ଡିସେମ୍ବର ୪ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 04, 2020 IST

ମେଷ – ଆଜି ଶ୍ରୀଚନ୍ଦ୍ର ହେତୁ ମନ , କର୍ମରେ ସିଦ୍ଧି ଲାଭ କରିବେ । ଯେଉଁ ବନ୍ଧୁମାନେ ପାଖ ମାଡୁ ନ ଥିଲେ ଆଜି ସେହିମାନେ ନିଜ ତରଫରୁ ମିଶିବା ପାଇଁ ଆଗେଇ ଆସିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ – ସମ୍ପର୍କୀୟମାନେ ଦୂରେଇ ଯାଉଥିବାରୁ ପର ଲୋକକୁ ଆପଣାର କରିବାକୁ ବାଧ୍ୟ ହେବେ । ଆଜି ଅଫିସ୍ କାର୍ଯ୍ୟରେ ବେଶି ବ୍ୟସ୍ତ ରହିବେ । ପିଲାମାନେ ଛୋଟ କଥାଟିକୁ ବଡ ଆକାରରେ ଚିନ୍ତା କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ଯେଉଁମାନଙ୍କ ପାଇଁ ଆପଣ ଅତୀତରେ ବହୁତ ଉପକାର କରିଥିଲେ, ସେହିମାନେ ସମସ୍ୟା ସୃହ୍‌ଟି କରିପାରନ୍ତି । ହଜିଯାଇଥିବା ଜିନିଷ କିମ୍ବା ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖବର ଆଜି ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ – ଆକସ୍ମିକ ଅର୍ଥଲାଭ ସହ ବିଳାସବ୍ୟସନ ସମ୍ବନ୍ଧିତ ଜିନିଷ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପରିସ୍ଥିତି ସହ ଆଗକୁ ବଢିବା ସକାଶେ ଚେଷ୍ଟା କରି ସଫଳତା ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ – ପ୍ରତିକୂଳ ସମୟ ଲାଗି ରହିଥିଲେ ମଧ୍ୟ ଦୃଢ ମନୋବଳ ଯୋଗୁଁ କାର୍ଯ୍ୟସିଦ୍ଧି ଘଟିବ । ବାଲ୍ୟବନ୍ଧୁ କିମ୍ବା କୌଣସି ବୟସ୍କଙ୍କ ସାନ୍ୱନା ଆଶ୍ୱସ୍ତି ଆଣି ଦେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ଭାଇ,ବନ୍ଧୁ,କୁଟୁମ୍ବ,ସନ୍ତାନ ସକାଶେ ଅର୍ଥ ବ୍ୟୟ କରିବେ । ସହକର୍ମୀଙ୍କ ସୌହାଦ୍ଦ୍ୟରେ କର୍ମକ୍ଷେତ୍ରରେ ଆଶାନୁରୂପ ଫଳ ପାଇବରେ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ଆଜି ଯେଉଁଭଳି ଚିନ୍ତା କରୁଛନ୍ତି, ଠିକ୍ ସେହି ପରି ହିଁ ହେବ ଏବଂ ଆପଣଙ୍କର କୌଣସି କାମ ଅଟକିବ ନାହିଁ । ଆର୍ଥିକ ସ୍ଥିତି ବେଶ୍ ମଜଭୁତ୍ ରହିବ ଏବଂ କୌଣସି ଯୁବକଙ୍କ ଠାରୁ ଯଥେଷ୍ଟ ସହାୟତା ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ରଙ୍ଗ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା – କୌଣସି ଏକ ସାଧାରଣ କଥାକୁ କେନ୍ଦ୍ର କରି ପ୍ରିୟ ବନ୍ଧୁଟି ମୁହଁ ଫେରାଇ ନେଇପାରନ୍ତି । ପାରିବାରିକ ଅଶାନ୍ତି ଲାଗି ରହିବ, ମାତ୍ର ବାହାରେ ସମ୍ମାନରେ ଉଣା ହେବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ – ଆଜିର ଦିନଟିକୁ ବନ୍ଧୁ ଗହଣରେ ଖୁସି ଓ ଆନନ୍ଦରେ ଅତିବାହିତ କରିବେ । ନୂତନ ଯୋଜନା, ଅବହେଳିତ କାମ, କୌଣସି ଆଲୋଚନା , ଆନୁଷ୍ଠାନିକ କାମ ପ୍ରଭୃତିରେ ସଫଳତା ମିଳିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ଅସୁବିଧା ହେବ ନାହିଁ । ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ – ଆର୍ଥିକ ଦୂରବସ୍ଥା ଦୂରେଇ ଯିବାରେ ବନ୍ଧୁଙ୍କ ସାହାର୍ଯ୍ୟ ଅବିସ୍ମରଣୀୟ ରହିବ । ନୂଆ ଯୋଜନାକୁ ଗୁରୁତ୍ୱ ଦେବେ । ସଭା ସମିତି, ଚୁକ୍ତିପତ୍ର, ପରିବହନ ଓ ନିର୍ମାଣ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମୀନ – ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ । ହଠାତ୍ ସମ୍ପର୍କୀୟମାନେ କୌଣସି ଆଲୋଚନା ସକାଶେ ଡାକି ପାରନ୍ତି । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.