ମେଷ:~ ସମସ୍ୟା କେତେକାଂଶରେ ସୁଧୁରି ଯାଇଥିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ବନ୍ଧୁ ଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟସାଧନ କରିବା ପାଇଁ ଚେଷ୍ଟିତ ହେବେ । ଶୁଭ ସଂସ୍ଥାନରୁ ତଥା ସହ-ଯୋଗ ମନୋଭାବରୁ ସମସ୍ତଙ୍କର ଆଦରଣୀୟ ହେବେ । ନିଜ ଇଚ୍ଛା ଅନୁସାରେ ଫଳ ପାଇବେ । ଆୟ ଆଶାନୁରୂପ ହେବ ।
ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୨
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ବୃଷ:~ ଗତକାଲିର ଯୋଜନାରେ ଟେନ୍ସନ କିଛି ମାତ୍ରରେ କମିଯିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ଆପଣଙ୍କ ପରାମର୍ଶ ଲୋଡିପାରନ୍ତି। ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ସଫଳତା ଆଶା ରହିଛି। ଦେଶଦର୍ଶନର ସୁଯୋଗ ମିଳିବ। କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ।
ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୪
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ:~ ପରିବାରରେ ସ୍ତ୍ରୀଙ୍କ ଅସହଯୋଗ ତଥା ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି। ସାମାଜିକ ସ୍ତରରେ ତଥା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଅଫିସ୍ କାମରେ ଆପଣଙ୍କର ସହକର୍ମୀମାନେ ସହ-ଯୋଗରହାତ ବଢାଇପାରନ୍ତି। ଘାତଚନ୍ଦ୍ର ଥାଇ ବି ଦିନଟି ସୁଖ- ସମୃଦ୍ଧିପୂର୍ଣ୍ଣ ହୋଇପାରେ।
ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୯
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ:~ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦ ଦେଖା ଦେଇପାରେ।ବିଶିଷ୍ଟବ୍ୟକ୍ତି ଙ୍କ ସଙ୍ଗ ଲାଭର ସୁଯୋଗ ପାଇବେ। ପାରିବାରିକଦୃଷ୍ଟି କୋଣରୁ ଦିନଟି ମନ୍ଦ ନ ହେଲେ ମଧ୍ୟ ନିଜ ଲୋକ ଜଣେ ସମସ୍ୟା ସୃଷ୍ଟି କରିପାରନ୍ତି। କୌଣସି ଶୁଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ପରିବାରରେ ସନ୍ତାନ ହେତୁକ ପୀଡା ଅନୁଭବ କରିବେ ।
ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୮
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ସିଂହ:~ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ସମାଲୋଚନାରୁ ରକ୍ଷା ପାଇବେ । ଦକ୍ଷତାଜନିତ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବାର ସୁଯୋଗ ଜୁଟିପାରେ । କୌଣସି ପ୍ରମାଣ ନ ଥାଇ ପଡୋଶୀଙ୍କ ଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ। ଧନ ପ୍ରାପ୍ତ ହେବାର ସୂଚନା ମିଳୁଛି। ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିପାରେ ।
ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୨
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କନ୍ୟା:~ କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ । ସଂଯୋଗରୁ ଆଜି ଯେତିକି ପାଇବେ ତାହାର ଦୁଇ ଗୁଣ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ରାଜନୀତି ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ନୂତନ ଯୋଜନା ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ । ମନରେ ଗର୍ବଭାବ ଉଦ୍ରେକ ହୋଇପାରେ ।
ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୪
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ତୁଳା:~ ଦୁଃଖକୁ ଲୁଚାଇ ହସି ହସି କଥା କହିବାକୁ ପଡିପାରେ।ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗକରିବା କଷ୍ଟ ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ମନକୁ ବେଶି ବିବ୍ରତ କରିବ। କର୍ମକ୍ଷେତ୍ରରେଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେସେପରି କିଛି ହେବନି। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ।
ଶୁଭ ରଙ୍ଗ:~ନୀଳ, ଶୁଭ ଅଙ୍କ:~ ୭
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବିଛା:~ ପରିସ୍ଥିତିକୁ ଆଖି ଆଗରେ ରଖି କାମ କରିବା ଭଲ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ୱାଇବାରେ ସମର୍ଥ ହେବେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ସାହାର୍ଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ। ସୁଖୀ ହେବ। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ।
ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୩ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ଧନୁ:~ ରାଜନୀତିରେ କିମ୍ବା କର୍ମକ୍ଷେତ୍ରରେ ଦୃଢ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିବଶତଃ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି। ଭୁଲ୍ ବୁଝାମଣାରୁ ସୁସମ୍ପର୍କ କ୍ଷୁଣ୍ଣ ହେବା କାରଣରୁ ଆତ୍ମୀୟସ୍ୱଜନଙ୍କ ପାଇଁ ଚିନ୍ତା ବଢିପାରେ। ଅଟକି ଥିବା କାର୍ଯ୍ୟରେ ଆଗକୁ ବଢିପାରନ୍ତି। ସମ୍ମାନିତ ହେବେ।
ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୯
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମକର:~ ମାଲିମୋକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ଆପଣଙ୍କୁ ଆରୋଗ୍ୟଲାଭ, ପାରିବାରିକ ଶାନ୍ତି ଏବଂ ବ୍ୟବସାୟିକ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ଆଶାବାଦି ହୋଇପାରନ୍ତି। ଭାଗ୍ୟଶାଳୀ ହେବେ।
ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୧
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କୁମ୍ଭ:~ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ସହ କର୍ମକ୍ଷେତ୍ରର ସ୍ଥିତି ସ୍ୱାଭାବିକ ରହିବ। କର୍ମଜଞ୍ଜାଳ ବୃଦ୍ଧି ଜନିତ ଆପଣ ଘର କଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟ କିମ୍ବା ସଭାସମିତିରେ ଯୋଗଦେଲେ ପ୍ରଶଂସା ଓ ପ୍ରତିଷ୍ଠା ପାଇପାରିବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ।
ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୫
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମୀନ:~ ଭୁଲ୍ ବୁଝାମଣା ହେତୁ ସାଧାରଣ କଥାରେ ବନ୍ଧୁ ମୁହଁଫେରାଇ ନେଇପାରନ୍ତି। ବିବାଦୀୟ ଘଟଣାକୁ ଦୂରେଇ ରହିବାପ୍ରାୟତଃ ଭଲ ହେବ। କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁଖଟିବାକୁ ପଡିପାରେ। ଘାତଚନ୍ଦ୍ର ଭୋଗ ହେଉଥିବାରୁସତର୍କରେ ଚଳିବାକୁ ପଡିବ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି ।
ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୭
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।