ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଡିସେମ୍ବର ୧୮ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

18/12/2021 at 6:54 AM

ମେଷ–ଶ୍ରମସାର୍ଥକ ହୋଇପାରେ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । କର୍ମକ୍ଷେତ୍ରରୁ ପ୍ରଚୁର ଲାଭ ମିଳିପାରେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭଅଙ୍କ ୨ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ–ମନ ବିଷାଦଭରା ହୋଇପାରେ । ଧର୍ମପ୍ରିୟ ଓ ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି । ଆଶାବାଦୀ ଓ ଶିଳ୍ପବିଦ୍ୟା ପ୍ରିୟ ହେବେ । କ୍ରିୟାଶୀଳ ହୋଇପାରନ୍ତି ।ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
• ଗୃହିଣୀ-ସୁଖ ଅନୁଭବ କରିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳବାୟୁ ବିଭାଗସହ ଯୋଗାଯୋଗ ରଖନ୍ତୁ ।

ମିଥୁନ – ସରକାରୀ ବା ବନ୍ଧୁସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । ଚିନ୍ତାଧାରା ଉନ୍ନତ ହେବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ–ସୁନାମ ଅର୍ଜନ କରିବେ । ଅଯଥା ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ହେବା ଭଲ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୪ ।
• ଗୃହିଣୀ-ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ସିଂହ –ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଦିନଟି ମଧ୍ୟମ ଧରଣର ରହିବ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୭ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା–ସୁସମ୍ବାଦ ପାଇ ଖୁସି ହେବେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକକ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି ।ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ-ସୁଖ ଅନୁଭବ କରିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ତୁଳା–ଅଧିକ କ୍ଷମତା ମିଳିବ ଓ ଏହାର ସଦ୍‌-ବ୍ୟବହାର କରିପାରନ୍ତି ।ବିବାଦୀୟ ଘଟଣାରେ ବିଜୟୀ ହେବେ । ଦେବ ଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିବେ ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ-ଚାଷରେଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ବିଛା–ଖର୍ଚ୍ଚାନ୍ତ ହୋଇପାରନ୍ତି । ମିତ୍ରଙ୍କ ସାନ୍ନିଧ୍ୟ ଓ ଧନ ଏବଂ ସୁଖମିଳିବ । ଅଷ୍ଟମ ଚନ୍ଦ୍ରଭୋଗ ହେଉଥିବାରୁ ଯାନବାହନ ଚଳାଚଳରେ ସତର୍କ ହେବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ୩ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତିବି ଷୟରେ ଜ୍ଞାନ ନିଅନ୍ତୁ ।

ଧନୁ –ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ରୁଚିକର ଭୋଜନ ତୃପ୍ତିକର ହେବ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୯ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ମକର–ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭଖବର ପାଇ ଖୁସି ହୋଇପାରନ୍ତି । ଋଣ ପରିଶୋଧ କରିବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଅସୁସ୍ଥ ଅନୁଭବକରିବେ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କୁମ୍ଭ -ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି । ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ମୀନ – କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ ।ଭକ୍ତିମାର୍ଗରେ ମନ ବଳାଇ ପାରନ୍ତି । କର୍ମରେ ଦକ୍ଷ ଓ ଚତୁର ହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳସଞ୍ଚୟ କରନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

   Related Posts