ଅଗଷ୍ଟ ୦୮ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | August 08, 2022 IST

ମେ:~ ସାଧାରଣ କଥାକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ । ମିଳିମିଶି କାର୍ଯ୍ୟ କରିବାର ସୁଯୋଗ ପାଇବେ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~  ୬

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ:~ ପୂର୍ବ ଶତ୍ରୁତା କାରଣରୁ ସାଧାରଣ କଥାରୁ ପଡୋଶୀ କେହି ପ୍ରତିବାଦର ସ୍ୱର ଉଠାଇ ପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ଆୟ ଆଶାନୁରୂପ ହେବ ଥଣ୍ଡା କଫରେ ପୀଡିତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି ।

ଶୁଭ ରଙ୍ଗ:~  ଧଳା, ଶୁଭ ଅଙ୍କ:~  ୨

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

କର୍ମଜୀବି- ଅର୍ଥ ହାନୀ ହେବ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ମିଥୁନ:~ ବନ୍ଧୁଙ୍କ ସହ-ଯୋଗ ଲାଭ କରି କାମ ତ୍ୱରାନ୍ୱିତ କରିପାରିବେ । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଅଧିକ ପରିଶ୍ରମର ସମ୍ମୁଖୀନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ ।

ଶୁଭ ରଙ୍ଗ:~  ୟେଲୋ, ଶୁଭଅଙ୍କ:~ ୯

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ:~ ନୂତନ ବସ୍ତ୍ର, ଯାନବାହନ, ଯାନ୍ତ୍ରିକ ଜିନିଷ, ଉପହାର ଉପଢୌକନ ଲାଭ ଯୋଗ ରହିଛି । ଆୟ ବୃଦ୍ଧି ଘଟିବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । କୁଳଦୀପକ ହେବେ । ମନପ୍ରସନ୍ନ ରହିବ । ଶରିରୀ ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~  ୫

ଗୃହିଣୀ- ସୁଖ ଅନୁଭବ କରିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

କର୍ମଜୀବି- ସମ୍ମାନିତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ସିଂହ:~ ପ୍ରତ୍ୟେକ କ୍ଷେତ୍ରରେ କୌଶଳ ପ୍ରୟୋଗ କରି କାମ ହାସଲରେ ସମର୍ଥ ହେବେ । ମିଳିଥିବା ସାହାର୍ଯ୍ୟର ଯଥାର୍ଥ ଉପଯୋଗ କରିବେ ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ ବିଳାସରେ ଅତିବାହିତ ହେବ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୭

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା:~ ଘରୋଇ କ୍ଷେତ୍ରରେ ନିଜର ଲୋକମାନେ ଅଯଥା ସମସ୍ୟା ସୃଷ୍ଟି କରିପାରନ୍ତି । ବାତାବରଣ ଅନୁକୂଳ ରହିବ । ମିତ୍ରତା ବୃଦ୍ଧି ପାଇବ । କାର୍ଯ୍ୟରେ ସଫଳତା ପାଇବାକୁ ହେଲେ ଈର୍ଷା ସମ୍ବରଣ କରିବାକୁ ପଡିବ । ସ୍ୱାଭିମାନୀ ହେବେ।

ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୩

ଗୃହିଣୀ- ସୁଖଭାରା ଦିନଟି ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା:~ ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ସୁସ୍ଥ ନିରାମୟ ରହିବେ । ନିରୁତ୍ସାହୀ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସେବା ମନୋବୃତ୍ତି ଗ୍ରହଣ କରିପାରନ୍ତି ।

ଶୁଭ ରଙ୍ଗ:~ ମେରୁନ, ଶୁଭ ଅଙ୍କ:~  ୭

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବିଛା:~ କର୍ମକ୍ଷେତ୍ରରେ ଟେନସନ୍ କମିଯିବ । ସହମତିରେ କାମ କଲେ ଉପକାର ପାଇବେ । ଶାନ୍ତି ଓ ସନ୍ତୋଷ ମିଳିବ । ସମ୍ମାନକୁ ଜଗି ଚଳିବାକୁ ପଡିବ। ଭାଇମାନଙ୍କ ଉପରେ ସ୍ନେହ,ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି ।

ଶୁଭ ରଙ୍ଗ:~  ପିଙ୍କ୍, ଶୁଭଅଙ୍କ:~  ୧ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ଧନୁ:~ ସହମତିରେ କାମ କଲେ ଉପକାର ପାଇବେ । ବ୍ୟବସାୟରେ କାରବାର ବୃଦ୍ଧି ହୋଇପାରେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଆପଣଙ୍କର ସପକ୍ଷରେ ଲଟେରିର ଫଳାଫଳ ଯାଇପାରେ।

ଶୁଭ ରଙ୍ଗ:~  ୟେଲୋ, ଶୁଭ ଅଙ୍କ:~  ୮ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର:~ କାରବାରରେ ପ୍ରତି ବନ୍ଧକ ସୃଷ୍ଟି ହୋଇପାରେ । ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ପାଇପାରନ୍ତି । ମନୋବଳ ଦୃଢ ରହିବ । ଉଦାର ପ୍ରକୃତିର ହୋଇପାରନ୍ତି। ଦାନଧର୍ମକୁ ଶ୍ରେୟ ମଣିବେ । କୃଷି କର୍ମକାରୀ ଓ ବୁଦ୍ଧିମାନ୍ ହେବେ ।

ଶୁଭ ରଙ୍ଗ:~  ଧଳା, ଶୁଭ ଅଙ୍କ:~  ୨ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଚାଷୀ- ଶ୍ରମ ସାର୍ଥକ ହେବ ।

କୁମ୍ଭ:~ ଭୁଲ୍ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ । ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ। ମନରେ ଉଦ୍ୱେଗ ଜାତ ହେବ। ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି ।

ଶୁଭ ରଙ୍ଗ:~  ବ୍ରାଉନ୍, ଶୁଭ ଅଙ୍କ:~  ୪ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖୀ ହେବେ ।

ମୀନ:~ କଳା, ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମ, ମହୋତ୍ସବରେ ନିଜକୁ ସାମିଲ୍ କରିପାରନ୍ତି । ମୋହରେ ପଡି ଅପଦସ୍ତ ହୋଇପାରନ୍ତି। ସୁଖ-ସମ୍ମାନ ମିଳିପାରେ । ଭାଗ୍ୟଶାଳୀ ହେବେ । ପର ଦେଶବାସୀ ,ମଧୁରଭାଷୀ,ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ହୋଇପାରନ୍ତି ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୫

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- କରତ୍‌କର୍ମା ହେବେ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.