ମେ’ ୧୭ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 17, 2022 IST

ମେଷ – ମଙ୍ଗଳବାର ବନ୍ଧୁ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ ଅର୍ଥ ପାଇବେ । କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି । ଆଜି ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍ ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

 ଚାଷୀ- ଶ୍ରମ ସାର୍ଥକ ହେବ ।

 ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ସ୍ଥିର କରିଥିବା ଯାତ୍ରା ପ୍ରୀତିପ୍ରଦ ରହିବ । କିନ୍ତୁ ବୁଝାମଣା ଅଭାବରୁ ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ଭୁଲ୍ ବୁଝାମଣା ଘଟିପାରେ । ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାକୁ  ପଡିପାରେ । ସଭାସମିତିରେ ସମ୍ମାନନିୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

 ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

 ରୋଗୀ- ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ବିଜୟୀ ହେବେ ।

 ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ – ବନ୍ଧୁ ଗହଣରେ ବେଶି ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ କରି ରଖିବ । ସମ୍ପର୍କୀୟ ବ୍ୟକ୍ତିମାନଙ୍କ ସକାଶେ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲିତ ରହିବ । ଶିଳ୍ପ,ବାଣିଜ୍ୟ , ବ୍ୟବସାୟ ଓ ପରିବହନ ପାଇଁ କୌଣସି ସମସ୍ୟା ରହିବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

 ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ଧାର୍ମିକ ହେବେ ।

କର୍କଟ– ସାମଗ୍ରିକ ଦୃଷ୍ଟି କୋଣରୁ ଆଜି ଦିନଟି ଭଲରେ ଅତିବାହିତ ହେବ । ଆପଣଙ୍କ କାର୍ଯ୍ୟଦକ୍ଷତାର ପ୍ରଶଂସା କରି ବନ୍ଧୁମାନେ ସାହାର୍ଯ୍ୟ କରିବାକୁ ଆଗେଇ ଆସିବେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ସହଜ ଓ ସୁବିଧାରେ ନୁହେଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

 ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 ଗୃହିଣୀ- ସୁଖୀ ହେବେ ।

ସିଂହ – କଚେରୀ ମାମଲା, ଜମିଜମା ସମ୍ପର୍କିତ ବିବାଦୀୟ ଘଟଣାରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ହେତୁ ମନ ଭଲ ରହିବ ନାହିଁ । ପରିବହନ,ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ସାମାଜିକ ସ୍ତରରେ ସବୁ କଥା କୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇବା ଠିକ୍ ହେବନି ।ପ୍ରତ୍ୟେକ କାମ ସମସ୍ୟା ବିଜଡିତ ସାଙ୍ଗକୁ ବିଳମ୍ବରେ ହେଉଥିବାରୁ ବ୍ୟସ୍ତତା ବଢିଯିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

 ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – ବନ୍ଧୁଙ୍କ ଦୁଃଖିତ ମନକୁ ସାନ୍ତ୍ୱନା ଦେବାକୁ ଯିବା ପରିବାରରେ ଦ୍ୱନ୍ଦ୍ୱ ଲାଗିଯାଇପାରେ । ଦୀର୍ଘ ଦିନରୁ ସାଧାରଣ କଥାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପ୍ରଶାସନ ଓ ଆଇନ ଅଦାଲତରେ ବ୍ୟସ୍ତ ରହିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

 ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା – କିଛି କହିବା ଅପେକ୍ଷା ଆସନ୍ତାକାଲି ଦିନଟିରେ ପରିସ୍ଥିତିକୁ ଦେଖି ନୀରବଦ୍ରଷ୍ଟା ସାଜି ପାରନ୍ତି । ହସ୍ତା ନକ୍ଷତ୍ର ସକାଶେ ଆଜି ବନ୍ଧୁମାନଙ୍କ ସହ-ଯୋଗ ଆଶା ନିରର୍ଥକ ହେବ ନାହିଁ । ସ୍ୱାସ୍ଥ୍ୟ ଓ କାର୍ଯ୍ୟହାନି ଘଟିବା କାରଣରୁ ଟେନ୍ସନ ବୃଦ୍ଧି ପାଇବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୁଖଭାରା ଦିନଟି ।

ଧନୁ – କର୍ମକ୍ଷେତ୍ରର ଚାପ ବୃଦ୍ଧି ପାଇବା କାରଣରୁ ବ୍ୟତିକ୍ରମ ମଧ୍ୟରେ ସମୟ ଅତିବାହିତ ହେବ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବନ୍ଧୁଙ୍କ ପରାମର୍ଶାନୁଯାୟୀ ବିବାଦୀୟ ଘଟଣାରୁ ଦୂରେଇ ରହିବା ଭଲ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

 ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ଧାର୍ମିକ ହେବେ ।

ମକର – ଉଚ୍ଚ ପଦାଧିକାରୀଙ୍କ ସହାନୁଭୂତିରୁ ପଡିରହିଥିବା କାମଟିରେ ଅଗ୍ରଗତିର ସୂଚନା ପାଇବେ । ପାରିବାରିକ କଳହ କିମ୍ବା ପୂର୍ବ ଶତ୍ରୁତାକୁ ନେଇ ମନ ଭଲ ରହିବ ନାହିଁ । ଦିନତମାମ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇଲେ ମଧ୍ୟ ଉପଭୋଗ୍ୟ ହୋଇ ନ ପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ଅସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ପଡୋଶୀଙ୍କ ଠାରୁ କୌଣସି ଖବର ପାଇ ବିସ୍ମିତ ହେବେ । ବନ୍ଧୁମାନଙ୍କୁ ସୁପରାମର୍ଶ, ଶିକ୍ଷା, ପରୀକ୍ଷା ତଥା ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । କିନ୍ତୁ ପାରିବାରିକ ସମସ୍ୟାର ସମାଧାନ କରିବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

 ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟିବା ସାଙ୍ଗକୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣା ସୃଷ୍ଟି ହେବାର ଆଶଙ୍କାକୁ ମଧ୍ୟ ଏଡାଇ ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

 ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

 ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.