ଅକ୍ଟୋବର ୯ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 09, 2021 IST

ମେଷ– ଆଜି ଆପଣ ନିକଟ ସମ୍ପର୍କୀୟଙ୍କ ଦ୍ୱାରା କାର୍ଯ୍ୟ ହାସଲ କରିବେ । ଅର୍ଥ ଓ ଭୋଗବିଳାସ ସମ୍ପର୍କିତ ଦ୍ରବ୍ୟଗୁଡିକ ପ୍ରତି ଆଗ୍ରହୀ ହେବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୮ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ– ପ୍ରତ୍ୟେକ କାର୍ଯ୍ୟ ସମସ୍ୟା ବହୁଳ ହୋଇପଡିବା କାରଣରୁ ମାନସିକ ଅସ୍ଥିରତା ବୃଦ୍ଧି ପାଇବ । ମୃଗଶିରା ନକ୍ଷତ୍ରର ଘରେ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ୟୋଗାକରନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ମିଥୁନ – ଆଜିର କାମରେ ଆପଣଙ୍କୁ ପାଖ ପଡୋଶୀ ସାହାର୍ଯ୍ୟ କରିବେ । ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ପ୍ରଚୁରଲାଭ ହେବ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

କର୍କଟ–କର୍ମକ୍ଷେତ୍ରରେ ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କ ସାହାର୍ଯ୍ୟ ମିଳିବ । ପ୍ରକାଶନ, ପରିବହନ, ପ୍ରଶାସନ ଓ ଓ ଆଇନ ଅଦାଲତରେ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୯ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ-ନୂଆ ବସ୍ତ୍ର ଲାଭ ହେବ ।

ସିଂହ – ଅଟକି ରହିଥିବା ଅର୍ଥଲାଭରୁ ମନ ଖୁସି ହିବ । ଈର୍ଷା ପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ନୂଆ ବସ୍ତ୍ର ଲାଭ ହେବ ।

କନ୍ୟା – ଆଜି କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରି ପାରିବେ ନାହିଁ । ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକ ସମୀକ୍ଷା କରିବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତିହେବ ।
• ଗୃହିଣୀ-ନୂଆ ବସ୍ତ୍ର ଲାଭ ହେବ ।

ତୁଳା–ସମସ୍ୟାର ସରଳ ସମାଧାନ ପାଇଁ ଉଦ୍ୟମ କଲେ ସଫଳତା ପାଇବେ । ଭଲ ସମ୍ପର୍କ ନ ଥିବା ସହକର୍ମୀଟିର ହସ୍ତକ୍ଷେପ ଫଳରେ କୋଣସି କାମ ଶେଷ ମୁହୁର୍ତ୍ତରେ ବିଗିଡିଯିବା ସମ୍ଭାବନା ରହିଛି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୮ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା–ସାମାଜିକ ସ୍ତରରେ ଅନ୍ୟ ଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରି ଖୁସି ହେବେ । ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ସୁଖଭାରା ଦିନଟି ।

ଧନୁ –ପରିବାରର ଅସ୍ୱାଭାବିକ ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହେବ । ଅବଶ୍ୟ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବା ସମ୍ଭାବନା ରହିଛି ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ଅର୍ଥ ଲାଭହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତରହିବେ ।

ମକର– ଆପଣଙ୍କର ବ୍ୟବହାର ବନ୍ଧୁଙ୍କ ମନରେ ଆନନ୍ଦ ଭରି ଦେବ । କୌଶଳକ୍ରମେ ପ୍ରତିଦ୍ୱନ୍ଦ୍ୱିତା, ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିପାରିବେ ।ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ-ନୂଆ ବସ୍ତ୍ର ଲାଭ ହେବ ।

କୁମ୍ଭ -ପରିବାରରୁ ପୂର୍ଣ୍ଣସହ-ଯୋଗ ପାଇବାରେ ନିଜର ତ୍ୟାଗ ଓ କୌଶଳ କାମକୁ ଆସିବ । କୌଣସି ଅତୀତ ଘଟଣା ବିଷୟରେ ଭାବପ୍ରବଣତା ଯୋଗୁ ସାୟାହ୍ନେ ନୈରାଶ୍ୟ ଅନୁଭବ କରିପାରନ୍ତି । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – ପାରିବାରିକ କ୍ଷେତ୍ରରେ ଯେତେ ଭଲ କାମକଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ ।ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.