ଜୁନ୍‌ ୦୬ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 06, 2022 IST

ମେଷ– ଆଜି ବନ୍ଧୁମାନଙ୍କ ଗହଳ ଚହଳ ମଧ୍ୟରେ ବ୍ୟସ୍ତତା ଅନୁଭବ କରିପାରନ୍ତି । ଜଣେ ବନ୍ଧୁଙ୍କ ବିଚାରହୀନ ମନ୍ତବ୍ୟକୁ କେନ୍ଦ୍ର କରି ପରିବାରରେ ଝଗଡା ଲାଗିପାରେ । ଏକ ନିର୍ଦ୍ଦିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ ।ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଗ୍ରହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ପୂର୍ବ ଯୋଜନା ଭଣ୍ଡୁର ଆଶଙ୍କାରେ ମାନସିକ ଅସ୍ଥିରତା ସୃଷ୍ଟି ହେବ । ଅର୍ଥନୈତିକ କାର୍ଯ୍ୟକ୍ରମ, ଆଲୋଚନାଚକ୍ର, ସଭାସମିତି, ଆମଦାନୀ, କଳା କାରିଗରି କ୍ଷେତ୍ରରେ ସଫଳତା ପାଇବେ । ପରିବାରରେ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖା ଦେଇପାରେ । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୧ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବ- ଟ୍ରାନସ୍‌ଫର ହୋଇପାରେ ।
ଛାତ୍ରଛାତ୍ରୀ- ସଠିକ୍ ନିର୍ଣ୍ଣୟ ନେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି ।

ମିଥୁନ – ବିବାଦିୟ ପରିସ୍ଥିତି, ମାଲିମୋକଦ୍ଦମା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ । ସାହାର୍ଯ୍ୟ ଓ ସମର୍ଥନ ପାଇଲେ ମଧ୍ୟ କାମ ସକାଶେ ହନ୍ତସନ୍ତ ହେବାକୁ ପଡିବ । କେତେକ କାମ ସକାଶେ ବହୁତ ଅର୍ଥବ୍ୟୟର ସମ୍ଭାବନା ରହିଛି ।ଶୁଭ ରଙ୍ଗଧଳା । ଶୁଭ ଅଙ୍କ ୪ ।
ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଗ୍ରହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ସାଧାରଣ କଥାକୁ କେନ୍ଦ୍ର କରି ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଆଜି କାର୍ଯ୍ୟ ସିଦ୍ଧି, ଅର୍ଥ ଲାଭ , କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେତୁ ଖୁସି ରହିବେ । ପାରିବାରିକ କ୍ଷେତ୍ର, ଲୋକ ସମ୍ପର୍କ, ଆନୁଷ୍ଠାନିକ କାମ ସକାଶେ ପ୍ରତିକୂଳ ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଯଶ ଅର୍ଜନ କରିବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆର୍ôଥକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ ।

ସିଂହ – ପରିବହନ, ଯାନବାହନ, ପ୍ରଶାସନ ଓ ପ୍ରଶାସନିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିବ । ବନ୍ଧୁଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତିରୁ ଆଶ୍ୱସ୍ତି ଲଭିବେ । ଆଜି ପଦସ୍ଥବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାବ, ଉଚ୍ଚ ପଦପଦବୀ ପ୍ରାପ୍ତି ଓ ବୈଷୟିକ ସୁଖ, ସମୃଦ୍ଧି ଦିଗରେ ଅନୁକୂଳତା ସୃଷ୍ଟି ହେବ । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ଆଇନ ଓ ଆଧ୍ୟାତ୍ମିକତାର ଗ୍ରହ ଶନି ରାଜନୀତି, ଅଦାଲତ, ଗଣତନ୍ତ୍ର, ସଂଗଠନ ଓ ସତ୍ ସଙ୍ଗ କ୍ଷେତ୍ରକୁ ରୁଦ୍ଧିମନ୍ତ କରିବେ । ସାହିତ୍ୟ, କଳା,କ୍ରୀଡା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି । ସାମାଜିକ ଆନୁଷ୍ଠାନରେ କିମ୍ବା ଧର୍ମକାର୍ଯ୍ୟରେ ଅର୍ଥବ୍ୟୟ କରି ଖୁସି ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ ।
ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।
ରୋଗୀ- ସୁସ୍ୱାଦୁ ଭୋଜନ ମିଳିବ ।
ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।

ତୁଳା –ଜମିଜମା, ଗୃହସିମା, ନିର୍ମାଣ, କୋର୍ଟକଚେରି କ୍ଷେତ୍ରରେ ସଂକଟ ସୃଷ୍ଟି ହେବ । ବନ୍ଧୁଙ୍କ ମନ୍ତବ୍ୟରେ ଭିନ୍ନତା ହେତୁ କୌଣସି କଥାର ମୀମାଂସା ହୋଇପାରିବ ନାହିଁ । ବନ୍ଧୁଙ ଦ୍ୱାରା ଆହୂତ ହୋଇ କୌଣସି ମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗଧଳା । ଶୁଭ ଅଙ୍କ ୧ ।
ଚାଷୀ- ସତର୍କରେ ଚାଳନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

ବିଛା – ଆଜି ବିକ୍ଷିପ୍ତ ଓ ବିବାଦୀୟ ଚିନ୍ତାଧାରା କାମକୁ ବିଶୃଙ୍ଖଳିତ କରିପାରେ । ସମ୍ପର୍କୀୟମାନେ ପୁରାତନ କଥାକୁ କେନ୍ଦ୍ର କରି ଅସହ-ଯୋଗ କରିପାରନ୍ତି । ସଭାସମିତି, ସଂଗଠନ, ଗବେଷଣା ଓ ପ୍ରତିଯୋଗିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବ- ସୁ ସମ୍ବାଦ ପାଇବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ- ଧନ ବ୍ୟୟ ହେବ ।
ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।

ଧନୁ – ପାରିବାରିକ, ଅର୍ଥସମ୍ପର୍କ, ଯାନ୍ତ୍ରିକ ଜିନିଷର କାରବାର କ୍ଷେତ୍ରରେ ବିଳମ୍ବ ଘଟିପାରେ । ଆଜି ବୈଷୟିକ ସୁଖ, ସମୃଦ୍ଧି ସଙ୍ଗକୁ ଅର୍ଥନୈତିକ ଅଭିବୃଦ୍ଧି ଓ ସାମାଜିକ କ୍ଷେତ୍ରରୁ ସମ୍ମାନ ଲଭିବେ । ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ବିଗତ ଦିନର କୌଣସି ଘଟଣା ସକାଶେ ଟେନ୍ ସନ୍ ବଢିପାରେ । ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । ପାରିବାରିକ କ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍ ହେବନି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କୁମ୍ଭ – ଅର୍ଥ ଓ ସମ୍ମାନ ମିଳିବା ସଙ୍ଗକୁ ବ୍ୟବସାୟିକ ଉନ୍ନତି ମଧ୍ୟ କରିବେ । ପ୍ରତ୍ୟେକ ପରିସ୍ଥିତିକୁ ସହନଶିଳତାର ସହ ସାମନା କରିବାର ଧୈର୍ଯ୍ୟ ହାସଲ କରିବେ । ଅର୍ଥ ସଂକଟ ଦୂର ହେବଉା ସଙ୍ଗକୁ ଟେକ୍ନିକାଲ୍ କାମରେ ବିଶେହ ସୁବିଧା ପ୍ରାପ୍ତ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ – ପୂର୍ବ ରାଗକୁ ଶୁଝାଇବାକୁ ଯାଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ । ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସ୍ତ୍ରୀ ଙ୍କ ସୁସମ୍ପର୍କ ରହିବ ନାହିଁ । ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ମନୋରଞ୍ଜନ କାମରେ ୍େ‌ାଗ ଦେଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ନିସ୍ୱାର୍ଥ ପର ଭାବେ ସେବା କରିବେ ।
ବ୍ୟବସାୟୀ- ସଫଳତା ମିଳିବ ।
କର୍ମଜୀବ- ଟ୍ରାନସ୍‌ଫର ହୋଇପାରେ ।
ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ ।
ରୋଗୀ- ସୁସ୍ୱାଦୁ ଭୋଜନ ମିଳିବ ।
ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.