ସେପ୍ଟେମ୍ବର ୨୯ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 29, 2022 IST

ମେଷ:~ ଅସାବଧାନତା କିମ୍ବା ଅନ୍ୟମନସ୍କତା ହେତୁ କୌଣସି ଜିନିଷ ହଜିଯାଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରା,ବନ୍ଧୁ ସମ୍ପର୍କ, ଆନୁଷ୍ଠାନିକ କ୍ଷେତ୍ର ବହୁତ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ଖୁସି ରହିବେ। ଘରର କେତେକ ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତପ୍ତର ରହିପାରନ୍ତି।

ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~ ୩

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ବୃଷ:~ ବିଭିନ୍ନ ପାରିବାରିକ ସମସ୍ୟାକୁ ନେଇ ମାନସିକ ସ୍ଥିତି ଠିକ୍ ରହିବ ନାହିଁ। କର୍ମକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ପାରିବାରିକ ସ୍ଥିତି ମନ୍ଦ ହେବନି କିନ୍ତୁ ସାମୟିକମତାନ୍ତର ଘଟିବ। ପରୀକ୍ଷା, ଅପରିଚିତଙ୍କ ସହ ସମ୍ପର୍କ ସ୍ଥାପନ, ବ୍ୟବସାୟିକ ଉତ୍କର୍ଷ, ବିବାଦୀୟ ପରିସ୍ଥିତିର ଶିଥିଳତାରୁ ଆଶ୍ୱସ୍ତି ମିଳିବ।

ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୭

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ମିଥୁନ:~ ବନ୍ଧୁଙ୍କ ପକ୍ଷପାତିତା କାରଣରୁ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ସ୍ନାୟବିକ ଦୁର୍ବଳତା, ପରୋକ୍ଷ ଶତ୍ରୁତା, ଧାରକରଜ ମନକୁ ମ୍ଳାନ କରି ଦେଇପାରେ। ଆଲୋଚନାକାଳରେ ବନ୍ଧୁଙ୍କ ନିକଟରେ ମନ କଥାକୁ ଲୁଚାଇ ରଖିପାରିବେ ନାହିଁ। ସରକାରୀକ୍ଷେତ୍ରରୁ ଲାଭର ଆଶା ମନକୁ ଉଲ୍ଲସିତ କରିବ।

ଶୁଭ ରଙ୍ଗ:~  ୟେଲୋ, ଶୁଭ ଅଙ୍କ:~ ୬

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୁଖୀ ହେବେ।

କର୍କଟ:~ କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟ ଚିନ୍ତା କରି ମାନସିକ ସ୍ଥିତି ଭଲ ରହିବନାହିଁ। ସ୍ୱତନ୍ତ୍ର ନିମନ୍ତ୍ରିତ ସଭାସମିତିରେ ବିଶିଷ୍ଟବ୍ୟକ୍ତିମାନଙ୍କ ସାମ୍ମିଧ୍ୟଲାଭର ସୁଯୋଗ ପାଇବେ।ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ଘରର ବରାଦ ଅନୁଯାୟୀ ବିଳାସ ଉପକରଣକିଣିପାରନ୍ତି।

ଶୁଭ ରଙ୍ଗ:~  ନୀଳ, ଶୁଭ ଅଙ୍କ:~  ୨

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ସିଂହ:~ ନୀଚ ସଂସର୍ଗରୁ ଦୁରେଇ ରହିବା ଭଲ, ଅନ୍ୟଥା ସମାଲୋଚିତ ହେବାକୁ ପଡିପାରେ।ଆଜି ବାଧ୍ୟବାଧକତାରେ କେତେକ କାମ କରିବାକୁ ପଡିପାରେ। ଯେତେ ଭଲ କାମ କଲେ ମଧ୍ୟଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ଦୂର ଯାତ୍ରା କରିବାର ସୂଚନା ରହିଛି। ଦୀର୍ଘ ଦିନରୁ ଚାହୁଁଥିବା ସୁଯୋଗ ହାତଛଡା ହୋଇପାରେ।

ଶୁଭ ରଙ୍ଗ:~  କଫି, ଶୁଭ ଅଙ୍କ:~  ୭

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

ରୋଗୀ- ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

କନ୍ୟା:~ ଆର୍ଥିକ ଦିଗଟି ଭଲ ରହିବ, କିନ୍ତୁ ବାଲି ଥିବା ଟଙ୍କା ଫେରିପାଇବେ ନାହିଁ।କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ନିଜର କୌଣସି କାର୍ଯ୍ୟ ସକାଶେ ଅନୁରୋଧକରିପାରନ୍ତି। ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ଅଭାବନୀୟ ପରିସ୍ଥିତି ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ।

ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୩

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ତୁଳା:~ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ ଯୋଗ ପାଇବେ। ସାମାଜିକସ୍ତରରେ ଜଟିଳତା କ୍ରମଶଃ ଦୂରେଇଯିବାର ଆଶା କରାଯାଇପାରେ। ପ୍ରତିଯୋଗିତାକ୍ଷେତ୍ରରେ ଶୀର୍ଷସ୍ଥାନରେ ରହି ବୁଦ୍ଧିଜୀବୀମାନଙ୍କ ପ୍ରଶଂସାଭାଜନ ହେବେ। ଶାରୀରିକ ଅସୁସ୍ଥତା ଲାଗି ରହିବା କାରଣରୁ ମନୋରଞ୍ଜନ ଉପଭୋଗ୍ୟ ନ ହୋଇପାରେ।

ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୧

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ବିଛା:~ ଧନାଧିପତି ରାଶିର ରହି ଅର୍ଥ ପ୍ରାପ୍ତିର ମାର୍ଗ ଦର୍ଶନ ସହ ବନ୍ଧୁବତ୍ସଳକରାଇବେ। କର୍ମକ୍ଷେତ୍ରରେ କିଛି ମନ୍ତବ୍ୟକୁ କେନ୍ଦ୍ର କରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷପ୍ରକାଶ କରିପାରନ୍ତି। ମାନସିକ ଦ୍ୱନ୍ଦ୍ୱ ଦୂରେଇଯିବ ଓ ଭାଙ୍ଗିପଡ଼ିଥିବା ସମ୍ପର୍କର ପୁନରୁଦ୍ଧାର କରିପାରିବେ।

ଶୁଭ ରଙ୍ଗ:~  ଗ୍ରୀନ୍, ଶୁଭ ଅଙ୍କ:~ ୯

ଗୃହିଣୀ- ଧାର୍ମିକ ହେବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍କୁ ହାତଛଡା କରନ୍ତୁ ନାହିଁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଚାଷୀ- ଶ୍ରମ ସାର୍ଥକ ହେବ।

ଧନୁ:~ ନିରପେକ୍ଷ ଚିନ୍ତା ଧାରା ଅନ୍ୟମାନଙ୍କୁ ନ ସୁହାଇବା କାରଣରୁ ପରୋକ୍ଷ ଭାବରେ ବିତର୍କର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତିପ୍ରକାଶ କରିବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି। ସାଙ୍ଗମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିପାରନ୍ତି।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୫

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ମକର:~ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ପାରିବାରିକ ଜୀବନ ପ୍ରତୀପ୍ରଦରହିବା ସହ ଲୋକ ସମ୍ପର୍କରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ ଏବଂ ସାହାଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ। ଭୁଲ୍ ବୁଝାମଣା କାରଣରୁ ଆତ୍ମୀୟମାନଙ୍କ ସହ ସମ୍ପର୍କ ହାନିଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୧

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

କୁମ୍ଭ:~ କୌଣସି ଆନୁଷ୍ଠାନିକ କାମ କିମ୍ବା କୌଣସି ଶୁଭ କାର୍ଯ୍ୟରେ ଯୋଗଦେଇପାରନ୍ତି। ସ୍ୱାସ୍ଥ୍ୟ ଯଦିଓ ଠିକ୍ ରହିବ ତଥାପି ଏଭୁତେଣୁ ଗୁଡାଏ କଥା ଭବିମାନସିକ ସ୍ଥିତି ଠିକ୍ ରହି ନ ପାରେ। ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି।

ଶୁଭ ରଙ୍ଗ:~  ଲାଲ୍, ଶୁଭ ଅଙ୍କ:~  ୮

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଅସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ମୀନ:~  ନିଜ ଲୋକମାନେ ବିରୁଦ୍ଧାଚରଣ କରିବା ସହ ଭ୍ରାତୃସମ୍ପର୍କ ମଧ୍ୟ ଭଲ ରହିବା ନାହିଁ । ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ ଏବଂ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିର କୌଣସିଅସୁବିଧା ରହିବ ନାହିଁ । ସଭାସମିତିରେ ସମ୍ମାନିତ ହେବେ ଏବଂ ଆନୁଷ୍ଠାନିକ କାମରେ ଦକ୍ଷତାବୃଦ୍ଧି ପାଇବ।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~  ୨

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ।

କର୍ମଜୀବି- ସହଯୋଗ ମିଳିବ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.