ଅକ୍ଟୋବର ୧୭ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 17, 2022 IST

ମେଷ – ଦୀର୍ଘ ଦିନ ହେଲା ଯାହା ହୋଇପାରି ନ ଥିଲା ଆଜି ତାହା ହୋଇଯିବ। ଶେଷକରିବାକୁ ଭାବୁଥିବା କାମଟି ବିଭିନ୍ନ ସମସ୍ୟା ହେତୁ ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ପାରିବାରିକ ଅଶାନ୍ତି ମନ କୁ ଅସ୍ଥିର କରିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ।

ଶୁଭ ରଙ୍ଗ ଗ୍ରୀନ୍‌, ଶୁଭ ଅଙ୍କ ୨

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ପାଇବାକୁ ବ୍ୟାକୁଳତା ପ୍ରକାଶକରିବେ। ବିବାଦୀୟ ଘଟଣାରେ ଅଯଥା ବିଭିନ୍ନ ମନ୍ତବ୍ୟ ଦେଇ ପରୋକ୍ଷ ଶତ୍ରୁତା ସୃଷ୍ଟିକରିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନାକରିବା ଭଲ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ମନାନ୍ତର ଅବଶ୍ୟମ୍ଭାବୀ।

ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୯ ।

ଗୃହିଣୀ- ସୁଖଭାରା ଦିନଟି ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମିଥୁନ – ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରି ସଫଳ ହେବେ।ଆଜି ବନ୍ଧୁ ମିଳନ, ମନୋରଞ୍ଜନ, ଯାତ୍ରା ପ୍ରଭୃତି ପ୍ରୀତିଦାୟକ ରହିବ । ପରିବାରରସହମତିରେ କୌଣସି ନୂତନ କାର୍ଯ୍ୟରେ ହାତ ଦେଲେ କୃତକାର୍ଯ୍ୟ ହେବେ । ସ୍ୱାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି ।

ଶୁଭ ରଙ୍ଗ ନାରଙ୍ଗୀ, ଶୁଭ ଅଙ୍କ ୬

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ପରିବାରର ସଦସ୍ୟମାନଙ୍କ ଠାରୁ କିମ୍ବା ସହକର୍ମୀମାନଙ୍କ ତରଫରୁ ସମସ୍ୟା ଆସିପାରେ ।ଆଜି ଯାହା କରନ୍ତୁନା କାହିଁକି ଖର୍ଚ୍ଚାନ୍ତ ହେତୁ ମନସ୍ତାପ କରିବାକୁ ପଡିପାରେ । ଶନିଙ୍କ କୁପ୍ରଭାବ ରାଶି ଉପରେ ପଡୁଥିବାରୁ ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । ଅଧିକାଂଶ ସମୟ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।

ଶୁଭ ରଙ୍ଗ ନାଲି, ଶୁଭ ଅଙ୍କ ୧ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ – କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତକରିପାରେ । ପିଲାଙ୍କ ଅଭିଯୋଗକୁ ଅଣଦେଖା, ଅଶୁଣା କରିବା ଦ୍ୱାରା ଓଲଟା ଫଳପାଇବେ । କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ।କରଜଦାତାଙ୍କ ଚାପ ବୃଦ୍ଧି ପାଇବାକୁ ମାନସିକ ଭାରସାମ୍ୟ ହରାଇବେ।

ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୪

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ଆର୍ଥିକ ସମସ୍ୟା କ୍ଷେତ୍ରରେ ସମାଧାନର ପନ୍ଥା ବନ୍ଧୁଙ୍କ ପରାମର୍ଶରେ ଖୋଜି ପାଇବେ। ପରିବାରରେ ସ୍ତ୍ରୀଙ୍କ ସହେଯାଗରେ ଅଟକି ରହିଥିବା କାମଗୁଡିକ ତ୍ୱରାନ୍ୱିତ ହେବ ।ସାଂଗଠନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ।

ଶୁଭ ରଙ୍ଗ ପିଙ୍କ୍, ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ରୋଗୀ- ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୁଖଭାରା ଦିନଟି।

ତୁଳା – ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇ ପାରେ। ଆଜିର ନୂତନ କର୍ମାରମ୍ଭ କ୍ଷେତ୍ରରେ ପାରିବାରିକ ସମସର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ। ନିଜରଅବହେଳାଜନିତ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ବନ୍ଧୁଙ୍କ ସମ୍ପର୍କରେ କୌଣସି ଖବରପାଇ ବିସ୍ମୟ ପ୍ରକାଶ କରିବେ।

ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ବିଛା – ଏଣୁ ଗାଡିକୁ ପରଖି ନେବା ଭଲ ହେବ। ପ୍ରକାଶନ, ପ୍ରଶାସନ, ଯାନବାହନ,ସଭାସମିତି ତଥା ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। କୌଣସି ଆନୁଷ୍ଠାନିକ ଅଥବା ସାମାଜିକକାର୍ଯ୍ୟରେ ଯୋଗଦେବାକୁ ଆହ୍ୱାନ ଆସିପାରେ।

ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୭

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ପରିବାରରୁ ପୂର୍ଣ୍ଣ ସହ-ଯୋଗ ଲାଭ କରି କାମ ସମ୍ପନ୍ନ ହେବ। ସ୍ୱାସ୍ଥ୍ୟରେ ବିଶେଷଉନ୍ନତି ଘଟିବା କାରଣରୁ ମନ ପ୍ରଫୁଲ୍ଲିତ ହୋଇଯିବ। ଆଜିର କର୍ମକ୍ଷେତ୍ରରେ ପ୍ରତ୍ୟେକପରିସ୍ଥିତିରେ କାର୍ଯ୍ୟ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ। ମନ ଭିତରେ ଉଙ୍କିମାରୁଥିବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିପାରନ୍ତି।

ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୬

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ମକର – ଆଜି କୌଣସି ବ୍ୟକ୍ତି ଠାରୁ ହଠାତ୍ କୌଣସି ଖବର ପାଇ ବିଚଳିତ ବୋଧ କରିବେ। ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ କାରଣରୁ ମାନସିକ ଶାନ୍ତି ଭଲ ରହିବନାହିଁ। ପରିବାରର ସହମତିରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରିପାରନ୍ତି। କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି।

ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୧ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡିପାରନ୍ତି । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତହୋଇ ସତ୍ ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ପାରିବାରିକ କ୍ଷେତ୍ରରେଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ଦୈନନ୍ଦିନ ଜୀବନଯାତ୍ରାରେ ଛୋଟଘଟଣା ପ୍ରତି ଗୁରୁତ୍ୱ ଦେବା ଭଲ ହେବନି ।

ଶୁଭ ରଙ୍ଗ ବ୍ରାଉନ୍, ଶୁଭ ଅଙ୍କ ୪

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମୀନ -ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ବ୍ୟବସାୟକୁ ନୂତନ ରୂପ ଦେବା ପାଇଁ ଚିନ୍ତା କରିପାରନ୍ତି। ଆଜି ଆପଣ ନିଜ କାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି। ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡ଼ିବ।

ଶୁଭ ରଙ୍ଗ ଧଳା,  ଶୁଭ ଅଙ୍କ ୯

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରି ସଫଳ ହେବେ।ଆଜି ବନ୍ଧୁ ମିଳନ, ମନୋରଞ୍ଜନ, ଯାତ୍ରା ପ୍ରଭୃତି ପ୍ରୀତିଦାୟକ ରହିବ । ପରିବାରରସହମତିରେ କୌଣସି ନୂତନ କାର୍ଯ୍ୟରେ ହାତ ଦେଲେ କୃତକାର୍ଯ୍ୟ ହେବେ । ସ୍ୱାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି ।

ଶୁଭ ରଙ୍ଗ ନାରଙ୍ଗୀ, ଶୁଭ ଅଙ୍କ ୬

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ପରିବାରର ସଦସ୍ୟମାନଙ୍କ ଠାରୁ କିମ୍ବା ସହକର୍ମୀମାନଙ୍କ ତରଫରୁ ସମସ୍ୟା ଆସିପାରେ ।ଆଜି ଯାହା କରନ୍ତୁନା କାହିଁକି ଖର୍ଚ୍ଚାନ୍ତ ହେତୁ ମନସ୍ତାପ କରିବାକୁ ପଡିପାରେ । ଶନିଙ୍କ କୁପ୍ରଭାବ ରାଶି ଉପରେ ପଡୁଥିବାରୁ ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । ଅଧିକାଂଶ ସମୟ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।

ଶୁଭ ରଙ୍ଗ ନାଲି, ଶୁଭ ଅଙ୍କ ୧ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ – କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତକରିପାରେ । ପିଲାଙ୍କ ଅଭିଯୋଗକୁ ଅଣଦେଖା, ଅଶୁଣା କରିବା ଦ୍ୱାରା ଓଲଟା ଫଳପାଇବେ । କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ।କରଜଦାତାଙ୍କ ଚାପ ବୃଦ୍ଧି ପାଇବାକୁ ମାନସିକ ଭାରସାମ୍ୟ ହରାଇବେ।

ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୪

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ଆର୍ଥିକ ସମସ୍ୟା କ୍ଷେତ୍ରରେ ସମାଧାନର ପନ୍ଥା ବନ୍ଧୁଙ୍କ ପରାମର୍ଶରେ ଖୋଜି ପାଇବେ। ପରିବାରରେ ସ୍ତ୍ରୀଙ୍କ ସହେଯାଗରେ ଅଟକି ରହିଥିବା କାମଗୁଡିକ ତ୍ୱରାନ୍ୱିତ ହେବ ।ସାଂଗଠନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ।

ଶୁଭ ରଙ୍ଗ ପିଙ୍କ୍, ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ରୋଗୀ- ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୁଖଭାରା ଦିନଟି।

ତୁଳା – ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇ ପାରେ। ଆଜିର ନୂତନ କର୍ମାରମ୍ଭ କ୍ଷେତ୍ରରେ ପାରିବାରିକ ସମସର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ। ନିଜରଅବହେଳାଜନିତ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ବନ୍ଧୁଙ୍କ ସମ୍ପର୍କରେ କୌଣସି ଖବରପାଇ ବିସ୍ମୟ ପ୍ରକାଶ କରିବେ।

ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ବିଛା – ଏଣୁ ଗାଡିକୁ ପରଖି ନେବା ଭଲ ହେବ। ପ୍ରକାଶନ, ପ୍ରଶାସନ, ଯାନବାହନ,ସଭାସମିତି ତଥା ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। କୌଣସି ଆନୁଷ୍ଠାନିକ ଅଥବା ସାମାଜିକକାର୍ଯ୍ୟରେ ଯୋଗଦେବାକୁ ଆହ୍ୱାନ ଆସିପାରେ।

ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୭

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ- ପରିବାରରୁ ପୂର୍ଣ୍ଣ ସହ-ଯୋଗ ଲାଭ କରି କାମ ସମ୍ପନ୍ନ ହେବ। ସ୍ୱାସ୍ଥ୍ୟରେ ବିଶେଷଉନ୍ନତି ଘଟିବା କାରଣରୁ ମନ ପ୍ରଫୁଲ୍ଲିତ ହୋଇଯିବ। ଆଜିର କର୍ମକ୍ଷେତ୍ରରେ ପ୍ରତ୍ୟେକପରିସ୍ଥିତିରେ କାର୍ଯ୍ୟ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ। ମନ ଭିତରେ ଉଙ୍କିମାରୁଥିବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିପାରନ୍ତି।

ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୬

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ମକର- ଆଜି କୌଣସି ବ୍ୟକ୍ତି ଠାରୁ ହଠାତ୍ କୌଣସି ଖବର ପାଇ ବିଚଳିତ ବୋଧ କରିବେ। ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ କାରଣରୁ ମାନସିକ ଶାନ୍ତି ଭଲ ରହିବନାହିଁ। ପରିବାରର ସହମତିରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରିପାରନ୍ତି। କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି।

ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୧ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହ-ଯୋଗ ଲୋଡିପାରନ୍ତି । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତହୋଇ ସତ୍ ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ପାରିବାରିକ କ୍ଷେତ୍ରରେଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ଦୈନନ୍ଦିନ ଜୀବନଯାତ୍ରାରେ ଛୋଟଘଟଣା ପ୍ରତି ଗୁରୁତ୍ୱ ଦେବା ଭଲ ହେବନି ।

ଶୁଭ ରଙ୍ଗ ବ୍ରାଉନ୍, ଶୁଭ ଅଙ୍କ ୪

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମୀନ- ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ବ୍ୟବସାୟକୁ ନୂତନ ରୂପ ଦେବା ପାଇଁ ଚିନ୍ତା କରିପାରନ୍ତି। ଆଜି ଆପଣ ନିଜ କାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି। ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡ଼ିବ।

ଶୁଭ ରଙ୍ଗ ଧଳା,  ଶୁଭ ଅଙ୍କ ୯

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.