ଅଗଷ୍ଟ ୧୪ ତାରିଖ, ରବିବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | August 14, 2022 IST

ମେଷ :~ନିକଟସ୍ଥ କୌଣସି ବ୍ୟକ୍ତି ବିଶେଷଙ୍କ ଭୁଲ୍ ବୁଝାମଣା ଆକସ୍ମିକ ବିବାଦ ସୃଷ୍ଟିର କାରଣ ହୋଇପାରେ। ଆଜିର ଗ୍ରହସ୍ଥିତି ଆପଣଙ୍କୁ ଉଚ୍ଚାସନ, ନୂତନ କର୍ମନିଯୁକ୍ତି, ଶୁଭ ଖବର ଏବଂ ଆତ୍ମୀୟଙ୍କ ଆଦର ଗୌରବ ପ୍ରାପ୍ତ କରାଇବ। ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂର ସ୍ଥାନକୁ ଯାତ୍ରା କରାଇବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୭

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

ବୃଷ:~ ଅଟକି ରହିଥିବା ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିବେ । ଦିନଟି ସବୁ ଦିଗରୁ ଶୁଭଫଳ ଦେବ । ବିଭିନ୍ନ ସ୍ତରରେ ପୂର୍ବରୁ ସମସ୍ୟା ରହିଥିଲେ ମଧ୍ୟ ପରିବାରର ସହମତିର କାମ କଲେ ଉପକୃତ ନିଶ୍ଚୟ ହେବେ। ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ।

ଶୁଭ ରଙ୍ଗ :~  ଧୂସର, ଶୁଭ ଅଙ୍କ :~  ୨

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ଅସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ମିଥୁନ :~ ଚାକିରି କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶୁକ୍ରଙ୍କ ଦ୍ୱାରା ସଂଘଟିତ ବିପରୀତ ରାଜଯୋଗ ପ୍ରଭାବରେ ଆରୋଗ୍ୟ ଲାଭ, ବନ୍ଧୁଙ୍କ ସ୍ନେହ, ଆଦର ଓ ବିଳାସ ଉପକରଣ ପାଇ ଖୁସି ହେବେ । ପାରିବାରିକ ବୁଝାମଣା ମାଧ୍ୟମରେ ସୁଖ ଶାନ୍ତି ଫେରି ଆସିବ।

ଶୁଭ ରଙ୍ଗ :~ କ୍ରୀମ୍, ଶୁଭ ଅଙ୍କ :~ ୧

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ।  

ଚାଷୀ- କୃଷି ବଶେଷଜ୍ଞଙ୍କ ପରାମର୍ଶ ନିଅନ୍ତୁ।

କର୍କଟ :~  ପାରିବାରିକ ଦିଗରୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ ଏବଂ ପ୍ରଚେଷ୍ଟା ମଧ୍ୟ କାମକୁ ଆସିବ ନାହିଁ । ଆଜି ଶ୍ରୀଚନ୍ଦ୍ର ଆପଣଙ୍କ ଉଚ୍ଚ ସମ୍ମାନ, କାର୍ଯ୍ୟସାଧନ, ମିତ୍ରତା ବୃଦ୍ଧି, ବିବାଦର ସମାଧାନ କରିବା ଦିଗରେ ସହାୟକ ହେବ। ନିଜ ରାଶିରେ ମଙ୍ଗଳ ଓ ସ୍ୱଗୃହାଭିମୁଖୀ ଚନ୍ଦ୍ର ଆପଣଙ୍କୁ ମାନସିକ ସୁସ୍ଥତା ପ୍ରଦାନ କରିବେ।

ଶୁଭ ରଙ୍ଗ :~ ୟେଲୋ, ଶୁଭ ଅଙ୍କ:~ ୫

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ।

କର୍ମଜୀବି- କର୍ମଚଞ୍ଚଳ ରହିବେ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ।

ରୋଗୀ-ସତର୍କତାର ଦିନ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ସିଂହ :~ ଆଗାମୀ ମାଙ୍ଗଳିକ କାମ ସକାଶେ ଗର ସାଜସଜ୍ଜାରେ କିମ୍ବା ମରାମତିରେ, ଜିନିଷପତ୍ର ସଂଗ୍ରହରେ ବ୍ୟସ୍ତ ରହିପାରନ୍ତି। ତୃତୀୟାଧିପତି ଦ୍ୱାଦଶସ୍ଥ ହେବାରୁ ସ୍ୱଜନ, ସମ୍ପର୍କୀୟ ଏବଂ ଭାଇ ବନ୍ଧୁ ପ୍ରମୁଖଙ୍କ ସୁସମ୍ପର୍କ ରହି ନ ପାରେ । ସାଧାରଣ କଥାକୁ କେନ୍ଦ୍ର କରି କିମ୍ବା ଅର୍ଥ ସମ୍ପର୍କକୁ ନେଇ ବାକ୍‌ଯୁଦ୍ଧ ଲାଗିବାର ଆଶଙ୍କା ରହିଛି ।

ଶୁଭ ରଙ୍ଗ :~  ଧଳା, ଶୁଭ ଅଙ୍କ :~  ୭

ଗୃହିଣୀ- ମାନସିକ ଶାନ୍ତି ପାଇବେ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି।

କର୍ମଜୀବି- ସହଯୋଗ ମିଳିବ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଚାଷୀ- ଉତ୍ତମ ଫଳ ପାଇବେ।

କନ୍ୟା :~ ଶାରୀରିକ ଅସୁସ୍ଥତା ରହିଥିଲେ ମଧ୍ୟ କେତେକ କାମ କରିବାକୁ ପଡିବ । ଆଜି ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ, କିନ୍ତୁ ଶୁକ୍ରଙ୍କ ଶୁଭତ୍ୱରୁ ନୂତନ ବସ୍ତ୍ରଭୂଷଣ ଓ ଧାତୁ ଅଳଙ୍କାର କ୍ରୟ କରିପାରନ୍ତି । ଆଶା ଓ ଅଭିଳାଷ ପୂରଣ ଦିଗରେ ବନ୍ଧୁମାନେ ସାହାଯ୍ୟ କରିବେ।

ଶୁଭ ରଙ୍ଗ:~ ସବୁଜ, ଶୁଭ ଅଙ୍କ:~ ୩

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ତୁଳା :~  ଆଶା କରୁଥିବା ଦିଗରୁ ସହକର୍ମୀ ମାନଙ୍କ ସାହାର୍ଯ୍ୟରେ ଅର୍ଥ ପାଇବେ । ସାଂସ୍କୃତିକ କାର୍ଯ୍ୟକ୍ରମରୁ କିମ୍ବା ଉଚ୍ଚସ୍ତରରୁ ଏପରି କି ସଭାସମିତିରୁ ସମ୍ମାନିତ ହେବେ । ବ୍ୟବସାୟ ଓ ପାରିବହନରେ ସଂକଟ ଦୂରେଇ ଯିବ କିନ୍ତୁ ଆଶାଜନକ ଲାଭ ନ ହୋଇପାରେ ।

ଶୁଭ ରଙ୍ଗ :~ ଧଳା, ଶୁଭ ଅଙ୍କ :~ ୮

ଚାଷୀ – ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ସୁଖ ଅନୁଭବ କରିବେ।

ବିଛା:~ ପରିବାରରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ କିନ୍ତୁ ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ମନ୍ଦ ନୁହେଁ । କର୍ମ ସ୍ଥାନରେ ରାହୁ ଓ ପାରିବାର ସ୍ଥାନରେ ଏକାଧିକ ଗ୍ରହଜନିତ କାରଣରୁ କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱ ଓ ପାରିବାରିକ ଅଶାନ୍ତି ସୃଷ୍ଟି ହେବ । ଶନିଙ୍କ ପ୍ରଭାବ ପାଇଁ ବହୁ କାର୍ଯ୍ୟ ବିଳମ୍ବରେ ହେବ।

ଶୁଭ ରଙ୍ଗ :~ ନାରଙ୍ଗୀ, ଶୁଭ ଅଙ୍କ :~ ୪

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- କ୍ଳାନ୍ତି ଅନୁଭବ କରିବେ।

ଧନୁ:~ ସମସ୍ୟା ଆସିଲେ ମଧ୍ୟ ତାହାର ସରଳ ସମାଧାନର ଉପାୟ ବାହାର କରିବାରେ ସଫଳ ହେବେ। ବ୍ୟବସାୟିକ କାରବାର ବୃଦ୍ଧି ପାଇବ ଏବଂ ଆର୍ଥିକସ୍ୱଚ୍ଛଳତା ଫେରି ପାଇବେ । ଆନୁଷ୍ଠାନିକ କ୍ଷେତ୍ର, ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଲାଭ ହୋଇପାରେ ।

ଶୁଭ ରଙ୍ଗ :~  କ୍ରୀମ୍, ଶୁଭ ଅଙ୍କ :~ ୭

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

ରୋଗୀ- ଅଳସୁଆ ଲାଗିପାରେ।

ଚାଷୀ- କ୍ଳାନ୍ତି ଅନୁଭବ କରିବେ।

ମକର:~ ଚେଷ୍ଟା କରୁଥିବା କାମରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବା ସହ ଯାହା ଆଶା କରୁଛନ୍ତି ତାହା ଅବଶ୍ୟ ପାଇବେ । ଯିଏ ଯେତେ ଶତ୍ରୁତା କରି ପ୍ରତିବନ୍ଧକ ସୃଷ୍ଟି କଲେ ମଧ୍ୟ ଆପଣଙ୍କର କୌଣସି କ୍ଷତି ହେବ ନାହିଁ।

ଶୁଭ ରଙ୍ଗ :~ ବ୍ରାଉନ୍, ଶୁଭ ଅଙ୍କ :~ ୨

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ।

ରୋଗୀ- ଅସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

କୁମ୍ଭ :~ ଆକସ୍ମିକ ଭାବେ ଉଚ୍ଚବର୍ଗଙ୍କ ସହାୟତା ପାଇବେ। ମୁଖ ଭାବରେ ଚନ୍ଦ୍ର ଥିବାରୁ ଆପଣଙ୍କ ମଧୁରବୋଳା, ମନଲୋଭା କଥାରେ ଅନ୍ୟମାନଙ୍କର ମନକୁ ସହଜରେ କିଣି ନେବେ। କୌଣସି କାମ ଅଟକିବ ନାହିଁ କିନ୍ତୁ ବ୍ୟବସାୟ ପରିବହନରେ କ୍ଷତି ହୋଇପାରେ।

ଶୁଭ ରଙ୍ଗ:~ ସବୁଜ, ଶୁଭ ଅଙ୍କ:~ ୪

ଚାଷୀ- ବିଶେଷଜ୍ଞଙ୍କ ଠାରୁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସଫଳତା ମିଳିବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ମୀନ:~ ଅନ୍ୟମାନଙ୍କ ଉପରେ ଅଭିମାନ କରି ସ୍ୱାସ୍ଥ୍ୟପ୍ରତି ଅବହେଳା କରିବା ହେତୁ ଅନୁତାପ କରିବାକୁ ପଡିପାରେ। ସଂଗଠନ, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପାରିବାରିକ ସମସ୍ୟା ରହିଥିଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କରିବେ।

ଶୁଭ ରଙ୍ଗ:~ହଳଦି, ଶୁଭ ଅଙ୍କ:~୬

ଗୃହିଣୀ- ସୁଖୀ ହେବେ।

ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ।

କର୍ମଜୀବି- ସମ୍ମାନ ପାଇବେ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ।

ରୋଗୀ- ସତର୍କତାର ଦିନ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.