ଅକ୍ଟୋବର ୧୦ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 10, 2022 IST

ମେଷ:~ ପାରିବାରିକ ସମସ୍ୟା ସୁଧାରି ନେବା ସହ ଆବଶ୍ୟକତା ପୁରଣ କରିବା ପାଇଁ ବନ୍ଧୁଙ୍କୁଅନୁରୋଧ କରିପାରନ୍ତି। ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ହେତୁ କାମଗୁଡିକଅସମ୍ପୂର୍ଣ୍ଣ ରହିଯିବ। କର୍ମକ୍ଷେତ୍ର ଓ ବାଣିଜ୍ୟ ବ୍ୟବସାୟରେ ଅଗ୍ରଗତି କରିବେ। ନୂତନ ଯୋଜନା କାର୍ଯ୍ୟକାରୀ ଏବଂ ମାନସିକ ଖୁସି ଲାଭ ହେବ। ବିବାଦରେ ଜିତାପଟ ନେବେ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୭

ଚାଷୀ- ଶ୍ରମ ସାର୍ଥକ ହେବ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବୃଷ:~ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ। ଆଗାମୀଆନୁଷ୍ଠାନିକ କାର୍ଯ୍ୟ ପାଇଁ ଘର ସାଜସଜ୍ଜା ରେ ମଜ୍ଜି ରହିବେ। କାଳକ୍ଷେପଣ ନୀତିରେ କେତେକକାମକୁ ଅବହେଳା କରି ସମାଲୋଚିତ ହୋଇପାରନ୍ତି। ନୂତନ ଯୋଜନା କାର୍ଯ୍ୟକାରୀ ହେବ। ଉଜ୍ଜ୍ୱଳ ଭବିଷ୍ୟତ କଳ୍ପନା କରିବେ। ବ୍ୟବସାୟରେ ଉନ୍ନତି ହୋଇପାରେ।

ଶୁଭ ରଙ୍ଗ:~ ଗୋଲାପି, ଶୁଭ ଅଙ୍କ:~ ୩

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

ଗୃହିଣୀ- ଧାର୍ମିକ ହେବେ।

ମିଥୁନ:~ ବ୍ୟବସାୟିକ ସ୍ଥିତି ସୁଦୃଢ ରହିବ ଏବଂ ନୂତନ କାମ ହାତକୁ ନେଇପାରନ୍ତି। ପରିଶ୍ରମ ଜନିତ ପୁରାତନ ରୋଗର ପୀଡା ଅନୁଭବ ହୋଂପାରେ। ବନ୍ଧୁଙ୍କ ନିକଟରୁ କିଛିଲୋଭନୀୟ ପ୍ରତିଶ୍ରୁତି ପାଇ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ଆର୍ଥିକ ସ୍ଥିତିବଳବାନ ଓ ଉଦଯୋଗ ସିଦ୍ଧ ହେବ। ବ୍ୟବସାୟରେ ଅଗ୍ରଗତି ଏବଂ ନୂତନ ଯୋଜନା କାର୍ଯ୍ୟକାରୀ କରିବେ।

ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୬ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କର୍କଟ:~ ଆନୁଷ୍ଠାନିକ କାମ ସକାଶେ ବ୍ୟସ୍ତତା ପ୍ରକାଶ କରିବେ। ପାରିବାରିକ କ୍ଷେତ୍ରରେ ଠିକ୍ ବୁଝାମଣା ହେତୁ ପ୍ରତ୍ୟେକ କାର୍ଯ୍ୟ ଶୃଙ୍ଖଳିତ ରହିବ। କେତେକ ଆକସ୍ମିକ ପ୍ରତିବନ୍ଧକ କାରଣରୁ କାମ ହାସଲ କଷ୍ଟ କର ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। କଳା ସଂସ୍କୃତି କ୍ଷେତ୍ରରେ ଅଗ୍ରଗତି କରିବେ। ନୂତନ ପୋଷକ କିଣିବେ।

ଶୁଭ ରଙ୍ଗ:~ ଗ୍ରୀନ, ଶୁଭ ଅଙ୍କ:~ ୧

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ବିଜୟୀ ହେବେ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ସିଂହ:~ ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରନା ତୀବ୍ର ହୋଇପାରେ। ଶୁଭ ଖବର ପାଇ ଉଲ୍ଲସିତ ହେବେ ଏବଂ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବେ। ଉନ୍ନତ ମାନର କାର୍ଯ୍ୟ କରି, ଜ୍ଞାନ ଗବେଷଣା ଦିଗରେ ଅଗ୍ରଗତି କରିବେ। ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ। ରାଜନୀତିରେ ଅଗ୍ରଗତି ହୋଇପାରେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୯

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

କନ୍ୟା:~ ପୁରାତନ ରୋଗରୁ ପୀଡା ଅନୁଭବ କରିପାରନ୍ତି। ସଭାସମିତିରେ ବନ୍ଧୁଙ୍କଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଗଭୀର ଭାବରେ ଅନୁଧ୍ୟାନ କରି ନିଷ୍ପତ୍ତିଗ୍ରହଣ କରିବେ। ଭାବିଥିବା କାମର ଗତି ମଜଭୁତ ରହିବ। କିଛି ଲୋକଙ୍କର ଆପଣ ଉନ୍ନତି କରାଇବେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୪

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା:~ ଆତ୍ମୀୟସ୍ୱଜନ କିମ୍ବା ସହକର୍ମୀମାନଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। ସଭାସମିତି ରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତି କୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ନୂତନ କର୍ମ ଯୋଜନା ସ୍ଥିର କରିବେଏବଂ ସାହିତ୍ୟ କଳା ଏବଂ ଗବେଷଣା ଦିଗରେ ଅଗ୍ରଗତି କରିବେ। ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହେବ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୨

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ବିଛା:~ କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହି ନପାରେ। ଆଜିର ପ୍ରତ୍ୟୁଷ ଯାତ୍ରା ଆନନ୍ଦଦାୟକ ରହିବ ଓ ନୂତନ ମିତ୍ରତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଓବ୍ୟବସାୟରେ ଉନ୍ନତି ହେବ। କଳା କ୍ଷେତ୍ରରେ ଛାତ୍ରଛାତ୍ରୀମାନେ କୃତକାର୍ଯ୍ୟ କରିବେ।ନୂତନ ଦିଗରୁ ଧନ ପ୍ରାପ୍ତି ହେବାର ସୁଯୋଗ ଅଛି। ପାରିବାରିକ କ୍ଷେତ୍ରରେ ସହଯୋଗ ପାଇବେ।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୬

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ଧାର୍ମିକ ହେବେ।

ଧନୁ:~ ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହେବ। କୌଶଳପୂର୍ଣ୍ଣ କଥା କହିପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ଦିନଟି ଆପଣଙ୍କ ଲାଗି ଖୁସି ନେଇଆସିଛି। ଜୀବନସାଥୀଙ୍କ ସହଯୋଗରେ ଆପଣଙ୍କର ସବୁ କାମ ପୂରା ହେବ। ଚାକରି ସମ୍ବନ୍ଧରେ ଭଲଖବର ପାଇବେ। ଶିକ୍ଷଣୀୟ କାର୍ଯ୍ୟରେ ଆପଣଙ୍କର ମନ ଲାଗିବ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୧

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ଅସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ମକର:~ ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ ଜରିବେ।ସାଂଗଠନିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପୁରୁଣାଚିନ୍ତା ଭୁଲି ଆଗକୁ ବଢିବା ପାଇଁ ଭାବନ୍ତୁ। କାହାରିକୁ କୌଣସି କଥା ବୁଝାଇବାରେ ତ୍ରୁଟି ହୋଇପାରେ। କାରବାର ସମ୍ବନ୍ଧୀୟ ଯାତ୍ରା କରିବାକୁ ପଡିପାରେ।

ଶୁଭ ରଙ୍ଗ:~ ଆକାଶୀ, ଶୁଭ ଅଙ୍କ:~ ୭

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

କୁମ୍ଭ:~ କୌଣସି ଅତୀତ ଘଟଣା ପ୍ରତି ସିଂହାବଲୋକନ କରି ଅନୁତାପ କରିପାରନ୍ତି।ନିଜର ଦୂରଦୃଷ୍ଟି ଓ କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ହେତୁ ପାରିପାଶ୍ୱିର୍କ ପରିସ୍ଥିତି ଭଲରହିବ। ଆପଣଙ୍କ ଧ୍ୟନ ଆଧ୍ୟାତ୍ମିକ ଦିଗରେ ଅଧିକ ଲାଗି ରହିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍ ଆଲୋଚନା ଲାଭପ୍ରଦ ହୋଇପାରେ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୫

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।

ମୀନ:~ ଅର୍ଥ ସମ୍ପର୍କିତ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ। ଦିନଟି ଆପଣଙ୍କ ଲାଗି ଅନୁକୁଳ। ସଫଳତା ହାସଲକରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ରହିବ। ଗବେଷଣାରେ ନୂଆପରିଯୋଜନା ମିଳିବ।

ଶୁଭ ରଙ୍ଗ:~ ଗାଢ ଧଳା, ଶୁଭ ଅଙ୍କ:~ ୬

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ସୁଖୀ ହେବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.