ଡିସେମ୍ବର ୧୫ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 15, 2021 IST

ମେଷ– ଆଜିର କର୍ମକ୍ଷେତ୍ରରେ ପରିସ୍ଥିତି ବଶତଃ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । କୌଣସି ବିବାଦୀୟ ଘଟଣାରେ ମୁଣ୍ଡ ନ ପୂରାଇବା ଭଲ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୩ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ବୃଷ–ସକାଳୁ କିଛି ଘରର କଥା, ଉଚ୍ଛମତାନ୍ତର, ଦୂରଯାତ୍ରା ଓ ବନ୍ଧୁବର୍ଗଙ୍କ ବିଷୟରେ ଚିନ୍ତା କରିବେ । ପରିବାରର ପୂର୍ଣ୍ଣ ସମର୍ଥନ ପାଇବେ । ଶୁଭରଙ୍ଗ ନୀଳ । ଶୁଭଅଙ୍କ ୭ ।
• ଗୃହିଣୀ-ସୁଖୀହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ଆୟୁର୍ବେଦ ଚିକିତ୍ସା ଲାଭ ଦେବ ।
• ଚାଷୀ- ଅଧିକ ବର୍ଷା ହେତୁ, ହତାସ ହୋଇପାରନ୍ତି ।

ମିଥୁନ – ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କାଟିବେ । ସୁନ୍ଦର କଥା ଓ ସରଳ ବ୍ୟବହାର ହେତୁ ବିପଦରୁ ରକ୍ଷା ପାଇବେ । ଶୁଭରଙ୍ଗ ମେରୁନ୍‌ । ଶୁଭଅଙ୍କ ୫ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ– ପାରିବାରିକ ଜୀବନରେ ତ୍ତଉତ୍‌ଥାନ ପତନ ଯୋଗୁ ମାନସିକ ସ୍ଥିତି ଭଲ ନ ରହିପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସାମଧାନ ହେବାର ଆଶା ରହିଛି । ଶୁଭରଙ୍ଗ ଗ୍ରୀନ୍‌ । ଶୁଭଅଙ୍କ ୮ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ନୂଆ ଜବ୍‌ ମିଳିବା କଷ୍ଟ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଚାଷୀ- ଉତ୍ତମ ଫଳ ପାଇବେ ।

ସିଂହ – କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ଭାବେ କାର୍ଯ୍ୟ ମନ୍ଥର ହୋଇପାରେ । ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିବା କାରଣରୁ ଘରୁ ଗାଳି ଖାଇପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା – ଅତୀତ ଘଟଣାକୁ ଯେତିକି ଭାବୁଥିବେ ସେତିକି ମନ ବିଷାଦ ରହିବ । ବିଭିନ୍ନ ପ୍ରତିବନ୍ଧକ ହେତୁ କାମ ବିଶୃଙ୍ଖଳିତ ହୋଇଯିବ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଗୃହିଣୀ-ସୁଖୀ ହେବେ ।
• ବ୍ୟବସାୟୀ- ଚୌରଭୟ ଅଛି ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ତୁଳା–କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଦୈହିକ ଦୁର୍ବଳତା କର୍ମ କ୍ଷେତ୍ରକୁ ମନ୍ଥର କରିପାରେ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୧ ।
• ଚାଷୀ- ଜମିରୁବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ- ବ୍ୟାୟାମ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା– ପ୍ରତିକୂଳ କାରଣରୁ କୌଣସି କାମରେ ପୁର୍ଣ୍ଣ ସନ୍ତୋଷ ମିଳିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ଶୁଭ ଅଙ୍କ ଲାଲ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।
• ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତିହେବ ।
• କର୍ମଜୀବି- ନୂଆ ଜବ୍‌ ମିଳିବା କଷ୍ଟ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଚାଷୀ- ଶ୍ରମସାର୍ଥକ ହେବ ।

ଧନୁ –ପରିବାରରେ କଳହ କିମ୍ବା ରାସ୍ତାରେ ଅନ୍ୟମନସ୍କ କାରଣରୁ ଧନ ହାନିର ସୂଚନା ରହିଛି । କର୍ମକ୍ଷେତ୍ରରେ ଆଶାନୁରୂପ ସଫଳତା ହାସଲ କରିବେ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୩ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ମକର–ସ୍ୱାସ୍ଥ୍ୟ ସମସ୍ୟା ମନକୁ ବିଶେଷ ଭାବରେ ବିଚଳିତ କରିବାର ଆଶଙ୍କା ରହିଛି । ଅନ୍ୟର ମନ ଅନୁଯାୟୀ କାମ କରି କର୍ମକ୍ଷେତ୍ରରେ ବାହାବା ନେଇପାରନ୍ତି । ଶୁଭରଙ୍ଗ କଫି । ଶୁଭ ଅଙ୍କ ୫ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ମଧୁର ଭାଷୀ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

କୁମ୍ଭ – ଆବଶ୍ୟକତା ପୂରଣ ସକାଶେ ଧାରକରଜ କରିବାକୁ ବାଧ୍ୟ ହୋଇପାରନ୍ତି । ଅଫିସରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଶୁଭରଙ୍ଗ କଳା । ଶୁଭଅଙ୍କ ୭ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ୟୋଗାକରନ୍ତୁ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ମୀନ- କର୍ମକ୍ଷେତ୍ରରେ ସାହାର୍ଯ୍ୟ ସହଯୋଗ ସାଙ୍ଗକୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି । ଦିନଟି ଉତ୍ତମ କଟାଇବାର ସୌଭାଗ୍ୟ ଲାଭ କରିବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୯ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.