ମେଷ:~ ଦୃଢ ପଦକ୍ଷେପ ନେଇ ସ୍ଥଗିତ କାମକୁ ସମ୍ପନ୍ନ କରିବାରେ ସମର୍ଥ ହେବେ। ପରର ଉପକାର କରି ନିଜେ କ୍ଷତିରେ ପଡିପାରନ୍ତି। ତଥାପି କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ। ମନ ପ୍ରସନ୍ନ ରହିବ। ଧର୍ମ ପରାୟଣ ହେବେ।
ଶୁଭ ରଙ୍ଗ ସବୁଜ, ଶୁଭ ଅଙ୍କ ୧
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ଔଷଧ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବୃଷ:~ ଅଫିସ୍ ରେ କୌଣସି ଅତ୍ୟାବଶ୍ୟକ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । କାର୍ଯ୍ୟରେ ଉନ୍ନତି ଘଟିବ । ଶତ୍ରୁକୁ ଦମନ କରି ଆଶ୍ୱସ୍ତ ହେବେ । ଭାଗ୍ୟଶାଳୀ ହେବେ । ପ୍ରବାସୀ, ସହନଶୀଳ, ମିଷ୍ଟଭାଷୀ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ ।
ଶୁଭ ରଙ୍ଗ କଫି, ଶୁଭ ଅଙ୍କ ୬
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ଜଳଯାତ୍ରା ମନା।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।
ମିଥୁନ :~ ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଉତ୍ତମ ହିତୈଷୀ ବନ୍ଧୁଙ୍କ ଦର୍ଶନ ମିଳିବ । ଶ୍ରୀଚନ୍ଦ୍ର ଭୋଗ ହେଉ ଥିବାରୁ ଉତ୍ତମ ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଶୁଭ ରଙ୍ଗ ୟେଲୋ, ଶୁଭ ଅଙ୍କ ୫
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ।
କର୍ମଜୀବି- ସମ୍ମାନିତ ହେବେ।
ବ୍ୟବସାୟୀ- ଅର୍ଥ ହାନୀ ହେବ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।
କର୍କଟ :~ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଲେ ମଧ୍ୟ ଆଜି କୌଣସି ଅସୁବିଧା ହେବ ନାହିଁ । ଖାଦ୍ୟ ପେୟରେ ତୃପ୍ତିଲାଭ କରିପାରନ୍ତି । ଧନକ୍ଷୟ ହେବାର ସମ୍ଭାବନା ଅଛି। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ ।
ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୯
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ।
କର୍ମଜୀବି- ସହଯୋଗ ମିଳିବ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।
ଚାଷୀ- କୃଷି ବିଶେଷଜ୍ଞଙ୍କ ପରାମର୍ଶ ନିଅନ୍ତୁ।
ସିଂହ:~ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ଆପାଣାଛାଏ ସମାଧାନ ହୋଇଯିବ। ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ସୁଶୀଳ ପତ୍ନୀର ସାହଚର୍ଯ୍ୟା ମିଳିବ।
ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୪
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ଔଷଧ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା :~ ସୁଯୋଗ ବିଭିନ୍ନ ଦିଗରୁ ଆସିବ ଏବଂ ଆବଶ୍ୟକତା ମଧ୍ୟ ପୂରଣ ହେବ । ଗୋଳମାଳ ଲାଗି ରହି ଥିବା କାର୍ଯ୍ୟର ସୁ-ସମାଧାନ କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । କୁଳ ଉଦ୍ଧାରକ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି ।
ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୭
ଗୃହିଣୀ- ସୁଖୀ ହେବେ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।
ରୋଗୀ- ଅସୁସ୍ଥ ଅନୁଭବ କରିବେ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।
ତୁଳା :~ ବାଣିଜ୍ୟାରମ୍ଭ, ଶୁଭ କାର୍ଯ୍ୟ ସମ୍ପାଦନ , ସତ୍ସଙ୍ଗ ହେତୁ ଆନନ୍ଦ ଅନୁଭବ କରିବେ। ଦ୍ୱନ୍ଦ୍ୱରେ ପଡିଲେ ବି କାର୍ଯ୍ୟକୁ ଆଗେଇ ନେଇ ପାରନ୍ତି । ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ କରିବେ ।
ଶୁଭ ରଙ୍ଗ :~ ଗ୍ରୀନ୍, ଶୁଭ ଅଙ୍କ :~ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ଔଷଧ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।
ବ୍ୟବସାୟୀ- ବିଜୟୀ ହେବେ।
ଗୃହିଣୀ- ସଦିଚ୍ଛା ଭାବ ରହିବ।
ବିଛା :~ କର୍ମକ୍ଷେତ୍ରରେ ବିଚାରଧାରା ଭିନ୍ନ ହେବା କାରଣରୁ କାର୍ଯ୍ୟ ପଦ୍ଧତି ବିଶୃଙ୍ଖଳିତ ରହିବ । ଅପ୍ରିୟ ପରିସ୍ଥିତି ଉପୁଜି ପାରେ। ଶାରିରୀକ ପୀଡା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ।
କର୍ମଜୀବି- କରତ୍କର୍ମା ହେବେ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।
ଧନୁ :~ ସ୍ୱାସ୍ଥ୍ୟସମସ୍ୟା ଦେଖା ଦେଇପାରେ। କାର୍ଯ୍ୟରେ ସଫଳ ରୂପାୟନ କରି ପ୍ରଶଂସିତ ହେବେ। ମନ ପ୍ରସନ୍ନ ରହିବ। ବ୍ୟବସାୟ ଲାଭଜନକ ହେ । ସମାଜ ସେବାରେ ବ୍ରତୀ ହୋଇପାରନ୍ତି ।
ଶୁଭ ରଙ୍ଗ ପିଚ୍, ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ମକର :~ ପରୋକ୍ଷ ଶତ୍ରୁତା ହେତୁ କୌନସି ଦୀର୍ଘମିଆଦୀ କାମ ସକାଶେ ଚିନ୍ତିତ ରହିପାରନ୍ତି । ଧର୍ମ କାର୍ଯ୍ୟ ଗ୍ରହଣ କରି କୃତକାର୍ଯ୍ୟ ହୋଇପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁ ଯନ୍ତ୍ରଣା ଉପୁଜି ପାରେ
ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୨
ଗୃହିଣୀ- ମିତ୍ର ସୁଖ ପାଇବେ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।
କୁମ୍ଭ :~ ନୂତନ ଯୋଜନାକୁ ସାକାର କରିବାକୁ ଚେଷ୍ଟା କରିବେ। ଜନୈକା ମହିଳାଙ୍କ ଠାରୁ ପ୍ରେରଣା ମିଳିପାରେ। ସମ୍ମାନକୁ ଜଗି ଚଳିବାକୁ ପଡିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି।
ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~ ୫
ଚାଷୀ- ଶ୍ରମ ସାର୍ଥକ ହେବ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ।
ଗୃହିଣୀ- ପରକୁ ଆପଣାର କରିବେ।
ମୀନ :~ ଗ୍ରହମାନଙ୍କ କୁପ୍ରଭାବରେ ଆଜି ବିବାଦୀୟ ପରିସ୍ଥିତିରେ ଅପମାନିତ ହେବାକୁ ପଡିପାରେ । ବନ୍ଧୁ ସହ ଯୋଗ ମିଳିପାରେ । ବାଦ-ବିବାଦର ସାମ୍ନା କରିପାରନ୍ତି। ଉଦାର ସ୍ୱଭାବର ହେବେ । ଦାନଶୀଳ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି ।
ଶୁଭ ରଙ୍ଗ :~ ପିଙ୍କ୍, ଶୁଭ ଅଙ୍କ :~ ୭
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।
କର୍ମଜୀବି- ପ୍ରଶଂସିତ ହେବେ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ।
ଗୃହିଣୀ- ପରକୁ ଆପଣାର କରିବେ।