ଡିସେମ୍ବର ୦୧ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 01, 2022 IST

ମେଷ:~ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ସମ୍ପର୍କ ଫିକା ପଡିଯିବ, ଯାନବାହନ ରେଅସୁବିଧାର ସମ୍ମୁଖୀନ ହେବେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାରସମାଧାନ ହୋଇଯିବ। ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତା କରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି।

ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୮ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

କର୍ମଜୀବି- ସହଯୋଗ ମିଳିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ବୃଷ:~ ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖା ଦେବ। ଶତ୍ରୁମାନେସୁଯୋଗ ଅପେକ୍ଷାରେ ରହିବେ। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରିଆବଶ୍ୟକତା ଚଳାଇ ନେବେ। ପାରିବାରିକ କ୍ଷେତ୍ର, ପ୍ରଶାସନ, ଯାନବାହନ, ନିର୍ମାଣ ଓଯାତ୍ରାକୁ ସୁଫଳ ପାଇବେ। ପରିବାରରେ କଳହ ଦେଖା ଦେଇପାରେ। 

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୩ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ:~ ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ୍ ହେବେ। ପରିବାରରେ କଳହ ଦେଖା ଦେଇପାରେ। ଅଫିସ୍ କାମରେ ସବୁ କଥାକୁ ହାଲୁକା ଭାବିଲେ କ୍ଷତିରେ ପଡିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ସଙ୍ଗକୁ ରାଜନୀତିରେ ନେତୃତ୍ୱ ନେ ପ୍ରଶଂସିତ ହେବେ। କଠୋର ବାକ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିପାରେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୬

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ:~ ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମ କୁବାନଦ ଦେଲେ ଯାତ୍ରା ସଫଳ ହେବ।କର୍ମକ୍ଷେତ୍ରରେ ସମସ୍ୟା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ଗଠନମୂଳକ କାର୍ଯ୍ୟରୁପ୍ରଶଂସିତ ହେବେ ଏବଂ ଦୂରଯାତ୍ରାର ସୁଯୋଗ ମଧ୍ୟ ପାଇବେ। ସ୍ୱାସ୍ଥ୍ୟ ପ୍ରତି ଅବହେଳା କରି ଅନୁତାପ କରିପାରନ୍ତି। ବ୍ୟବହାରରରେ ନଧୁରତା ଯୋଗୁ ଆପଣଙ୍କ ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ।

ଶୁଭ ରଙ୍ଗ:~ ଗ୍ରୀନ, ଶୁଭ ଅଙ୍କ:~ ୨

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ:~ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ, କିନ୍ତୁ ଅବହେଳା ଜନିତ କୌଣସିଉପଚାର କରିପାରନ୍ତି। ବନ୍ଧୁମାନଙ୍କ ସାହାର୍ଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ। କିନ୍ତୁପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି। ଗାମ୍ଭୀର୍ଯ୍ୟପୂର୍ଣ୍ଣ କଥାବାର୍ତ୍ତା ଓ ଓଜସ୍ୱନୀ ଭାଷା ମଧ୍ୟମରେ ବୁଦ୍ଧିଜୀବୀମାନଙ୍କ ସୁନଜରରେ ଆସିବେ।

ଶୁଭ  ରଙ୍ଗ:~ ଗ୍ରୀନ, ଶୁଭ ଅଙ୍କ:~ ୫

 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

 ବ୍ୟବସାୟୀ- ମଧୁରଭାଷୀ ହେବେ ।

 ଗୃହିଣୀ- ଧାର୍ମିକ ହେବେ ।

କନ୍ୟା:~ ଅସ୍ଥିର ମନ ହେତୁ କଥାରେ ସଂଯମତା ହରାଇବେ ଓ ସମସ୍ୟାକୁ ଡାକି ଆଣିଲା ଭଳି କାମ କରିବେ। ନିକର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି।ଆଲୋଚନା କାଳରେ ଜଣେ ବନ୍ଧୁଙ୍କ ଗୁରୁଜନଙ୍କ ସ୍ୱାସ୍ଥ୍ୟ ହାନି ଦୁଶ୍ଚିନ୍ତାର କାରଣହୋଇପାରେ। କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ।

ଶୁଭ ରଙ୍ଗ:~ ବ୍ରଉନ, ଶୁଭ ଅଙ୍କ:~ ୧

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ଆୟୁର୍ବେଦୀୟ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।

ଗୃହିଣୀ- ପରକୁ ଆପଣାର କରିବେ ।

ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।

ତୁଳା:~ ଅପରାହ୍ନେ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ। ଦୃଢ ଓ କଠୋରୋକ୍ତି ଫଳରେ ମୁହଁ ସାମନାରେ କଥା କହିବାକୁ ଅଣ୍ୟମାନରେ ପଛେଇ ଯିବେ। ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ବହୁତ ଚେଷ୍ଟା କରି ମଧ୍ୟ ଯେଉଁଥି ପାଇଁ ଚିନ୍ତିତ ଥିଲେ ଆଜି ତାହା ମିଳିପାରିବ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୫

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ବିଛା:~ନିଜ ଗୃହ ସମସ୍ୟାକୁ ସଜାଡିବାକୁ ଯାଇ ବହୁତ ହଇରାଣ ହେବାକୁ ପଡିପାରେ କର୍ମକ୍ଷେତ୍ରରେ ସହକର୍ମୀ ସହ-ଯୋଗର ହାତ ବଢାଇବେ, ଫଳରେ କାମ ଅଟକିବ ନାହିଁ। କାର୍ଯ୍ୟ ବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।

ଶୁଭ ରଙ୍ଗ:~ କ୍ରୀମ, ଶୁଭ ଅଙ୍କ:~୪

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ଧନୁ:~ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍‌ନା କରିବାରେସାହସ ଜୁଟିଯିବ । ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମନଟା ଭଲ ଲାଗିବ ନାହିଁ । କୌଣସିବ୍ୟକ୍ତିଙ୍କ କଟୁସତ୍ୟ କହିବାରୁ ତିକ୍ତତା ଆଶଙ୍କା ରହିଛି । କିନ୍ତୁ ପୁନର୍ବସୁ ନକ୍ଷତ୍ରର ସାଧାରଣ ତୋଷମଦିଆ କଥାରେ ମନ ବଦଳି ଯାଇପାରେ । କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୩

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।

ଗୃହିଣୀ- ପରକୁ ଆପଣାର କରିବେ ।

ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।

ମକର:~ ବିତର୍କଜନିତ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ରାଜନୀତି,ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ଉଦ୍ୟମ ଅବ୍ୟାହତ ରଖିଲେ ମଧ୍ୟ ଯେତିକି ପାଇବା କଥା ତାହା ନ ପାଇ ଅନୁତପ୍ତ ହୋଇପାରନ୍ତି। ଅର୍ଥର ଅଭାବ ନ ଥିଲେ ମଧ୍ୟ କେତେକ ଅପୂରଣୀୟ ଆଶା ଦୁଶ୍ଚିନ୍ତାର କାରଣ ହେବ।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୬

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କୁମ୍ଭ:~ କରଜଦାତା ଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ଜଣେପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। କ୍ରୀଡା,ସଙ୍ଗୀତ ଓ ପ୍ରତିଯୋଗିତାରେ ସଫଳ ହେବେ। ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ। ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଏ ଦିଗରେ ସାହାର୍ଯ୍ୟ କରିବ।

ଶୁଭ ରଙ୍ଗ:~ ଗ୍ରୀନ, ଶୁଭ ଅଙ୍କ:~ ୮

 ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

 ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

 ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ:~ ପୂର୍ବ ଶତ୍ରୁତାର କୁଫଳ ସଦୃଶ ସମ୍ପର୍କୀୟଙ୍କ କାର୍ଯ୍ୟ କଳାପ ନିଜ ପାଇଁ ଅସନ୍ତୋଷସୃଷ୍ଟି କରିବାରେ ସହାୟକ ହେବ। କଚେରି ମାମଲାର ଶୁଣାଭିରୁ ମନ ଖୁସି ହୋଇଯିବ। ପାଇବାରେ ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ। ଆଜିର ଯାତ୍ରାକାଳରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ।

ଶୁଭ ରଙ୍ଗ ଧୂସର, ଶୁଭ ଅଙ୍କ ୯

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.