ନଭେମ୍ବର ୧୦ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 10, 2022 IST

ମେଷ:~ ବ୍ୟବସାୟିକ କ୍ଷେତ୍ରରେ ନିଜର ବୁଦ୍ଧିବଳ ଖଟାଇ ଅର୍ଥ ଲାଭ କରିବେ। ଦୃଢ ପଦକ୍ଷେପ ନେଇକାମ ହାସଲ କରିବେ। ନିକଟସ୍ଥ ଲୋକଙ୍କୁ ଆପଣାର କରିବା ଦ୍ୱାରା ଅନୁକୂଳ ପରିବେଶସୃଷ୍ଟି ହୋଇପାରିବ। ଅତ୍ୟାବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢିପାରେ।

ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~ ୫

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ:~ ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ସୁପ୍ରଭାବ ଆପଣଙ୍କୁବିଳାସ ସାମଗ୍ରୀ କ୍ରୟ ପାଇଁ ଅନୁପ୍ରେରିତ କରିପାରେ। ବ୍ୟବସାୟିକ ଦିଗରୁ ଦିନଟି ମନ୍ଦନୁହେଁ, ଅବଶ୍ୟ ବିଶେଷ ଲାଭବାନ୍ ନ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ସୁନାମ ମିଳିବ।

ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୨

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ସମ୍ମାନ ପାଇବେ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି।

ଗୃହିଣୀ- ଧାର୍ମିକ ହେବେ।

ମିଥୁନ:~ ଦୂର ସମ୍ପର୍କୀୟ ଙ୍କ ଠାରୁ ସୁଖକର ଆସିବ। ଆଜି ଯେଉଁ ଆଶା ନେଇ ଯାହା ପାଇଁକିଛି କରିବେ, ତାହା ଠାରୁ ପ୍ରତୁବଦଳରେ କିଛି ପାଇବେ ନାହିଁ। ଉପରିସ୍ଥ ଆଦେଶରେବାଧ୍ୟ ବାଧକତାର ସହ କେତେକ କାମ କରିବାକୁ ପଡିପାରେ। ପଡୋଶୀମାନେ ଈର୍ଷାନ୍ୱିତହୋଇ ବିରୁଦ୍ଧାତ୍ମକ କଥାବାର୍ତ୍ତା କରିପାରନ୍ତି। ଅର୍ଥବଳ ଥିଲେ ମଧ୍ୟ ସହ-ଯୋଗ ଅଭାବରୁ ହାତକୁ ନେଇଥିବା କାମଗୁଡିକ ଠିକ୍ ଭାବରେ ନ ହୋଇପାରେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୮

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ।

ଗୃହିଣୀ- ସ୍ୱାଭିମାନୀ ହେବେ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

କର୍କଟ:~ ଭ୍ରମଣ କାଲରେ ପଦସ୍ଥଙ୍କ ସାନ୍ନିଧ୍ୟ ରୁ ଉପକୃତ ହୋଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କ ଠାରୁ କିଛି ଖବର ସାହାର୍ଯ୍ୟ କରିବ। ଆଜି ପରିବାରରେ ବିବାଦୀୟ ପରିସ୍ଥିତି ଦେଖାଦେବାର ସୂଚନା ରହିଛି। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତତ୍ପରତା ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଆଶାୟୀଥିବା କୌଣସି ସକାରତ୍ମକ ଖବର ମନକୁ ଆହ୍ଲାଦିତ କରିବେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୩

ଚାଷୀ- ଉତ୍ତମ ଫଳ ପାଇବେ।

ରୋଗୀ- ଚକ୍ଷୁ ପୀଡା ହେବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

ସିଂହ:~ ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ। ଆଜି ଆପଣ ଯାହା ଚାହୁଁଛନ୍ତି ତାହା ପାଇବା ସକାଶେ ସାମନ୍ୟ କଷ୍ଟ ସ୍ୱୀକାର କରିବାକୁ ପଡିବ। ସରକାରୀ ସ୍ତରରେ ଆକସ୍ମିକ ଭାବରେ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଯିବାରଆଶଙ୍କା ରହିଛି। କର୍ମକ୍ଷେତ୍ରରେ ଅଯଥା ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ।

ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~ ୬

ଚାଷୀ- ଶ୍ରମ ସାର୍ଥକ ହେବ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

କନ୍ୟା:~ ଆଜି ହଠାତ୍ କିଛି ଶୁଭ ଖବର ସାଙ୍ଗକୁ ଅର୍ଥ ଲାଭ ରୁ ମନଟା ଖୁସି ହୋଇଯାଇପାରେ। ବନ୍ଧୁମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସେମାନଙ୍କ ପ୍ରତି ରହିଥିବା ଭଳ ଧାରଣା କ୍ରମଶଃ ହ୍ରାସ ପାଇପାରେ। ପଦାଧିକାରୀଙ୍କ ଚାପରେ କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରିବାକୁ ପଡିବ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~୩

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ।

କର୍ମଜୀବି- ଜଳଯାତ୍ରା ମନା।

ବ୍ୟବସାୟୀ- ପ୍ରଚୁର ଲାଭ ହେବ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ତୁଳା:~ ଈର୍ଷା ପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତିମାନେ ସମାଲୋଚନାକରିପାରନ୍ତି। ନିକଟସ୍ଥ କୌଣସି ବ୍ୟକ୍ତି ବିଶେଷ ଆପଣଙ୍କ ପାଇଁ ସମସ୍ୟାର କାରଣସାଜିପାରନ୍ତି। ଆକସ୍ମିକ ଅର୍ଥାଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ। ଆଲୋଚନା ପରିସରରେ କିମ୍ବା ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୨

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ସଫଳତା ମିଳିବ।

ଗୃହିଣୀ- ସୁଖୀ ହେବେ।

ବିଛା:~ ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ଆଘାତ ଲାଗିପାରେ।କୌଣସି ଅସୁବିଧା ନ ଥିଲେ ମଧ୍ୟ ପୁରୁନା ସମ୍ପର୍କ ହାନି ସମ୍ବନ୍ଧିତ ସମସ୍ୟା ଦୁଶ୍ଚିନ୍ତା ସୃଷ୍ଟି କରିବ। ରାଜନୈତିକ ସ୍ତରରେ ନେତୃସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ କାରଣରୁ ମନରେ ଅଶାନ୍ତି ଆସିବ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୫

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ।

କର୍ମଜୀବି- ସମ୍ମାନ ପାଇବେ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି।

ଗୃହିଣୀ- ମିତ୍ର ସୁଖ ପାଇବେ।

ଧନୁ:~ ଅଧ୍ୟୟନ ଓ ଅଧ୍ୟାପନାର ଉନ୍ନତି କରିବେ। ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ

ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଆଜିର ଯାତ୍ରା ଓ ନୂତନ କର୍ମାରମ୍ଭ ପାଇଁ

କୌଣସି ଅସୁବିଧା ରହିବ ନାହିଁ। କୌଣସି ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ନିଷ୍ପତ୍ତି

ନେଇପାରନ୍ତି । କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ସକାଶେ କେତେକ ବ୍ୟତିକ୍ରମ ଦେଖାଦେବାର

ସୂଚନା ରହିଛି ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୨

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

ଗୃହିଣୀ- ପରକୁ ଆପଣାର କରିବେ।

ମକର:~ ଅବଶ୍ୟ ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ନିଶ୍ଚୟ ପାଇବେ।ବନ୍ଧୁଙ୍କର ସାମାନ୍ୟ ଅସମ୍ମାନଜନକ କଥା ଓ ବ୍ୟବହାରରେ ଚିହିଁକି ଉଠି ଅନର୍ଥ ଘଟାଇ ପାରନ୍ତି। ଅନ୍ୟମାନଙ୍କ ସାହାର୍ଯ୍ୟ ନେଇ ବାଣିଜ୍ୟ,ବ୍ୟବସାୟ ଓ ପରିବହନ ସମସ୍ୟାର ସମାଧାନ କରିବେ। କର୍ମାରମ୍ଭ ସକାଶେ ସହ-ଯୋଗ ପାଇବା ଦୁଷ୍କର ହୋଇପାରେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୪

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି।

ଗୃହିଣୀ- ସ୍ୱାଭିମାନୀ ହେବେ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କୁମ୍ଭ:~ ପିଲାମାନଙ୍କ କାର୍ଯ୍ୟ କଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ପାରିବାରିକସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ। କର୍ମକ୍ଷେତ୍ରରେ ଆପଣଙ୍କ ମତ ଓ ମନ୍ତବ୍ୟକୁନେଇ ବିବାଦ ସୃଷ୍ଟି ହେବ। ନିଜ ଲୋକମାନେ ସେମାନଙ୍କର ସ୍ୱାର୍ଥ ସାଧନକୁ ଗୁରୁତ୍ୱ ଦେଇ ଆପଣଙ୍କ କାମକୁ ଅବହେଳା କରିବେ ।

ଶୁଭ ରଙ୍ଗ:~ ମେରୁନ୍,  ଶୁଭ ଅଙ୍କ:~ ୦୧

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ।

ମୀନ:~ କର୍ମକ୍ଷେତ୍ର ଓ ସମସ୍ୟା ସମାଧାନ ଦିଗରେ ବନ୍ଧୁ ସାହାର୍ଯ୍ୟ କରିବେ। କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତାର ଅସଲ ପରିଚୟ ପ୍ରଦାନ କରି ପ୍ରଶଂସିତ ହେବେ। ଆତ୍ମୀୟ ସ୍ୱଜନାଦିଙ୍କ ବିରୁଦ୍ଧାଚରଣ କେତେକ ସମସ୍ୟା ସୃଷ୍ଟି କରିପାରେ। ସାମାଜିକ ସ୍ତରରେ ଆନୁଷ୍ଠାନିକ କିମ୍ବା ଧର୍ମାନୁଷ୍ଠାନ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୮

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ-ସତର୍କତାର ଦିନ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

ଗୃହିଣୀ- ପରକୁ ଆପଣାର କରିବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.