ଅଗଷ୍ଟ ୧୮ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | August 18, 2020 IST

ମେଷ – ବ୍ୟକ୍ତିତ୍ୱର ବିକାଶ ଘଟାଇ ପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

          ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

          ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

          ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

          ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।

          କର୍ମଜୀବି- ପ୍ରମୋସନ୍ ମିଳିବ ।

          ବ୍ୟବସାୟୀ- ଅର୍ଥ ଲାଭ ହେବ ।

          ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ବିଚାର ବିମର୍ଶ ପୂର୍ବକ କାର୍ଯ୍ୟ କଲେ ସଫଳତା ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରିବେ । ମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।

          ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

          ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

          ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

          କର୍ମଜୀବି- ପ୍ରଶଂସିତ ହେବେ ।

          ବ୍ୟବସାୟୀ- ସଫଳତା ମିଳିବ ।

          ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫରେ ପୀଡିତ ହୋଇପାରନ୍ତି । ସୁ-ମଧୁର ଭାଷା ବ୍ୟବହାର କରି ସାଧାରଣରେ ଆଦରଣୀୟ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।

          ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

          ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

          ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

          କର୍ମଜୀବି- ସହଯୋଗ ମିଳିବ ।

          ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

          ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ସୁଖ-ସମ୍ମାନ ଲାଭ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

          ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

          ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

          କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

          ବ୍ୟବସାୟୀ- ଅର୍ଥ ହାନୀ ହେବ ।

          ଗୃହିଣୀ- ସୁଖଭାରା ଦିନଟି ।

          ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ସିଂହ – ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରି ପରମ ଶାନ୍ତି ଲାଭ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

          ଚାଷୀ- ଉତ୍ତମ ଫଳ ପାଇବେ ।

          ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

          ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

          କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

          ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

          ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା ପ୍ରବାସପ୍ରିୟ ଓ ବିଦ୍ୱାନ୍ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

          ରୋଗୀ- ଚକ୍ଷୁ ପୀଡା ହେବ ।

          ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

          କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

          ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

          ଗୃହିଣୀ- ସୁଖଭାରା ଦିନଟି ।

          ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ତୁଳା – ପ୍ରୀତି ଲାଭ କରିପାରନ୍ତି । ସ୍ୱାଭିମାନୀ ହେବେ । ଶାରିରୀକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରୁ ବଳବାନ୍ ଥିବାରୁ ସତର୍କତା ଜରୁରୀ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

          ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

          ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

          ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

          କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

          ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

          ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ବିଭିନ୍ନ ସ୍ତରରୁ ସହ ଯୋଗର ହାତ ଲମ୍ବି ଆସିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ମନରେ ଅହଂଭାବ ଜାଗ୍ରତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

          ଚାଷୀ- ଶ୍ରମ ସାର୍ଥକ ହେବ ।

          ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

          ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

          କର୍ମଜୀବି- ସମ୍ମାନିତ ହେବେ ।

          ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

          ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ଭାଇମାନଙ୍କ ଉପରେ ସ୍ନେହ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କେବଳ ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

          ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

          ରୋଗୀ-ସତର୍କତାର ଦିନ ।

          ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

          କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

          ବ୍ୟବସାୟୀ- ମଧୁରଭାଷୀ ହେବେ ।

          ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – ପିଲାମାନଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହୋଇପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଜୁଆ କିମ୍ବା ଲଟେରିରୁ ଧନ ଲାଭ ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

          ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

          ରୋଗୀ- ଚକ୍ଷୁ ପୀଡା ହେବ ।

          ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

          କର୍ମଜୀବି- ସହଯୋଗ ମିଳିବ ।

          ବ୍ୟବସାୟୀ- ଅର୍ଥ ଲାଭ ହେବ ।

          ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ  – ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କାର୍ଯ୍ୟ ପାଇଁ ଉତ୍ସାହଜନକ ପରାମର୍ଶ ଦେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

          ଚାଷୀ- ଜଳ ସଞ୍ଚୟ କରନ୍ତୁ ।

          ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

          ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

          କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

          ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

          ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମୀନ – ସାମୟିକ ଭାବେ ଆଳସ୍ୟ ଅନୁଭବ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

          ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

          ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

          ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

          କର୍ମଜୀବି- କର୍ମଚଞ୍ଚଳ ରହିବେ ।

          ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

          ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.