ନଭେମ୍ବର ୨୮ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 28, 2020 IST

ମେଷ – ମାନସିକ ଅସ୍ଥିରତା କାରଣରୁ କୌନଣି କ୍ଷେତ୍ରରେ ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ । ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତି ବିଗାଡି ଦେଇପାରେ । ଯେଉଁ କାମରେ ହାତ ଦେଲେ ମଧ୍ୟ ନିଶ୍ଚିତ ସଫଳତା ପାଇବେ। ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ସାମ୍ନା କରିବାକୁ ପଡିପାରେ । ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜର ସ୍ୱାର୍ଥ ସାଧନରେ ଲଗାଇପାରନ୍ତି । ଭାଇ ଭଉଣୀଙ୍କ ସହ ସମ୍ପର୍କ ତିକ୍ତ ହୋଇପାରେ । ଶୁଭ ରଙ୍ଗ ୟେଲୋ। ଶୁଭ ଅଙ୍କ ୪ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ନିଜ ଲୋକମାନଙ୍କ ବିରୁଦ୍ଧାଚରଣଜନିତ ଟିକିଏ କଥାରେ କଳହ ଲାଗିପାରେ । ଅର୍ଥ ସମ୍ବନ୍ଧୀୟ କଥା, ଚୁକ୍ତିପତ୍ର, ଜମିଜମା କାରବାର ସକାଶେ ଦିନଟି ବହୁତ ଭଲ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସୁଖୀ ହେବେ ।

କର୍କଟ – କର୍ମକ୍ଷେତ୍ରରୁ ଯଥେଷ୍ଟ ସମ୍ମାନ ଓ ସଦିଚ୍ଛା ପାଇବେ । ବନ୍ଧୁଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ ପରୋକ୍ଷରେ ସାମାଲୋଚିତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ଧୈର୍ଯ୍ୟହାନି ଘଟିବ ନାହିଁ । ବିବାଦୀୟ ଘଟଣାରେ ବିଜୟୀ ହେଲେ ମଧ୍ୟ ସଂଘର୍ଷପୂର୍ଣ୍ଣ ସ୍ଥିତି ବଳବତ୍ତର ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ଆଜି  କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ମନ୍ଦ ହେବନି । ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାର୍ଯ୍ୟ ଲାଭ କରିବେ । ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ବାଣିଜ୍ୟ, ବ୍ୟବସାୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ । ଶୁଭ ରଙ୍ଗ ନୀଳ। ଶୁଭ ଅଙ୍କ ୨ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା – ଆତ୍ମୀୟଙ୍କ ସହ-ଯୋଗରୁ ସମାଧାନର ସରଳ ସୂତ୍ର ବାହାର କରିବାରେ ସମର୍ଥ ହେବେ । ଆର୍ଥିକ ସ୍ଥିତି, ପାରିବାରିକ ସଦ୍ ଭାବ ଓ ବନ୍ଧୁ ମିଳନଜନିତ ଆନନ୍ଦ ଅନୁଭବ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ୫ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – ଅସର୍କତା ଅଭାବରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍ ଓଲଟା ହୋଇଯିବ । ନିଜ ପରିସରର ଲୋକଙ୍କୁ ମନ ବୁଝିଲାଭଳି କଥା କହି କାମ ହାସଲ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ଧନୁ – ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଦୀର୍ଘ ଦିନ ପରେ ଶରୀର ସୁସ୍ଥ ହେବାରୁ ମାନସିକ ଅସ୍ଥିରତା ଦୂରେଇଯିବ । କଥାବାର୍ତ୍ତା ପ୍ରଭୃତିର ଉନ୍ନତମାନର ସୁଫଳ ମିଳିବ । ଶୁଭ ରଙ୍ଗ ୟେଲୋ। ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – ମାନସିକ ଚାପ ସଙ୍ଗକୁ ବିଭିନ୍ନ ଦିଗରୁ ପ୍ରତିବନ୍ଧକ ସତ୍ତ୍ୱେ କାମ ହାସଲ କରିବାକୁ ପଡିବ । ପରିବାରରେ ଭୁଲ୍ ବୁଝାମଣା ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ରୋଗୀ- ଚକ୍ଷୁ ପୀଡା ହେବ ।

କୁମ୍ଭ  – ଅଧିକାଂଶ ସମୟ ଅନ୍ୟମନସ୍କଜନିତ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ । ମନରେ ଦୁଃଖ ରହିଥିଲେ ମଧ୍ୟ ଅଭିମାନ କରି ରହିଥିବା ବନ୍ଧୁଙ୍କୁ ବୁଝାଇବାରେ ସମର୍ଥ ହେବେ । ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୪ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଅସାଧ୍ୟ  ରୋଗରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପରକୁ ଆପଣାର କରିବେ ।

ମୀନ – ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ରହିବା ସହ କୌଣସି ନୂଆ କାମରେ ମନ ବଳାଇବେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ ନେଲେ ପ୍ରଶଂସିତ ହେବେ । ପାରିବାରିକ ପରିସ୍ଥିତିରେ ସୁଧାର ଆଣିବା ସକାଶେ ପ୍ରଯତ୍ନ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.