ଅକ୍ଟୋବର ୧ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 01, 2021 IST

ମେଷ– ଶିଳ୍ପ ,ବାଣିଜ୍ୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ । ବନ୍ଧୁସମ୍ପର୍କରେ ଉନ୍ନତି ଘଟିବ ଏବଂ ଫଳପ୍ରଦ ଆଲୋଚନା ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ– ସୁଖ-ସମ୍ମାନ ଲାଭକରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ଶୁଭ ରଙ୍ଗ ଲାଇଟ୍‌ ନୀଳ,ଧଳା ।ଶୁଭ ଅଙ୍କ ୯ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ନିଜର ଅଧିକାର ପ୍ରତିସଚେତନ ହେବାକୁ ପଡିବ । ଆମୋଦ-ପ୍ରମୋଦରେ ନିଜକୁ ହଜାଇ ଦେଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ– ଆପଣଙ୍କ ଚେଷ୍ଟା କଦାପି ନିଷ୍ଫଳ ହେବ ନାହିଁ । ନିର୍ମାଣାଧୀନ କାମ ଓ ଅନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା– ମନରେ ଅହଂଭାବଜାତ ହୋଇପାରେ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ତୁଳା– ସହାୟତା ମିଳିବ । ସହଜ-ସୁଲଭ ହେବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେସମୟ ଅତିବାହିତକରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ବିଛା– କୌଣସି ପରିସ୍ଥିତିରେ ଧୈର୍ଯ୍ୟହରା ହେବେ ନାହିଁ । ମନରେଜାତ ଉଦ୍‌ବେଗକୁ ଚାପି ରଖିବାକୁ ପଡିବ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଧନଭାବହେବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ –ସ୍ଥିର ସ୍ୱଭାବ ଯୋଗୁଁ କଳହରେ ଜଡିତ ନ ହୋଇ ପାରନ୍ତି । ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁଶ୍ରେଷ୍ଠ ଧର୍ମ ଭାବେ ବିବେଚିତ କରିବେ । ସୁଖୀ ଓ ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହୋଇପାରନ୍ତି । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।

ମକର– ଦେବୀ ଦର୍ଶନ କରି ସୁଖୀ ହେବେ । କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଥଣ୍ଡା କଫ ଜନିତ ସମସ୍ୟା ଦୂରହେବ । ସାନ ଭାଇଙ୍କଠାରୁ ଆଦର ମିଳିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କୁମ୍ଭ -ଦେବୀ ଦର୍ଶନର ସୌଭାଗ୍ୟ ଅଛି । ଆଳସ୍ୟ ଅନୁଭବକରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଧନାଗମ ହେବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ – ଶୁକ୍ର ଗ୍ରହଙ୍କ ଆର୍ଶୀବାଦରୁ ସୌଭାଗ୍ୟ ବୃଦ୍ଧି ହେବ । ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟ ଯୁକ୍ତ ହୋଇପାରନ୍ତି । ସୈନିକମାନଙ୍କ ମନୋବଳ ବୃଦ୍ଧି ହେବ । ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୫ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.