ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ପୁରୀରେ ବସିବ ଦଶମ ପରାମର୍ଶଦାତା କମିଟି ବୈଠକ, ଅଧ୍ୟକ୍ଷତା କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

24/09/2022 at 8:06 AM

ପୁରୀ ୨୪/୦୯ : ଆଜି ପୁରୀରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ଦଶମ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ ହେବ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ରାଜୀବ ଚନ୍ଦ୍ରଶେଖର ଓ ଦେଶର ବିଭିନ୍ନ ରାଜନୈତିକ ଦଳର ସାଂସଦ ଯୋଗଦେବେ । ବୈଠକରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା କ୍ଷେତ୍ର ସହ ଜଡ଼ିତ ବିଷୟରେ ବିଚାର ବିମର୍ଷ କରାଯିବ । ସକାଳ ୧୦ ଟା ୪୫ରେ ପୁରୀରେ ହୋଟେଲ ମେ ଫେୟାରରେ ହେବ ବୈଠକ । ପୁରୀ ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିବେ ।

   Related Posts