ଜୁଲାଇ ୨୩ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 23, 2021 IST

ମେଷ – ଆଜିର କର୍ମକ୍ଷେତ୍ରରେ ସାମାନ୍ୟ ଭୁଲ୍ ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ପରିବାରରେ ଆକସ୍ମିକ କଳହ ଲାଗିବାର ସମ୍ଭାବନା ରହିଛି । ସନ୍ତାନଙ୍କ କୃତୀ ଓ କୃତିତ୍ୱରୁ ଖୁସି ରହିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।


ବୃଷ – ଆତ୍ମୀୟ ଓ ମିତ୍ରମାନଙ୍କ ସାହାର୍ଯ୍ୟ ସହ-ଯୋଗ ନେଇ କାର୍ଯ୍ୟ ହାସଲ କରିବେ । ନୂତନ କର୍ମାରମ୍ଭ କ୍ଷେତ୍ରରେ ଖର୍ଚ୍ଚଭାର କ୍ରମଶଃ ବୃଦ୍ଦି ପାଇ ଋଣଗ୍ରସ୍ତ ହେବାକୁ ପଡିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।


ମିଥୁନ – ବିଶ୍ରାମହୀନ କାମ ଓ ବିଶେଷ ଭ୍ରମଣ କାରଣରୁ ଆକସ୍ମିକ ସ୍ୱାସ୍ଥ୍ୟହାନିର ଆଶଙ୍କା ରହିଛି । ପରିବାରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।


କର୍କଟ – ପରିବାରର ବିଭିନ୍ନ ଅସୁବିଧା ବିଷୟ ଚିନ୍ତା କରି ମନରେ ଅସ୍ଥିରତା ଲାଗି ରହିବ । କେତେକ ଖଳପ୍ରକୃତିର ଲୋକମାନେ ଜାଣି ଶୁଣି ବିରୁଦ୍ଧାଚରଣ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ – ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମତଭେଦ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।


କନ୍ୟା – ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାମ ହାସଲ କରିବାରେ ସଫଳ ହେବେ । ସାହିତ୍ୟ, ସାମ୍ବାଦିକତା , କଳା, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ସହକର୍ମୀଙ୍କ ସହ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିିକ ଠିକ୍ ଠିକ୍ ହୋଇଯିବ । କର୍ମକ୍ଷେତ୍ରରେ ସ୍ପଷ୍ଟବାଦିତା ଓ ସହୃଦୟତାହେତୁ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ବିଛା – ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧୀନ କରିପାରିଲେ ସଫଳତା ମିଳିବ । ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ,ନତୁବା ସମସ୍ୟା ଜାଲରେ ଛନ୍ଦି ହୋଇପଡିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ପୂର୍ବାଲୋଚନାନୁଯାୟୀ ନୂତନ ସ୍ଥାନ ଭ୍ରମଣ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ବନ୍ଧୁଙ୍କ ପରାମର୍ଶରେ ନୂତନ କର୍ମାରମ୍ଭ ପ୍ରୀତିପଦ ହେବ ଓ ବୁଦ୍ଧିଜୀବୀଙ୍କ ଦ୍ୱାରା ପ୍ରଶଂସିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ବନ୍ଧୁଙ୍କ ସହାୟତାରେ ଆର୍ଥିକ ଅନଟନଜନିତ ମନସ୍ତାପ ଦୂରୀଭୂତ ହୋଇଯିବ । ଅଫିସରେ ଏକାଧିକ କାମ ହାତକୁ ନେଇ ବିବ୍ରତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।


କୁମ୍ଭ – ନୂତନ ଯୋଜନା କ୍ଷେତ୍ରରେ ଗୁୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଅନ୍ୟମାନଙ୍କ କାନକୁହା କଥା ଶୁଣୀ ବ୍ୟସ୍ତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।


ମୀନ – ପ୍ରତିକୂଳ ସମୟ ଦେଇ ଗତି କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକୁ ଅସ୍ୱାଭାବିକ ମନେ କରିବେ । ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.