previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶୁକ୍ରବାର ବଜାର ମାନ୍ଦା, ଲାଲ୍ ରଙ୍ଗରେ ଖୋଲିଲା ନିଫ୍ଟି ଓ ସେନସେକ୍ସ
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୫୬୧ କରୋନା ପଜିଟିଭ୍
  • ||
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ଅଗଷ୍ଟ ୧୬ ତାରିଖ, ରବିବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

16/08/2020 at 6:54 AM

ମେଷ – ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ତ୍ୟାଗପୁତ ମନୋବୃତ୍ତି ଗ୍ରହଣ କରି ବିଜ୍ଞତାର ପରିଚୟ ଦେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ବୃଷ – ଧର୍ମ-କର୍ମ ସଂପାଦନ କରିପାରନ୍ତି । ଅର୍ତ ପ୍ରାପ୍ତିର ସୂଚନା ମିଳୁଛି । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ମିଥୁନ – ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପଦନ କରିବେ । ସୁଖ-ସମ୍ମାନ ଲାଭ କରିବେ । ସଦ୍‌-ବ୍ୟୟୀ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

କର୍କଟ – ମାନ୍ୟତା ପ୍ରାପ୍ତ ହେବେ । ସର୍ବତ୍ର ଶୁଭ ଆଶା କରାଯାଏ । ନାନ ବିଧ ସମ୍ମାନର ଅଧିକାରୀ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।

ସିଂହ – ବିଭିନ୍ନ ସ୍ତରରେ ପ୍ରାଧାନୟ ବିସ୍ତାର କରିପାରନ୍ତି । ଉନ୍ନ୍ୟନ କାର୍ଯ୍ୟ ପାଇଁ ପରିସ୍ଥିତି ଅନୁକୂଳ ରହିଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

କନ୍ୟା – ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି । ପ୍ରତି-ଯୋଗିତାରେ ବିଜୟୀ ହେବେ । ଧନବାନ୍ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ତୁଳା – ଯାହା ଇଚ୍ଛା କରିଥିବେ ତାହା ପାଇବେ । ଅଧିକ ପରିଶ୍ରମରେ କ୍ଳାନ୍ତ ହୋଇ ବିଶ୍ରାମ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ବିଛା – ବ୍ୟବସାୟ ଲାଭଜନକ ହେବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ସ୍ୱଂୟ ସହାୟିକା ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଧନୁ – ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି । ଆଖିରେ ଗୁଣ୍ଡ ପଡି ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ମକର – ମାନସିକ ସଂଯମତା ରକ୍ଷା କଲେ ପ୍ରଶଂସା ମିଳିବ । ବିଭିନ୍ନ ସ୍ତରରୁ ଅର୍ଥାଗମର ସୂଚନା ମିଳୁଛି । ଶୁଭ ରଙ୍ଗ ଗାଢ ୟେଲୋ । ଶୁଭ ଅଙ୍କ ୧ ।

କୁମ୍ଭ – ଅବିଷ୍ଟ ପୂରଣ ହେବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସମ୍ମାନିତ ହେବା ଆଶା କରାଯାଏ । ପୁଣ୍ୟ କାର୍ଯ୍ୟରେ ନିଜକୁ ନିୟୋଜିତ କରିବୋ ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ମୀନ – ଉପୁଜିଥିବା ସମସ୍ୟାର ସୁସମାଧାନ କରି ଆତ୍ମ ସନ୍ତୋହ ଲାଭ କରିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ କଫି । ଶୁୃଭ ଅଙ୍କ ୩ ।

   Related Posts