଆନ ମେଡିକାଲ ଆସୋସିଏସନ୍‌ର ଡାକ୍ତରମାନଙ୍କୁ ସମ୍ବୋଧିତ କରିବେ । ଏକ ଟୁଇଟ ଯୋଗେ ମୋଦି ଏହି ସୂଚନା ଦେଇଛନ୍ତି ।

ସେ ଲେଖିଛନ୍ତି, କୋଭିଡ-୧୯ ସହ ଲଢ଼ିଥିବା ପ୍ରତ୍ୟେକ ଡାକ୍ତରଙ୍କ ପାଇଁ ମୁଁ ଗର୍ବିତ । ଡାକ୍ତର ଦିବସ ଅବସରରେ ମୁଁ ସେମାନଙ୍କୁ ସମ୍ବୋଧନ କରିବି । ଡାକ୍ତରମାନଙ୍କ ମନୋବଳ ବଢ଼ାଇବା ସହ ସେମାନଙ୍କୁ ଅନୁପ୍ରାଣିତ କରିବାକୁ ଆସନ୍ତାକାଲି ଦେଶର ବିଭିନ୍ନ ଭାଗରେ ଡାକ୍ତର ଦିବସ ପାଳିତ ହେବାର କାର୍ଯ୍ୟକ୍ରମ ରହିଛି ।

ଗତ ରବିବାର ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ପିଏମ ମୋଦୀ ଡାକ୍ତର ରାଏଙ୍କୁ ମନେ ପକାଇଥିଲେ । ସେ କହିଥିଲେ ଯେ, ଜୁଲାଇ ୧କୁ ଜାତୀୟ ଡାକ୍ତର ଦିବାସ ରୁପେ ପାଳନ କରାଯିବ । ସମସ୍ତେ ଡାକ୍ତରମାନଙ୍କୁ ସମ୍ମାନ ଦେବା ଆବଶ୍ୟକ । କରୋନା ଆଗରେ ଭାରତ ମୁଣ୍ଡ ନୁଆଁଇବ ନାହିଁ ବୋଲି ଡାକ୍ତରମାନେ ସୁନିଶ୍ଚିତ କରିପାରିଛନ୍ତି । ସୂଚନାଯୋଗ୍ୟ, ୧୯୯୧ରେ ଡାକ୍ତର ରାଏଙ୍କ ଯୋଗଦାନକୁ ସମ୍ମାନ ଜଣାଇ ଡାକ୍ତର ଦିବସ ପାଳନ କରାଯାଉଛି ।  

   Related Posts