oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ମେ ୦୧ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

1/05/2022 at 7:11 AM

ମେଷ–ଦୃଢ ପଦକ୍ଷେପ ନେଇ କାମ ହାସଲ କରିବେ । ନିକଟସ୍ଥ ଲୋକଙ୍କୁ ଆପଣାର କରିବା ଦ୍ୱାରା ଅନୁକୂଳ ପରିବେଶ ସୃଷ୍ଟି ହୋଇପାରିବ । ଅତ୍ୟାବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ସୁପ୍ରଭାବ ଆପଣଙ୍କୁ ବିଳାସ ସାମଗ୍ରୀ କ୍ରୟ ପାଇଁ ଅନୁପ୍ରେରିତ କରିପାରେ । ବ୍ୟବସାୟିକ ଦିଗରୁ ଦିନଟି ମନ୍ଦ ନୁହେଁ, ଅବଶ୍ୟ ବିଶେଷ ଲାଭବାନ୍ ନ ହୋଇପାରନ୍ତି । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ସୁନାମ ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ-ଧାର୍ମିକ ହେବେ ।

ମିଥୁନ – ଉପରିସ୍ଥ ଆଦେଶରେ ବାଧ୍ୟ ବାଧକତାର ସହ କେତେକ କାମ କରିବାକୁ ପଡିପାରେ । ପଡୋଶୀମାନେ ଈର୍ଷାନ୍ୱିତ ହୋଇ ବିରୁଦ୍ଧାତ୍ମକ କଥାବାର୍ତ୍ତା କରିପାରନ୍ତି । ଅର୍ଥବଳ ଥିଲେ ମଧ୍ୟ ସହ-ଯୋଗ ଅଭାବରୁ ହାତକୁ ନେଇଥିବା କାମଗୁଡିକ ଠିକ୍ ଭାବରେ ନ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କର୍କଟ – ଆଜି ପରିବାରରେ ବିବାଦୀୟ ପରିସ୍ଥିତି ଦେଖାଦେବାର ସୂଚନା ରହିଛି । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତତ୍ପରତା ପ୍ରକାଶ କରିପାରନ୍ତି । କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଆଶାୟୀଥିବା କୌଣସି ସକାରତ୍ମକ ଖବର ମନକୁ ଆହ୍ଲାଦିତ କରିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ଆଜି ଆପଣ ଯାହା ଚାହୁଁଛନ୍ତି ତାହା ପାଇବା ସକାଶେ ସାମନ୍ୟ କଷ୍ଟ ସ୍ୱୀକାର କରିବାକୁ ପଡିବ । ସରକାରୀ ସ୍ତରରେ ଆକସ୍ମିକ ଭାବରେ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଯିବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ଅଯଥା ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ବନ୍ଧୁମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସେମାନଙ୍କ ପ୍ରତି ରହିଥିବା ଭଳ ଧାରଣା କ୍ରମଶଃ ହ୍ରାସ ପାଇପାରେ । ପଦାଧିକାରୀଙ୍କ ଚାପରେ କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରିବାକୁ ପଡିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – ନିକଟସ୍ଥ କୌଣସି ବ୍ୟକ୍ତି ବିଶେଷ ଆପଣଙ୍କ ପାଇଁ ସମସ୍ୟାର କାରଣ ସାଜିପାରନ୍ତି । ଆକସ୍ମିକ ଅର୍ଥାଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । ଆଲୋଚନା ପରିସରରେ କିମ୍ବା ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ-ସଫଳତା ମିଳିବ ।
ଗୃହିଣୀ-ସୁଖୀ ହେବେ ।

ବିଛା – କୌଣସି ଅସୁବିଧା ନ ଥିଲେ ମଧ୍ୟ ପୁରୁନା ସମ୍ପର୍କ ହାନି ସମ୍ବନ୍ଧିତ ସମସ୍ୟା ଦୁଶ୍ଚିନ୍ତା ସୃଷ୍ଟି କରିବ । ରାଜନୈତିକ ସ୍ତରରେ ନେତୃସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ କାରଣରୁ ମନରେ ଅଶାନ୍ତି ଆସିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ଆଜିର ଯାତ୍ରା ଓ ନୂତନ କର୍ମାରମ୍ଭ ପାଇଁ କୌଣସି ଅସୁବିଧା ରହିବ ନାହିଁ । କୌଣସି ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ନିଷ୍ପତ୍ତି ନେଇପାରନ୍ତି । କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ସକାଶେ କେତେକ ବ୍ୟତିକ୍ରମ ଦେଖାଦେବାର ସୂଚନା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପରକୁ ଆପଣାର କରିବେ ।

ମକର – ବନ୍ଧୁଙ୍କର ସାମାନ୍ୟ ଅସମ୍ମାନଜନକ କଥା ଓ ବ୍ୟବହାରରେ ଚିହିଁକି ଉଠି ଅନର୍ଥ ଘଟାଇ ପାରନ୍ତି । ଅନ୍ୟମାନଙ୍କ ସାହାର୍ଯ୍ୟ ନେଇ ବାଣିଜ୍ୟ,ବ୍ୟବସାୟ ଓ ପରିବହନ ସମସ୍ୟାର ସମାଧାନ କରିବେ । କର୍ମାରମ୍ଭ ସକାଶେ ସହ-ଯୋଗ ପାଇବା ଦୁଷ୍କର ହୋଇପାରେ । ଶୁଭ ରଙ୍ଗୟେଲୋ । ଶୁଭ ଅଙ୍କ ୪ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।

କୁମ୍ଭ – ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କର୍ମକ୍ଷେତ୍ରରେ ଆପଣଙ୍କ ମତ ଓ ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହେବ । ନିଜ ଲୋକମାନେ ସେମାନଙ୍କର ସ୍ୱାର୍ଥ ସାଧନକୁ ଗୁରୁତ୍ୱ ଦେଇ ଆପଣଙ୍କ କାମକୁ ଅବହେଳା କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଚା ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ମୀନ – କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ର ଅସଲ ପରିଚୟ ପ୍ରଦାନ କରି ପ୍ରଶଂସିତ ହେବେ । ଆତ୍ମୀୟ ସ୍ୱଜନାଦିଙ୍କ ବିରୁଦ୍ଧାଚରଣ କେତେକ ସମସ୍ୟା ସୃଷ୍ଟି କରିପାରେ । ସାମାଜିକ ସ୍ତରରେ ଆନୁଷ୍ଠାନିକ କିମ୍ବା ଧର୍ମାନୁଷ୍ଠାନ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପରକୁ ଆପଣାର କରିବେ ।

   Related Posts