ଜୁନ୍‌ ୦୧ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 01, 2022 IST

ମେଶ – ପରିବାର ମଧ୍ୟରେ ଅସ୍ଥିର ମନୋଭାବ ପ୍ରକାଶ କରିବା ସମସ୍ୟାର କାରଣ ହୋଇପାରେ । ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ କୌଣସି ଦୃଢ ପଦକ୍ଷେପ ନେଲେ ଝମେଲା ଅଧିକ ବଢିଯାଇପାରେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

 ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ଧାର୍ମିକ ହେବେ ।

ବୃଷ – କର୍ମକ୍ଷେତ୍ର ଓ ବ୍ୟବସାୟିକ ଦିଗଟି ମନ୍ଦ ହେବ ନାହିଁ କିନ୍ତୁ ପ୍ରତିବନ୍ଧକ ଲାଗି ରହିବ । କର୍ମକ୍ଷେତ୍ରରେ ଧନ ବଢିବାର ଯୋଗ ଅଛି । ବିଦ୍ୟ କ୍ଷେତ୍ରରେ ଆପଣଙ୍କର ରୁଚି ବଢିବ । ପ୍ରିୟ ପରିଜନଙ୍କ ସହିତ ଖୁବ୍ ମଉଜ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।

 ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

 ରୋଗୀ- ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ବିଜୟୀ ହେବେ ।

 ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ – ଦିନ ତମାମ କଠୋର ପରିଶ୍ରମଜନିତ ସାମୟିକ କ୍ଳାନ୍ତି ଅନୁଭବ କରିବେ । ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟ ସହାନୁଭୂତି ଲାଭ କରିବେ । ବାଟରେ ବନ୍ଧୁ ଠାରୁ ଅର୍ଥ ସାହାର୍ଯ୍ୟ ପାଇ ଖୁସି ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

 ଚାଷୀ- ଶ୍ରମ ସାର୍ଥକ ହେବ ।

 ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ– ଆଗାମୀ ମାଙ୍ଗଳିକ ଉତ୍ସବକୁ ନେଇ ନିର୍ମାଣାଧୀନ ଗୃହ, ଯାନବାହନକୁ ଶେଷ ସ୍ପର୍ଶ ଦେବେ । ଆଧ୍ୟାତ୍ମିକ କାମରୁ ଆଜିର ଦିନଟି ଆରମ୍ଭ ହେବ । ଆପନ ଟିକେ ଅଧିକ ପରିଶ୍ରମ ବି କରନ୍ତି । ଆଗକୁ ସରକାରୀ ସ୍ତରରେ ବିଶେଷ ଲାଭବାନ୍ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

 ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 ଗୃହିଣୀ- ସୁଖୀ ହେବେ ।

ସିଂହ – ପରିବାରର ଅଶାନ୍ତି ପୂର୍ବପରି ଲାଗି ରହୁଥିବା ହେତୁ କାମଗୁଡିକ ଠିକ୍ ଭାବେ ନ ହୋଇପାରେ । ଦିନଟି ଶୁଭରେ କଟିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ମହିଳାମାନେ ଧର୍ମ ପରାୟଣ ହେବେ । ଛାତ୍ରଛାତ୍ରୀମାନେ ପାଠପଢାରେ ମନ ଦେବେ । । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ସ୍ୱାସ୍ଥ୍ୟବସ୍ଥା କ୍ରମଶଃ ଭଲ ଦିଗଜୁ ଗତି କରିବାକୁ ଆଶ୍ୱସ୍ତି ଲାଭ କରିବେ । ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସି ହୋଇଯିବ । ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ ତଥାପି ବୁଝିଲା ଭଳି କାମ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

 ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – ଅଫିସ କାର୍ଯ୍ୟ ଗୁଡିକ ତ୍ୱରାନ୍ୱିତ ହେବ ଏବଂ ପୂର୍ବ ସମସ୍ୟା ଦୂରେଇ ଯିବ । ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ । ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତି ସହ ପ୍ରତିଷ୍ଠା ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

 ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା –  ନିକଟ ସମ୍ପର୍କୀୟଙ୍କ ଅନାଦର ଭାବକୁ ନେଇ ବିଭିନ୍ନ ପ୍ରକାର ଚିନ୍ତା ଲାଗି ରହିବ । ବିଭିନ୍ନ ପ୍ରକାର ରୁଚିବିରୁଦ୍ଧ କାର୍ଯ୍ୟ ମାନସିକ ଅସ୍ଥିରତା ସୃଷ୍ଟି କରିବ। ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣା ଅଶାନ୍ତିର କାରଣ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ବନ୍ଧୁଙ୍କ ଦ୍ୱାରା ପ୍ରଶଂସା, ଆତ୍ମୀୟଙ୍କ ଅନୁରାଗ, ପଡୋଶୀଙ୍କ ସ୍ନେହ ଓ ଶ୍ରଦ୍ଧା ପାଇବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । କିଛି ଗୁପ୍ତକଥା , କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

 ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ଧାର୍ମିକ ହେବେ ।

ମକର – ବୃତ୍ତି,ବାନିଜ୍ୟ, ଆଲୋଚନା, ଆନୁଷ୍ଠାନିକ କାମ କେତେକାଂଶରେ ସନ୍ତୋଷଜନକ ନ ହୋଇପାରେ । ଆପଣ ଖର୍ଚ୍ଚାନ୍ତ ହେବେ ସିନା ଆଜି କୌଣସି କାମ ଅଟକିବ ନାହିଁ । ମାଲିମୋକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ଅସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ଆର୍ଥିକ ଦୁରବସ୍ଥା କାରଣରୁ କେତେକ କାମ ଅଟକି ରହିଯିବ । ଆଜି ଯାହା କରନ୍ତୁ କିମ୍ବା ଯୁଆଡେ ଯାଆନ୍ତୁନା କାହିଁକି ଲାଭବାନ୍ ନିଶ୍ଚିତ ହେବେ । ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ, ଏଣୁ ସତର୍କ ରହିବା ଭଲ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

 ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ଆନୁଷ୍ଠାନିକ କାମ କିମ୍ବା ସାସ୍କୃତିକ ଅନୁଷ୍ଠାନକୁ ଆମନ୍ତ୍ରିତ ହୋଇପାରନ୍ତି । ଆପଣ କୌଣସି କ୍ଷେତ୍ରରେ ନିରାଶ ହେବେ ନାହିଁ ଏବଂ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପୂରଣ ହୋଇପାରିବ । ଆଲୋଚନା ଅନୁଯାୟୀ କାମଗୁଡିକ ସବୁ ଠିକ୍ ଠାକ୍ ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

 ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

 ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.