ମାର୍ଚ୍ଚ ୦୬ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
6/03/2023 at 7:02 AM

ମେଷ – ବ୍ୟବସାୟରେ ଇଚ୍ଛାକୃତ ଲାଭ ପାଇବା ପରେ ଆପଣ ବହୁତ ଖୁସି ହେବେ । ଆପଣଙ୍କ ସ୍ୱାସ୍ଥ୍ୟ ବିଷୟରେ ସଚେତନ ରୁହନ୍ତୁ । ପିଲାମାନଙ୍କ ସହିତ ସମୟ କାଟିବେ ।ଅଧିକ ଖର୍ଚ୍ଚ ହେବ । ବିଦ୍ୟାର୍ଥୀ ମାନେ ପାଠ କୁ ଅଧିକ ଗୁରୁତ୍ଵ ଦେବେ।
ବୃଷ – ପାରିବାରିକ ଜୀବନ ସୁଖମୟ ହେବ । ମା ଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନ ନିଅନ୍ତୁ । ମନ ସାମାନ୍ୟ ଚିନ୍ତା ରେ ରହି ପାରେ । ଯାତ୍ରା କରି ପାରନ୍ତି ଯାହା ଆପଣଙ୍କୁ ଲାଭଦାୟକ ହେବ । ବିଦେଶ ଯାତ୍ରା କରି ପାରନ୍ତି । ଭାଇ ଙ୍କ ସହ ଯୋଗ ପ୍ରପ୍ତ କରିବେ ।
ମିଥୁନ -ଦିନଟି ଖୁସିରେ କଟିବ । ପରିବାରର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରିରେ ଚାପ ବୃଦ୍ଧି ପାଇବ | ଲାଗିଥିବା ସମସ୍ୟାର ସମାଧାନ ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମରେ ଅଧିକ ଲାଭ ଯୋଗ ରହିଛି।
କର୍କଟ -ମାନସିକ ଚିନ୍ତା ରେ ରହି ନିଷ୍ପତି ନେବେ ଓ ସଫଳତା ମଧ୍ୟ ମିଳିବ । ପରିବାରରେ ସାହାଯ୍ୟ ସହନଭୂତି ଲାଗି ରହିବ । ମିଳୁନଥିବା ଅର୍ଥ ହଠାତ୍ ପ୍ରାପ୍ତି ହେବ । ନୂତନ ଯାନବାହାନ କ୍ରୟ କରିବେ । ଛାତ୍ର ଛାତ୍ରୀ ମାନେ ବ୍ୟସ୍ତତା ରେ ଦିନ କାଟିବେ।
ସିଂହ -ଜୀବନରେ କରିଥିବା ଭଲ କର୍ମ ଗୁଡ଼ିକର ଫଳ ଆଜି ପ୍ରାପ୍ତ ହେବ । ବ୍ୟାପାର ରେ ଅଧିକ ଲାଭ ଯୋଗ ରହିଛି ।ପୁରୁଣା ଋଣ କୁ ଆଜି ଆପଣ ପରିଶୋଧ କରିବାକୁ ସକ୍ଷମ ହେବେ । ପତ୍ନୀ ଙ୍କ ସହ ଆଲୋଚନା କରି କିଛି ନୂଆ କରିବାକୁ ମନସ୍ଥ କରିବେ।
କନ୍ୟା -ଧର୍ମ କାର୍ଯ୍ୟ ରେ ନିଜକୁ ନିୟୋଜିତ କରିବେ । ଚାକିରି ରେ ପଦୋନ୍ନତି ଘଟିବ ।ବ୍ୟବସାୟ ରେ ଅଧିକ ଅର୍ଥ ଲାଭ ର ଯୋଗ ର ହିଛି ।ମନ ସମ୍ମାନ ମିଳିବ । ଭାବିଚିନ୍ତି କାର୍ଯ୍ୟ ନିଷ୍ପତି ନିଅନ୍ତୁ ।
ତୁଳା -ଚାକିରି କ୍ଷେତ୍ର ରେ ସମ୍ମାନ ଓ ପଦୋନ୍ନତି ର ଯୋଗ ରହିଛି । ଗୃହ କୁ ବନ୍ଧୁ ଙ୍କ ଆଗମନ ହୋଇପାରେ । ବ୍ୟବସାୟ ରେ ଲାଭ ଯୋଗ ରହିଛି । ମିଳୁନଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀ ମାନେ ଅମନଯୋଗି ହୋଇ ପାରନ୍ତି।
ବିଛା -ଦିନଟି ରେ ବହୁତ୍ ଭଲ ଯୋଗ ରହିଛି । ରାଜନୀତି ରେ ସଫଳତା ପ୍ରାପ୍ତି ହେବ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ ହୋଇ ପାରେ ।ଛାତ୍ର ଛାତ୍ରୀ ମାନେ ପରୀକ୍ଷା ରେ ସଫଳତା ପ୍ରାପ୍ତ କରିବେ । ବ୍ୟବସାୟରେ ଅଟକି ଥିବା କାର୍ଯ୍ୟ ଆଗକୁ ବଢିବା ।
ଧନୁ -ଆଜି ର ଦିନଟି ଆପଣଙ୍କୁ ମଧ୍ୟମ ଫଳ ଦେବ । ଚିନ୍ତା କୁ ଦୂରୀଭୂତ କରନ୍ତୁ । ଧନ ଲାଭ ର ସଂଯୋଗ ରହିଛି ।ଖର୍ଚ୍ଚ ମଧ୍ୟ ଅଧିକ ହୋଇ ପାରେ । ଛାତ୍ର ଛାତ୍ରୀ ମାନେ ଭବିଷ୍ୟତ ଚିନ୍ତା ରେ ରହିବେ।
ମକର – ଶାରୀରିକ ସମସ୍ୟା ଦେଖା ଦେବ ।ତଳିପେଟ ରେ ଯନ୍ତ୍ରଣା ଦେଖା ଦେବ ।ଦିନଟି ଏତେ ଉତ୍ତମ ଧନ ପ୍ରାପ୍ତି ଯୋଗ ରହିଛି । ବଡ଼ ସଫଳତା ମିଳି ପାରେ । ସ୍ବାସ୍ଥ୍ୟ ଅବସ୍ଥା ମଧ୍ୟମ ରହିବ । ଶତ୍ରୁ ଙ୍କୁ ଭୟ କରିବେ ।ଅଧିକ ପରିଶ୍ରମ ରେ ଦିନଟି କଟିବ ।
କୁମ୍ଭ -ଦିନଟି ଭଲ ଫଳ ଦେବ ।ମନ ପ୍ରସନ୍ନ ରହିବ । ବ୍ୟବସାୟ ରେ ବୃଦ୍ଧି ହେବ । ଅଧିକ ପରିଶ୍ରମ ମଧ୍ୟ ଆଜି କରିବାକୁ ପଡି ପାରେ । ଭ୍ରମଣ ଯୋଗ ରହିଛି । ପରିବାରରେ ସାମାନ୍ୟ ସ୍ବାସ୍ଥ୍ୟ ଗତ ସମସ୍ୟା ଦେଖା ଦେବ ।
ମୀନ – ଚାକିରିରେ ମଧ୍ୟମ ଫଳ ପ୍ରାପ୍ତ ହେବ । ବ୍ୟବସାୟ ରେ ଆଜି ଆପଣଙ୍କୁ ଆଶା ଅନୁସାରେ ଫଳ ପ୍ରାପ୍ତି ହେବ । ପରିବାର ସହ ସମୟ ଅତିବାହିତ କରିବେ । ଯାନବାହାନ ରେ ସତର୍କତା ଅବଲମ୍ବନ କରନ୍ତୁ । ବିଦ୍ୟାର୍ଥୀ ମାନେ ଉପକୃତ ହେବେ ।
ଜ୍ୟୋତିଷ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ , ଯାଜପୁର