ସେପ୍ଟେମ୍ବର ୦୨ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 02, 2022 IST

ମେଷ:~ କ୍ରୀଡା,କଳା. ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାକୁ ସାମଧାନ କରିବାରେ ଯତ୍ନବାନ ହୋଇପାରନ୍ତି। ପୂର୍ବ ସଂକଳ୍ପିତ କାର୍ଯ୍ୟସାଧିତ ହେଲେ ମଧ୍ୟ ମାନସିକ ସ୍ଥିରତା ରହିବ ନାହିଁ। ବ୍ୟୟ ବୃଦ୍ଧି ଓ ଶତ୍ରୁତା ଜନିତ ବିଭିନ୍ନ ସମସ୍ୟା ମନକୁ ଭାରାକ୍ରାନ୍ତ କରି ରଖିବ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୨

ଗୃହିଣୀ- ପରକୁ ଆପଣାର କରିବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

କର୍ମଜୀବ- ସୁସମ୍ବାଦ ପାଇବେ।

ଛାତ୍ରଛାତ୍ରୀ- ଚିଡଚିଡା ହୋଇପାରନ୍ତି।

ରୋଗୀ- ଧନ ବ୍ୟୟ ହେବ।

ଚାଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

ବୃଷ:~ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେଲେ ମଧ୍ୟ ବିଜୟୀ ହେବେ। ବନ୍ଧୁଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। ଅତ୍ୟଧିକ କର୍ମଜଞ୍ଜାଳ ଜନିତ ମାନସିକ ଚାପ ବୃଦ୍ଧି ପାଇବ। ଅବହେଳିତ କାମ କିମ୍ବା ଋଣ ପରିଶୋଧଜନିତ କିଛି ଆକସ୍ମିକ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ।

ଶୁଭ ରଙ୍ଗ:~ ଗୋଲାପି, ଶୁଭ ଅଙ୍କ:~ ୪

ଚାଷୀ- ଆର୍ଥିକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ଧାର୍ମିକ ହେବେ।

ମିଥୁନ:~ ମନ ଭଲ ନ ଥିବା କାରଣରୁ ଆପଣଙ୍କ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ସମସ୍ୟା ଜାଲରେ ବାନ୍ଧି ହୋଇ ଅଟକି ରହିଥିବା କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ସରକାରୀ ସ୍ତରରୁ ଅର୍ଥ ସାହାର୍ଯ୍ୟ ପାଇବେ, ଯାହାକି କାମକୁ ତ୍ୱରାନ୍ୱିତ କରିବାରେ ସାହାଯ୍ୟ କରିବ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୭

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ।

ଛାତ୍ରଛାତ୍ରୀ- ସଠିକ୍ ନିର୍ଣ୍ଣୟ ନେବେ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

କର୍କଟ:~ ଆଜି ସବୁ କଥା କୁ ହାଲୁକା ଭାବେ ଗ୍ରହଣ କଲେ ମଧ୍ୟ କ୍ଷତିରେ ପଡିବେ ନାହିଁ। ସାମାଜିକ ପ୍ରତିଷ୍ଠା, ପାରିବାରିକ ସଦ୍ ଭାବ ଏବଂ ବିଶିଷ୍ଟ ବ୍ୟକ୍ତିମାନଙ୍କ ସଂସର୍ଗତା ଲାଭ କରିବେ। କଚେରି ମାମଲା, ଶିଳ୍ପ, ବ୍ୟବସାୟ ପରିବହନ, ପ୍ରକାଶନ, ସାମ୍ବାଦିକତା କ୍ଷେତ୍ରରେ ଆଶାତୀତ ସଫଳତା ହାସଲ ହେବ।

 ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୫

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ସିଂହ:~ ବିଦ୍ୟୁତ୍ ଉପକରଣ, ପୋଷାକ ବ୍ୟବସାୟ, ଶେୟାର ବଜାର, ପନିପରିବା ଦୋକାନୀ,ହୋଟେଲ ମାଲିକମାନେ ଖୁସି ରହିବେ। ପାରିବାରିକ କ୍ଷେତ୍ରରେ ସ୍ଥଗିତ କାର୍ଯ୍ୟ ସକାଶେ ମନରେ ଅସ୍ଥିରତା ସୃହ୍‌ଟି ହେବ। ସହକର୍ମୀଙ୍କ ସହମତି କିମ୍ବା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

 ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୯

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି:~ ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ:~ଅମାନିଆ ହୋଇପାରନ୍ତି।

ରୋଗୀ:~ସୁସ୍ଥ ହେବେ।

ଚାଷୀ:~ସରକାରଙ୍କ କୃପା ପ୍ରାପ୍ତ ହେବ।

କନ୍ୟା:~ ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାକୁ ମୁକୁଳି ଯାଇ ପାରନ୍ତି ।

ଆଜି ଆପଣଙ୍କର କାମଗୁଡିକ ଏବଂ ପାରିବାରିକ ସ୍ଥିତି ଶୃଙ୍ଖଳିତ ହୋଇ ନ ପାରେ ।

ଭୁଲ୍ ବୁଝାମଣା କାରଣରୁ କିମ୍ବା ସାଦାରନ କଥାରୁ ମତାନ୍ତର ସୃଷ୍ଟି ହୋଇପାରେ ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୧

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

ଗୃହିଣୀ- ସାଧୁ ସେବା ରେ ନିମଗ୍ନ ରହିବେ।

ତୁଳା:~ କୌଣସି ଖବର ପାଇ ବିସ୍ମିୟ ପ୍ରକାଶ କରିପାରନ୍ତି। ପ୍ରତ୍ୟେକ କାମରେ ସଫଳତା ପାଇଲେ ମଧ୍ୟ ତାହା ସରଳ ଓ ସହଜରେ ହେବା କଷ୍ଟକର ହୋଇପାରେ। ଆତ୍ମୀୟଙ୍କ ସମ୍ବନ୍ଧରେ କୌଣସି ଖବର ପାଇ ବିସ୍ମିତ ହୋଇପାରନ୍ତି।

ଶୁଭ ରଙ୍ଗ ନାରଙ୍ଗୀ, ଶୁଭ ଅଙ୍କ ୩

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।

କର୍ମଜୀବ- ଟ୍ରାସ୍‌ଫର ହୋଇପାରେ।

ଛାତ୍ରଛାତ୍ରୀ- ଅନ୍ୟ ଉପରେ ରାଗ ରଖିବେ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ।

ବିଛା:~ ଶିକ୍ଷା, ପରୀକ୍ଷା, ପ୍ରଶାସନିକ ଆଲୋଚନା, ଗଠନମୂଳକ କାମ, ଲେଖାପଢା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ। ବିବାଦ କିମ୍ବା ପ୍ରତିଦ୍ୱନ୍ଦ୍ୱିତା କଲେ ଓଲଟା ଫଳ ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସହ ଭୁଲ୍ ବୁଝାମଣା କାରଣରୁ ସୁଯୋଗ ହାତଛଡା ହୋଇପାରେ।

 ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୭

ଚାଷୀ:~ ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ:~ଆତ୍ମ ସନ୍ତୋଷ ଲାଭ କରିବେ।

ଛାତ୍ରଛାତ୍ରୀ:~ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ।

କର୍ମଜୀବି:~ଅର୍ଥ ହାନୀ ହେବ।

ବ୍ୟବସାୟୀ:~ଅର୍ଥ ହାନୀ ହେବ।

ଗୃହିଣୀ:~ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ଧନୁ:~ କର୍ମକ୍ଷେତ୍ରରେ ସତର୍କତା ରକ୍ଷା ନ କଲେ ବିଭିନ୍ନ ସମସ୍ୟା ଆସିପାରେ । କର୍ମକ୍ଷେତ୍ରରେ

ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ରହି ପାରନ୍ତି । ବାକ୍ ଅସଂଯମତା ଯୋଗୁ ବନ୍ଧୁମାନଙ୍କ ସହ

ସୁସମ୍ପର୍କ ବ୍ୟାହତ ହୋଇପାରେ।

ଶୁଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୪

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

କର୍ମଜୀବ- ସୁଯୋଗ ପ୍ରାପ୍ତ କରିବେ।

ଛାତ୍ରଛାତ୍ରୀ- ଅନ୍ୟ ଉପରେ ରାଗ ରଖିବେ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଚାଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

ମକର:~ ପରିବାରରେ ସନ୍ଦେହ ଓ ବୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ। ଆର୍ଥିକ ଅନଟନ ଓ କୌଣସି ବିବାଦୀୟ କଥା ପରିସ୍ଥିତିକୁ ସରଗରମ କରିପାରେ। ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୨

ଚାଷୀ- ଆର୍ଥିକକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ।

ରୋଗୀ- ସୁସ୍ୱାଦୁ ଭୋଜନ ମିଳିବ।

ଛାତ୍ରଛାତ୍ରୀ- ଯଶ ଅର୍ଜନ କରିବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

କୁମ୍ଭ:~ ସଭାସମିତି,ସାମ୍ବାଦିକତା, ମାମଲା ସାମାଧାନ ଓ ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁ ମିଳନ ଘଟିପାରେ। ସମ୍ପର୍କୀୟଙ୍କ ବିରୁଦ୍ଧାଚରଣଜନିତ ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜକୁ ଚଳେଇ ନେବାରେ ଅସମର୍ଥ ହେବେ। ନିଜ କାମ ପଛକୁ ପକାଇ ବନ୍ଧୁଙ୍କ ପାଇଁ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୯

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଅମାନିଆ ହୋଇପାରନ୍ତି।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ।

ମୀନ:~ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି। ପ୍ରତ୍ୟେକ ଦିଗରୁ ଭଲ ରହିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ମନକୁ ବିଚଳିତ କରିବ। ପାରିବାରିକ ସମସ୍ୟା ସମାଧାନ କରି ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, ବ୍ୟବସାୟ, ପରିବହନରେ ସଫଳତା ପାଇବେ।

ଶୁଭ ରଙ୍ଗ:~ ଶୁଭ ଅଙ୍କ:~ ୪

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ନିସ୍ୱାର୍ଥ ପର ଭାବେ ସେବା କରିବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.