ସେପ୍ଟେମ୍ବର ୨୬ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 26, 2022 IST

ମେଷ –ପ୍ରସିଦ୍ଧି ଓ ବନ୍ଧୁମିଳନର ସୁଯୋଗ ସୃଷ୍ଟି କରିବ । କିନ୍ତୁ ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ । ସକାଳୁ ସକାଳୁ ଅନ୍ୟମନସ୍କାତା ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଜଣେ ସହକର୍ମୀ ଆପଣଙ୍କ କାମଗୁଡିକୁ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାର ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବୀ- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଶ୍ରମ ସାର୍ଥକ ହେବ ।

ବୃଷ – କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ମନ୍ଦ ନୁହେଁ । ସମ୍ପର୍କୀୟଙ୍କ ସାହାଯ୍ୟ ଓ ସହଯୋଗ ପାଇ କାର୍ଯ୍ୟ ହାସଲ କରିବେ । ଯାତ୍ରା କାଳରେ ପରିସ୍ଥିତିବଶତଃ ଆତ୍ମୀୟଙ୍କ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ – ଈର୍ଷା ପରାୟଣ ବ୍ୟକ୍ତିମାନଙ୍କର ସମାଲୋଚନାର ପାତ୍ର ହୋଇାରନ୍ତି । ଘରର କେତେକ ଅକୁହା କଥା ବିଷୟରେ ଚିନ୍ତା କରି ମାନସିକ ସ୍ଥିତି ଭଲ ରହିବ ନ ପାରେ । ଜମିଜମା, କଳାକାରଖାନା, ହୋଟେଲ ଶିଳ୍ପ, ମନୋରଞ୍ଜନ, ଯାତ୍ରା ଓ ଭ୍ରମଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ପାରିବାରିକ ସମସ୍ୟା ସମାଧାନ ସହ ଅର୍ଥନୈତିକ ଅଭିବୃଦ୍ଧି ଘଟିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ପୋଖରୀ/ଗାଢିଆ କରି ଜଳସୟ କରନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – କାମଗୁଡିକ ଠିକ୍ ଭାବେ ସମ୍ପନ୍ନରେ ସାମାନ୍ୟ ବିଳମ୍ବ ଘଟିବ । କୌଣସି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟ ଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ । ପାରିବାରିକ ଓ ଲୋକ ସମର୍ଥନ ଆପଣଙ୍କ ପଛରେ ରହିଥିବା କାରଣରୁ ସମସ୍ୟା ମୁକ୍ତ ହେବେ । ବନ୍ଧୁଙ୍କ ଗହଣରେ ସକାଳୁ ଆନୁଷ୍ଠାନିକ କାମରେ ନିଜକୁ ମଜ୍ଜାଇ ରଖିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ସିଂହ – ଅର୍ଥପ୍ରାପ୍ତିରେ ସହାୟତା ପ୍ରଦାନ କରିବେ । ବିବାଦୀୟ ସ୍ଥିତି, କଚେରି ମାମଲା ଆଜିର ମୁଖ୍ୟ ସମସ୍ୟା ଯୋଗୁ ବିଶେଷ ଚିନ୍ତିତ ହୋଇାରନ୍ତି । ଆକସ୍ମିକ ଭାବରେ ଜଣେ ନୀଚଜାତିର ବ୍ୟକ୍ତିଙ୍କ ଅବଦାନ ଭୁଲିପାରିବେ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ଅନ୍ୟମାନଙ୍କ ଭଲ କରିବାକୁ ଯାଇ ଅଦସ୍ଥ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଏକକାର ଭଲ ରହିବ । ନିଜର ଆତ୍ମୀୟ ତଥା ସମଶ୍ରେଣୀୟ ବ୍ୟକ୍ତିମାନଙ୍କ ଈର୍ଷା ଓ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସ୍ଥଗିତ କାମଗୁଡିକ ଆଜି ସମ୍ପନ୍ନ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା – ଆଣ ଖର୍ଚ୍ଚାନ୍ତ ହୋଇ ଦୂରଯାତ୍ରା କରିବାକୁ ପଡିପାରେ । ଆତ୍ମୀୟମାନେ ଆପଣଙ୍କୁ ସମ୍ମୁଖରେ କିଛି ନ କହିଶ୍ଚାନ୍ତେ ସମାଲୋଚନା କରିପାରନ୍ତି । ଖର୍ଚ୍ଚ ପରିମାଣ ବଢିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଯାହା ଓ ଯେତିକି ପାଇବା କଥା , ସେଥିାଇଁ ଆଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।

ବ୍ୟବସାୟୀ- ବିଜୟୀ ହେବେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।

ଚାଷୀ- ଆଧୁନିକ ପଦ୍ଧତିର ଯନ୍ତ୍ରାପତି ବିଷୟରେ ଜ୍ଞାନ ନିଅନ୍ତୁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ଆଣ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ନିଜେ ହିଁ ନିଜ ସ୍ୱାସ୍ଥ୍ୟ ପାଇଁ ବାଧକ ସାଜିବେ । ଆଜି କୌଣସି ଗୁରୁତ୍ୱୂର୍ଣ୍ଣ କାର୍ଯ୍ୟରେ ସଫଳତା ପାଇବେ । କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢାଇ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।

ଧନୁ – ବ୍ୟବସାୟ ଓ ପରିବହନ କିନ୍ତୁ ଭଲରେ ଚାଲିବ । ଘରକୁ ବନ୍ଧୁ ଆସିପାରନ୍ତି । ଯାତ୍ରାରେ ଟେନସନ୍ ଲାଗି ରହିବ, କିନ୍ତୁ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲାରେ ସମର୍ଥ ହୋଇପାରନ୍ତି । ଅପ୍ରିୟ ସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିାଗୁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – ସନ୍ତାନଙ୍କ ସମସ୍ୟା ଆଜିର ମୁଖ୍ୟ ଚିନ୍ତାର ବିଷୟ ହୋଇପାରେ । ଏଣେ ଯାହା ସାଙ୍ଗରେ ଆଲୋଚନା କଲେ ମଧ୍ୟ ସାହାଯ୍ୟ କିମ୍ବା ସହାନୁଭୂତି ମଧ୍ୟ ପାଇବେ ନାହିଁ । ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିାରେ । ଶାସ୍ତ୍ରାନୁଶୀଳନ,କଳା ସାହିତ୍ୟ, ସଙ୍ଗୀତ ଚର୍ଚ୍ଚାରେ ଦିନଟିକୁ ଉପଭୋଗ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ  – ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରହିବା ପାଇଁ ସମର୍ଥ ହେବେ । ସକାଳୁ ସକାଳୁ ପ୍ରତିକ୍ଷିତ ଖବରଟି ବନ୍ଧୁଙ୍କ ନିକଟରୁ ପାଇ ଖୁସି ହେବେ । ପୁରୁଣା ସମ୍ପର୍କ, ଜମିଜମା, ଗାଡି ମୋଟରରୁ ଭଲ ଲାଭବାନ୍ ହୋଇପାରନ୍ତି । ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଶ୍ରମ ସାର୍ଥକ ହେବ ।

ମୀନ – ଅଫିସ୍ କାମରେ ରିଚାଳନାଗତ ସମସ୍ୟା ବୃଦ୍ଧି ପାଇପାରେ । ନୀଚ ସଂସର୍ଗରୁ ଦୁରେଇ ରହନ୍ତୁ, ନତୁବା ଆକସ୍ମିକ ଭାବେ ସମସ୍ୟା ନିୟନ୍ତ୍ରଣ ବାହାରକୁ ଚାଲିଯାଇପାରେ । ଆନୁଷ୍ଠାନିକ କାମରେ ଉତ୍ସର୍ଗୀକୃତ ମନୋଭାବ ନେଇ ପ୍ରଶଂସିତ ହେବେ । ପଡୋଶୀଙ୍କ ସହ ସୁସମ୍ପକ ସ୍ଥାନ ହିତକର ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉମ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.