scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ନଭେମ୍ବର ୨୯ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

29/11/2020 at 7:18 AM

ମେଷ – ବିଭିନ୍ନ ସମସ୍ୟାରେ ଜଡିତ ରହିଲେ ମଧ୍ୟ ଆନନ୍ଦର ଅନୁଭୂତି ଲାଭ କରିବେ । ବନ୍ଧୁଙ୍କ ସାହାର୍ଯ୍ୟରୁ  ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ଓ ପାରିବାରିକ ସମସ୍ୟା ସାମାଧାନ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ସ୍ୱାସ୍ଥ୍ୟ ସମସ୍ୟା ପୂର୍ବପରି ରହିଲେ ମଧ୍ୟ ବିଶେଷ କିଛି ଗୁରୁତର ହେବ ନାହିଁ । ପରିବାରରୁ ପୂର୍ଣ୍ଣ ସମର୍ଥନ ନ ପାଇଲେ ମଧ୍ୟ କର୍ମକ୍ଷେତ୍ରରେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ବନ୍ଧୁମାନଙ୍କ ଅନୁରୋଧ କ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପଡିବେ । ମିଠା କଥା କହି ସହକର୍ମୀଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କର୍କଟ – ଆପଣଙ୍କ ମୂଳ ଉଦ୍ଦେଶ୍ୟକୁ ନ ବୁଝି ନ ଶୁଝି କର୍ମକ୍ଷେତ୍ରରେ ସହକର୍ମୀମାନେ  ସହ-ଯୋଗର ହାତ ବଢାଇବେ । କିନ୍ତୁ କାର୍ଯ୍ୟକଳାପରେ କିଛି ତ୍ରୁଟିବିଚ୍ୟୁତି କାରଣରୁ ଲଘୁକ୍ରୋଧ ସମ୍ପର୍କ ହାନି କରିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ – ଅଧିକାଂଶ ସମୟରେ ମାନସିକ ଦୁଶ୍ଚିନ୍ତା ମନକୁ କବଳିତ କରି ରଖିବ । ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା, ଜମିଜମା କାରବାର ସକାଶେ ବ୍ୟସ୍ତତା ବଢିଯିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କନ୍ୟା – ଆଜି ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ ମାନସିକ ଅସ୍ଥିରତାର କାରଣ ପାଲଟିବ । କର୍ମକ୍ଷେତ୍ରରେ ସମ୍ୟା ଲାଗିରହିବାକୁ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା – ନୂତନ ବନ୍ଧୁତ୍ୱ ଡୋରିରେ ବାନ୍ଧିହୋଇ ଜୀବନର ଏକ ନୂତନ ଅଧ୍ୟାୟକୁ ଆରମ୍ଭ କରିପାରନ୍ତି । ଆଲୋଚନା ପରିସରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପାରସ୍ପରିକ ଆଲୋଚନା କରିବା ଭଲ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ୪ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – ଏକାଧିକ କାମ ହାତକୁ ନେଇ କୌଣସିଟିକୁ ପୂର୍ଣ୍ଣାଙ୍କ କରିପାରିବେ ନାହିଁ । ଜମିଜମା କିମ୍ବା ଗୃହସୀମା ବିବାଦରୁ ସହସା ମୁକ୍ତି  ମିଳିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ – ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ମାନସିକ ସ୍ଥିରତା ରକ୍ଷା କରିବାରେ ସମର୍ଥ ହେବ । ନିଜର ପୂର୍ବ ଦୈନନ୍ଦିନ ଜୀବନଚର୍ଯ୍ୟାକୁ ବଦଳାଇବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ବୈଷୟିକ ଉନ୍ନତି ସଙ୍ଗକୁ ଆଜି ଦିନରେ ଯେଉଁ କାମରେ ହାତ ଦେବେବ ସଫଳତା ପାଇବେ । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମିତ୍ର ଭଳି ଆଚରଣ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ  – ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ ନ ଚଳିଲେ ନିନ୍ଦା , ଅପମାନ ପାଇପାରନ୍ତି । ନିକଟ ସମ୍ପର୍କୀୟଙ୍କ ସାହାର୍ଯ୍ୟ ଲାଭ କରି ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ – ଆପଣ ଯେଉଁ ଜିନିଷଟିକୁ ପାଇବାକୁ ଇଚ୍ଛା କରିଛନ୍ତି ତାହା ବିଳମ୍ବରେ ପାଇବେ । କର୍ମକ୍ଷେତ୍ରରେ ଟେନ୍‌-ସନ୍ କମିଯିବ । ସହ-ଯୋଗ ଭିତରେ କାମ କଲେ ଉପକୃତ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

   Related Posts