oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଶୁକ୍ରବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

5/02/2021 at 7:35 AM

ମେଷ – କର୍ମଭାବରେ ଚାରୋଟି ଗ୍ରହ ଦ୍ୱାରା ସୃଷ୍ଟି ହୋଇଥିବା ରହ-ଯୋଗ ସାମଗ୍ରିକ ଦୃଷ୍ଟିକୋଣରୁ ସଫଳତା ଆଣି ଦେବ । ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।


ବୃଷ – ରାଶିରେ ପାପଗ୍ରହ ହେତୁ ମାନସିକ ଚାପଗ୍ରସ୍ତ ହୋଇ ଅଶାନ୍ତ ରହିପାରନ୍ତି । ଆଜି ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ଦୁଃସ୍ଥାନସ୍ଥ ଏକାଧିକ ଗ୍ରହ କାରଣରୁ ସଜାଗ ରହି କାମ ନ କଲେ ଅସୁବିଧା ସମ୍ମୁଖୀନ ହେବେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୮ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।


କର୍କଟ – ପ୍ରତିବାଦୀ ସ୍ଥାନରେ ଏକାଧିକ ଗ୍ରହ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ବିଫଳତା ଆଣିପାରେ, ଯାହା ଅନ୍ୟମାନଙ୍କ ପାଇଁ ସହଜଲଭ୍ୟ ଆପଣଙ୍କ ପାଇଁ ଦୁରୂହ ହୋଇପଡିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – କର୍ମକ୍ଷେତ୍ରରେ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ବନ୍ଧୁଙ୍କ ଅସହଯୋଗରେ କେତେକ ବ୍ୟତିକ୍ରମ ଘଟିପାରେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।


କନ୍ୟା – ସ୍ଥଗିତ କାର୍ଯ୍ୟ ହାସଲ କ୍ଷେତ୍ରରେ ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି । ଆକସ୍ମିକ ଭାବରେ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ତୁଳା – ସମସ୍ୟା ମଧ୍ୟରେ ଗତି କରି ମଧ୍ୟ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । କ୍ରୀଡା, କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରେ ପାରଦର୍ଶିତା ହାସଲ କରିବେ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୬ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।


ବିଛା – ହିତୈଷୀମାନଙ୍କ ସହାୟତାରେ ଆଜିର କାମଗୁଡିକ ଯଥା ସମୟରେ ସମ୍ପନ୍ନ ହୋଇପାରିବ । କର୍ମକ୍ଷେତ୍ରରେ କୌଣସି ଯୁବ ବ୍ୟକ୍ତିଙ୍କ ଠାରୁ ଅଯାଚିତ ଭାବେ ଯଥେଷ୍ଟ ସହାୟତା ପାଇବେ । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା ହେତୁ ସାମୟିକ ମନ ଖୁସି ରହିବ । କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।


ମକର – ଅଶାନ୍ତ ମନକୁ ଶାନ୍ତ କରାଇବାରେ ଜଣେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । କାମଟିକୁ ପୂର୍ଣ୍ଣାଙ୍ଗ କରିବା ସକାଶେ ଅର୍ଥ ସଙ୍ଗଟ ରହିବ ନାହିଁ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।


କୁମ୍ଭ – ଆଜି ସବୁକଥାକୁ ହାଲୁକା ଭାବେ ନେଲେ କ୍ଷତିରେ ପଡିବେ । ଶିକ୍ଷା, ପରୀକ୍ଷା , ସାକ୍ଷାତ୍‌କାର ତଥା ବ୍ୟବସାୟରେ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ – ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟିର ଆଶଙ୍କାକୁ ଏଡି ହେବ ନାହିଁ । ଆଜିର ଜୀବନଯାତ୍ରା ବିଶେଷ କଷ୍ଟପ୍ରଦ ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

   Related Posts