ନଭେମ୍ବର ୦୪ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 04, 2022 IST

ମେଷ:~ ପାରିବାରିକ ଜୀବନକୁ ମଧୁମୟ କରିବ। କର୍ମକ୍ଷେତ୍ରରେ କିଛିଟା ବ୍ୟତିକ୍ରମ ନେଇଆଲୋଚନା କରିପାରନ୍ତି। କେତେକ କ୍ଷେତ୍ରରେ ନିଜ ଲୋକ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁବଢାଇ ଦେବେ। ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ। ସାହିତ୍ୟ,କଳା,ସଂସ୍କୃତି,ସଂଗୀତ କ୍ଷେତ୍ରରେ ସଫଳତା ପାଇବେ। ଉଜ୍ଜ୍ୱଳ ଭବିଷ୍ୟତ କଳ୍ପନା କରିବେ।

ଶୁଭ ରଙ୍ଗ:~ ଧଳା,ଶୁଭ ଅଙ୍କ:~ ୨

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ:~ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର ସମାଲୋଚନା କରୁଥିବାଶୁଣିବାକୁ ପାଇବେ। କୌଣସି କାମ ହାସଲ କରିବା କ୍ଷେତ୍ରରେ ତରବରିଆ ଭାବେ କୌଣସିକାମ କରନ୍ତୁ ନାହିଁ। ଉଦ୍‌ଯୋଗ ସିଦ୍ଧି ହେବ। କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକକ୍ଷେତ୍ରରେ ଉନ୍ନତି। ବହୁ ଦିନରୁ ଚାଲିଥିବା କାର୍ଯ୍ୟରେ ସଫଳତା ପାଇବେ। ମହିଳାମାନେ ଘର କାମରେ ସଫଳତା ପାଇବେ।

ଶୁଭ ରଙ୍ଗ:~ ନାଲି, ଶୁଭ ଅଙ୍କ:~ ୫

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ:~ ଆର୍ଥିକ ସ୍ଥିତି ଦୁର୍ବଳ ହେବା କାରଣରୁ ଦୁଶ୍ଚିନ୍ତା ବଢିଯାଇପାରେ । ଅଟକିରହିଥିବା କାର୍ଯ୍ୟ ଆକସ୍ମିକ ଭାବେ ଆଜି ସମାଧାନ ହୋଇଯିବାରୁ ମନ ଖୁସି ରହିବ ନାହିଁ।କର୍ମକ୍ଷେତ୍ରରେ ସଫଳତା ପାଇବେ। ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ। ବିବାଦରେ ଜିତାପଟ ନେବେ। ସାହିତ୍ୟ, କଳା, ସଂସ୍କୃତି, ସଂଗୀତ କ୍ଷେତ୍ରରେ ସଫଳତା ପାଇବେ। ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ ।

ଶୁଭ ରଙ୍ଗ:~ବାଦାମୀ, ଶୁଭ ଅଙ୍କ:~ ୪

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ।

କର୍ମଜୀବି- କର୍ମଚଞ୍ଚଳ ରହିବେ।

ଛାତ୍ରଛାତ୍ରୀ- କୀର୍ତ୍ତି ସ୍ତମ୍ବ ସ୍ଥାପନ କରିବେ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

କର୍କଟ:~ଶାରୀରିକ ସୁସ୍ଥତା ସହ ପରିବାରରେ ଶାନ୍ତି ବିରାଜମାନ କରିବ। କର୍ମ କ୍ଷେତ୍ରରେଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ନୂତନ ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟରେ ଉନ୍ନତି ହେବ। ବିବାଦରେ ବିଜୟୀ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି। ନିର୍ଦ୍ଦିଷ୍ଟ ଦିଗରୁ ଧନ ପ୍ରାପ୍ତି ହେବ। ଜୀବନବୀମାରେ ଆଗେଇ ଯିବେ। ମହିଳାମାନେ କାର୍ଯ୍ୟରେ ସଫଳ ହେବେ।

ଶୁଭ ରଙ୍ଗ:~ କ୍ରୀମ, ଶୁଭ ଅଙ୍କ:~ ୮

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖୀ ହେବେ ।

ସିଂହ:~ ପଡୋଶୀମାନେ ସହଯୋଗର ହାତ ବଢାଇବେ ଓ ସ୍ଥଗିତ କାମଟି ସୁବିଧାରେ

ହୋଇଯିବ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ।

କର୍ମକ୍ଷେତ୍ରରେ ଅଗ୍ରଗତି କରିବେ। ବ୍ୟବସାୟରେ ଉନ୍ନତି ହେବ। ପ୍ରଶାସନ,ଶିକ୍ଷା,

ଶିଳ୍ପ,ପରିବହନ କ୍ଷେତ୍ରରେ ସଫଳତା ପାଇବେ। ପଡୋଶୀମାନଙ୍କ ସମ୍ପର୍କ ଭଲ ରହିବ। ଆର୍ଥିକ ସ୍ଥିତି

ବଳବାନ ହେବ। ଦିନଟି ଭଲରେ କଟିବ।

ଶୁଭ ରଙ୍ଗ:~ ସବୁଜ, ଶୁଭ ଅଙ୍କ:~ ୨

ଗୃହିଣୀ- ମାନସିକ ଶାନ୍ତି ପାଇବେ।

ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କନ୍ୟା:~ ଆଲୋଚନା କ୍ଷେତ୍ରରେ କାର୍ଯ୍ୟ ବ୍ୟସ୍ତ ଯୋଗୁ କାମ ଠିକ୍ ସମୟରେ କରିପାରିବେନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ୱଜନ ଦୂରେଇଯାଇପାରନ୍ତି। ବହୁତ ଦିନରୁ ଥିବା କର୍ମ ଯୋଜନାରେ ସଫଳତା ପାଇବେ। ବ୍ୟବସାୟରେ ଉନ୍ନତି ହେବ। କେତେକ ସମସ୍ୟା ଜାତ ହେବ ସେସବୁକୁ ସମାଧାନ କରିପାରନ୍ତି।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୭

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ତୁଳା:~ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। କର୍ମକ୍ଷେତ୍ରରେ କୌଣସି ବିବାଦୀୟଘଟଣା ମନକୁ ବିବ୍ରତ କରିପାରେ। ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବେ। ବ୍ୟବସାୟରେଉନ୍ନତି। ବିବାଦରେ ଜିତାପଟ ନେବେ। ନୂତନ ଯାଗାବାଡି ମିଳିବ। ମହିଳାମାନେ ଦେବାଦେବୀ ପୂଜାରେ ମନ ଦେବେ।

ଶୁଭ ରଙ୍ଗ:~ ଗୋଲାପି, ଶୁଭ ଅଙ୍କ:~ ୩

ଗୃହିଣୀ- ସଦିଚ୍ଛା ଭାବ ରହିବ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବିଛା:~ ଧନ ସ୍ଥାନରେ ଧନାଧିପ ଚନ୍ଦ୍ର ଆପଣଙ୍କ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ମାର୍ଗଉନ୍ମୁକ୍ତ କରିବ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ।କର୍ମକ୍ଷେତ୍ରରେ ସଫଳତା। ବ୍ୟବସାୟରେ ଉନ୍ନତି। ସାହିତ୍ୟ,କଳା, ସଂସ୍କୃତି, ବିଜ୍ଞାନ କ୍ଷେତ୍ରରେ ସଫଳତା। ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ। ଜ୍ଞାନ, ଗବେଷଣା ଦିଗରେ ସଫଳତା ପାଇବେ।

ଶୁଭ ରଙ୍ଗ:~ କ୍ରୀମ, ଶୁଭ ଅଙ୍କ:~ ୬

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ:~ କୌଣସି ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ

କରିବେ। ଅନ୍ୟ ମନସ୍କ ନରହି କିମ୍ବା ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ

ଚଳାଇବା ଠିକ୍ ହେବ ନାହିଁ। ଉଦ୍‌ଯୋଗ ବଳରେ ର୍କର୍ମ ସିଦ୍ଧି ହେବ। ବ୍ୟବସାୟରେ ସଫଳତା

ପାଇବେ। ପାରିବାରିକ କ୍ଷେତ୍ରରେ ଉନ୍ନତି। ନୂତନ କାର୍ଯ୍ୟଭରା ଗ୍ରହଣ କରିବେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୪

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ମକର:~ ବିଶେଷଭାବେ ପ୍ରଶାସନ, ପ୍ରକାଶନ, ରାଜନୀତି, ସଂଗଠନ, ସଭାସମିତି ଓଆନୁଷ୍ଠାନିକ କ୍ଷେତ୍ରରେ ନୁତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ପରିବାରରେ ଅତୀତଘଟଣାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଯାନ୍ତ୍ରିକ କ୍ଷେତ୍ରରେଅଗ୍ରଗତି କରିବେ। କମ୍ପ୍ୟୁଟର,ଇଣ୍ଟରନେଟ କ୍ଷେତ୍ରରେ ଲାଭବାନ୍ ହେବ। ନୂତନ କାର୍ଯ୍ୟରେଅଗ୍ରଗତି କରିବେ। ବନ୍ଧୁ ମିଳନ ହେବ। ଆର୍ଥିକ କ୍ଷେତ୍ରରେ ସୁଧାର ଆସିବ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୮

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ:~ ସ୍ୱଗୃହୀ ରାଶ୍ୟାଧିପତି ଆପଣଙ୍କ ଦୈହିକ ସୁସ୍ଥତା ସହ କୌଣସି ବହୁ ଦିନର ସ୍ଥଗିତକାମକୁ ସମ୍ପନ୍ନ କରାଇବେ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସା ଉଣା ହେବନାହିଁ । କର୍ମକ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ଉନ୍ନତି ହେବ। ଆର୍ଥିକ କ୍ଷେତ୍ରରେଉନ୍ନତି ହେବ । ନୂତନ ଯାଗାବାଡି ଲାଭ ହେବ। ଆଇନ ଅଦାଲତରେ ସଫଳତା ପାଇବେ। ବାପା,ମାଆମାନେ ପିଲାମାନଙ୍କର ଉନ୍ନତି କରିବେ।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୧

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମୀନ:~ ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ ନୂତନ କାମ ଆରମ୍ଭ କରିପାରନ୍ତି। ଅଫିସରେ କିମ୍ବାବନ୍ଧୁଙ୍କ ଗହଣରେ କିଛି ସମୟ କଟାଇ ପାରନ୍ତି। ଉଦ୍‌ଯୋଗୀ ହେବେ। ବାଣିଜ୍ୟ ବ୍ୟବସାୟରେଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ସଫଳତା ପାଇବେ। ବନ୍ଧୁ ମିଳନ ହେବ। ଜ୍ଞାନ,ଗବେଷଣାରେ ଉନ୍ନତି ହେବ। ମହିଳାମାନେ ଘର କାମରେ ସଫଳତା ପାଇବେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୩

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.