ଅଗଷ୍ଟ ୧୦ ତାରିଖ, ବୁଧବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | August 10, 2022 IST

ମେଷ–ଦୀର୍ଘ ସନୟ ଗୋଟିଏ ସ୍ଥାନରେ ଅଟକି ରହୁ ଓ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ବନ୍ଧୁ ସହାୟତାରୁ ଉପକୃତ ହେବେ । ସ୍ୱଚ୍ଛ ଆୟର ସୂଚନା ମିଳୁଛି । ବ୍ୟବସାୟ ସୁରୁଖୁରୁରେ ଚାଲିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବୃଷ – କଚେରି ମାମଲା ମନ୍ଥର ହୋଇପାରେ, ଏଣୁ ଚିନ୍ତିତ ରହିପାରନ୍ତି । ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ ।କାର୍ଯ୍ୟ ସହଜ ସୁଲଭ ହେବ । କୁଳ ଉଦ୍ଧାରକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ଭାବ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମିଥୁନ – ସତର୍କ ରହିବା ଭଲ ହେବ । ଆର୍ଥିକ ଅନଟନ ଓ ପାରିବାରିକ ଦୁଶ୍ଚିନ୍ତା ମାନସିକ ଅଶାନ୍ତି ସୃଷ୍ଟି କରିବ ।କାର୍ଯ୍ୟକୁ ଶୃଙ୍ଖଳିତ କରିପାରନ୍ତି । ଭ୍ରମଣରୁ ସୁଫଳ ମିଳିବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସ-ବ୍ୟସନରେ କଟାଇ ପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ- ଶାରୀରିକ ଅସୁସ୍ଥତା କାମକୁ ବିଳମ୍ବିତ କରିବ । ସ୍ତ୍ରୀଙ୍କ ଆଚରନ ମନକୁ କଷ୍ଟ ଦେଇପାରେ ।ପାରିବାରିକ ଅଶାନ୍ତି ଦେଖାଦେଇ ପାରେ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରୁମାନଙ୍କ ଉପରେ ନଜର ରଖିବାକୁ ପଡିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – କର୍ମକ୍ଷେତ୍ରର ପାରିପାଶ୍ୱିର୍କ ପରିସ୍ଥିତି ଭଲ ରହିବ ।ଅନ୍ୟମନସ୍କ ହେଲେ କ୍ଷତିଗ୍ରସ୍ତ ହେବେ । ମିତ୍ର ଲାଭର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

କନ୍ୟା – ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଭଲ ଲାଭ ପାଇବ । କାର୍ଯ୍ୟଦକ୍ଷତା ହେତୁ ମହିଳାମାନେ ପ୍ରଶଂସିତ ହେବେ ।ଅଭାବ ଦୂର ହେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । କେବଳ ସାମାନ୍ୟ ଚକ୍ଷୁପୀଡା ଅନୁଭବ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା – ଗୋଟିଏ ସ୍ଥାନରେ ଜିନିଷ କିମ୍ବା କାଗଜପତ୍ର ରଖି ଦେଇ ବ୍ୟସ୍ତ ହେବେ ।କାର୍ଯ୍ୟ କରିବାକୁ ହେଲେ ପୂର୍ବରୁ ପରାମର୍ଶ ଗ୍ରହଣ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ବିଛା – ସ୍ନାୟୁବିକ ଦୁର୍ବଳତା କାରଣରୁ ଆଣଣ୍ଠୁ ଠାରୁ ଗୋଡ ତଳକୁ ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରିବେ ।କଳହ ଠାରୁ ଦୂରେଇ ରହିବାକୁ ପଡିବ । ଉଦାର ପ୍ରକୃତିର ହେବେ । ଦାମ ଧର୍ମକୁ ଆପଣେଇ ନେବେ । ସୁଖ ଭୋଗୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ – ଅଟକି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇପାରନ୍ତି ।କାର୍ଯ୍ୟ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହୋଇପାରନ୍ତି । ମିଷ୍ଟଭାଷୀ ହେବେ । ଥଣ୍ଡା କଫରେ ସାମାନ୍ୟ ପୀଡା ଅନୁଭବ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମକର – ମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ଆପଣଙ୍କ ବିଜୟଲାଭ ଆବଶ୍ୟମ୍ଭାବୀ ।ଧନଲାଭର ସୁଯୋଗ ଅଛି । ସ୍ୱାଧୀନ କିଛି ନ କରି ଅନ୍ୟର ସହାୟତା ନେଇ ପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ମିତ୍ର ସୁଖ ମିଳିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ -ଆଜିର ଯାତ୍ରା, ପ୍ରତିଯୋଗିତା, ପରିବାର ଓ କର୍ମକ୍ଷେତ୍ର ସକାଶେ ଦିନଟି ବହୁତ ଭଲ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ସାମାନ୍ୟ ଅଧିକ ହେବ । ବନ୍ଧୁ ଓ ସରକାରୀ ସହାୟତା ମିଳିବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ମୀନ – ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଆଧ୍ୟାତ୍ମିକ ସଭାସମିତି ରେ ପ୍ରଶଂସିତ ହେବେ ।ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ଚେଷ୍ଟିତ ହେବେ । ନେତ୍ର ପୀଡା ଉପୁଜି ପାରେ । ମଧୁରଭାଷୀ ହେବେ । ଧାର୍ମିକ ପ୍ରବୃତ୍ତିର ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.