ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଜୁଲାଇ ୧୨ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

12/07/2022 at 7:04 AM

ମେଷ– କେତେକ କ୍ଷେତ୍ରରେ ନିଜ ଲୋକ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢାଇ ଦେବେ । ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ସାହିତ୍ୟ,କଳା,ସଂସ୍କୃତି,ସଂଗୀତ କ୍ଷେତ୍ରରେ ସଫଳତା ପାଇବେ । ଉଜ୍ଜ୍ୱଳ ଭବିଷ୍ୟତ କଳ୍ପନା କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ – କୌଣସି କାମ ହାସଲ କରିବା କ୍ଷେତ୍ରରେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ । ଉଦ୍‌ଯୋଗ ସିଦ୍ଧି ହେବ । କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି । ବହୁ ଦିନରୁ ଚାଲିଥିବା କାର୍ଯ୍ୟରେ ସଫଳତା ପାଇବେ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୫ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ -ଅଟକି ରହିଥିବା କାର୍ଯ୍ୟ ଆକସ୍ମିକ ଭାବେ ଆଜି ସମାଧାନ ହୋଇଯିବାରୁ ମନ ଖୁସି ରହିବ ନାହିଁ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ବିବାଦରେ ଜିତାପଟ ନେବେ । ସାହିତ୍ୟ,କଳା,ସଂସ୍କୃତି, ସଂଗୀତ କ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ ।ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୪ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- କୀର୍ତ୍ତି ସ୍ତମ୍ବ ସ୍ଥାପନ କରିବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କର୍କଟ–କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ନୂତନ ଯୋଜନା ପ୍ରସ୍ତୁତ କରିବେ ।ବ୍ୟବସାୟରେ ଉନ୍ନତି ହେବ । ବିବାଦରେ ବିଜୟୀ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି । ନିର୍ଦ୍ଦିଷ୍ଟ ଦିଗରୁ ଧନ ପ୍ରାପ୍ତି ହେବ । ଜୀବନବୀମାରେ ଆଗେଇ ଯିବେ । ମହିଳାମାନେ କାର୍ଯ୍ୟରେ ସଫଳ ହେବେ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୮ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ସୁଖୀ ହେବେ ।

ସିଂହ – ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ । କର୍ମକ୍ଷେତ୍ରରେ ଅଗ୍ରଗତି କରିବେ । ବ୍ୟବସାୟରେ ଉନ୍ନତି ହେବ । ପ୍ରଶାସନ,ଶିକ୍ଷା, ଶିଳ୍ପ,ପରିବହନ କ୍ଷେତ୍ରରେ ସଫଳତା ପାଇବେ । ପଡୋଶୀମାନଙ୍କ ସମ୍ପର୍କ ଭଲ ରହିବ । ଆର୍ଥିକ ସ୍ଥିତି ବଳବାନ ହେବ । ଦିନଟି ଭଲରେ କଟିବ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୨ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କନ୍ୟା –ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି । ବହୁତ ଦିନରୁ ଥିବା କର୍ମ ଯୋଜନାରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି ହେବ । କେତେକ ସମସ୍ୟା ଜାତ ହେବ ସେସବୁକୁ ସମାଧାନ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଧାର୍ମିକ ହେବେ ।

ତୁଳା- କର୍ମକ୍ଷେତ୍ରରେ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବେ । ବ୍ୟବସାୟରେ ଉନ୍ନତି । ବିବାଦରେ ଜିତାପଟ ନେବେ । ନୂତନ ଯାଗାବାଡି ମିଳିବ । ମହିଳାମାନେ ଦେବାଦେବୀ ପୂଜାରେ ମନ ଦେବେ ।ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୩ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବିଛା – ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । କର୍ମକ୍ଷେତ୍ରରେ ସଫଳତା । ବ୍ୟବସାୟରେ ଉନ୍ନତି । ସାହିତ୍ୟ,କଳା, ସଂସ୍କୃତି, ବିଜ୍ଞାନ କ୍ଷେତ୍ରରେ ସଫଳତା । ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ଜ୍ଞାନ, ଗବେଷଣା ଦିଗରେ ସଫଳତା ପାଇବେ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୬ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ –ଅନ୍ୟ ମନସ୍କ ନ ରହି କିମ୍ବା ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍ ହେବ ନାହିଁ । ଉଦ୍‌ଯୋଗ ବଳରେ ର୍କର୍ମ ସିଦ୍ଧି ହେବ । ବ୍ୟବସାୟରେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ଉନ୍ନତି । ନୂତନ କାର୍ଯ୍ୟଭରା ଗ୍ରହଣ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ମକର – ପରିବାରରେ ଅତୀତ ଘଟଣାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଯାନ୍ତ୍ରିକ କ୍ଷେତ୍ରରେ ଅଗ୍ରଗତି କରିବେ । କମ୍ପ୍ୟୁଟର,ଇଣ୍ଟରନେଟ କ୍ଷେତ୍ରରେ ଲାଭବାନ୍ ହେବେ । ନୂତନ କାର୍ଯ୍ୟରେ ଅଗ୍ରଗତି କରିବେ । ବନ୍ଧୁ ମିଳନ ହେବ । ଆର୍ଥିକ କ୍ଷେତ୍ରରେ ସୁଧାର ଆସିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ – ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସା ଉଣା ହେବ ନାହିଁ ।କର୍ମକ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି ହେବ । ଆର୍ôଥକ କ୍ଷେତ୍ରରେ ଉନ୍ନତି ହେବ । ନୂତନ ଯାଗାବାଡି ଲାଭ ହେବ । ଆଇନ ଅଦାଲତରେ ସଫଳତା ପାଇବେ । ବାପା,ମାଆମାନେ ପିଲାମାନଙ୍କର ଉନ୍ନତି କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମୀନ – ଅଫିସରେ କିମ୍ବା ବନ୍ଧୁଙ୍କ ଗହଣରେ କିଛି ସମୟ କଟାଇ ପାରନ୍ତି ।ଉଦ୍‌ଯୋଗୀ ହେବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ସଫଳତା ପାଇବେ । ବନ୍ଧୁ ମିଳନ ହେବ । ଜ୍ଞାନ,ଗବେଷଣାରେ ଉନ୍ନତି ହେବ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

   Related Posts