scan steel
web-baneer-728x90
krs-728-90-banner english (2)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ସେପ୍ଟେମ୍ବର ୨୯ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

29/09/2020 at 7:30 AM

ମେଷ – ଆଜି ଗୁରୁଚନ୍ଦ୍ର ଯୋଗ ପ୍ରଭାବରୁ ସକାଳୁ ସକାଳୁ ଅର୍ଥ ଲାଭ ସଙ୍ଗକୁ କାର୍ଯ୍ୟସିଦ୍ଧି ଘଟିବ । ବନ୍ଧୁମାନଙ୍କ ସହ ଶୁଭ କାର୍ଯ୍ୟ ପରିପ୍ରେକ୍ଷୀରେ ଦିନଟି ବିତାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଭାଗ୍ୟସ୍ଥାନକୁ ଶୁକ୍ର ଦେଖୁଥିବାରୁ ପୂର୍ବ ପରିକଳ୍ପିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ – ମଙ୍ଗଳଙ୍କ ଦୃଷ୍ଟିରେ ବୁଧ ଥିବାରୁ ପାରିବାରିକ ଅସ୍ଥିରତାଜନିତ ମନ ଭଲ ରହିବ ନାହିଁ । ଅବଶ୍ୟ ବ୍ୟବସାୟରେ ଚେଷ୍ଟା କଲେ ଉପକୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ଚତୁର୍ଥ ଏକାଦଶାଧିପ ରାଶିରେ ଥିବାରୁ ଚେଷ୍ଟା ସଫଳ ହେବାରେ କୌଣସି ଅସୁବିଧା ହେବ ନାହିଁ । ଅଜଣା ବ୍ୟକ୍ତିର ସାହାର୍ଯ୍ୟ ପାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ତୃତୀୟସ୍ଥ ବୁଧ ଷଷ୍ଠାଧିପତିଙ୍କ ଦୃଷ୍ଟିରେ ଥିବାରୁ ନିକଟସ୍ଥ ବ୍ୟକ୍ତି ବିଶେଷମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ମିତ୍ରକ୍ଷେତ୍ରସ୍ଥ ରାଶ୍ୟାଧିପ ହେତୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଗ୍ରହଣ କରି ଉପକୃତ ହେବେ । କାମଗୁଡିକ ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା – ଶୁକ୍ରଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ସମସ୍ୟାର ସରଲ ସମାଧାନ ହୋଇଯିବ । ଭୋଗ ବିଳାସରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ଦ୍ୱାଦଶଭାବରୁ ମଙ୍ଗଳ ଦେଖୁଥିବାରୁ ଆଜି ସକାଳୁ ସକାଳୁ ଦୂର ଯାତ୍ରା କରବାକୁ ପଡିପାରେ । ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ଧନୁ – ଆଜିର ଗ୍ରହ ଯୋଗରୁ ଦୀର୍ଘଦିନରୁ ପ୍ରତିକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟ ସ୍ୱଜନମାନଙ୍କ ଉପସ୍ଥିତି ଯୋଗୁଁ ଖୁସୀ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ମକର – ରାହୁଙ୍କ ସ୍ଥିତି ସୁସମ୍ପର୍କରେ ଭୁଲ୍ ବୁଝାମଣା ଜନିତ ଫାଟ ସୃଷ୍ଟି କରିପାରେ । ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ବ୍ୟବସାୟ, ବାଣିଜ୍ୟ ଉନ୍ନତି ଘଟିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ପରକୁ ଆପଣାର କରିବେ ।

କୁମ୍ଭ – ଶୁଭ ଭାବରେ ଶୁକ୍ର ହେତୁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇ କେତେକ କାମ ହାସଲ କରିବେ । ଶୁଭ ରଙ୍ଗ ଗ୍ରିନ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

ମୀନ – ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନଙ୍କ ଦୋଷ ଖୋଜି ବୁଲିବେ । ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

   Related Posts