ଡିସେମ୍ବର ୯ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 09, 2020 IST

ମେଷ – ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ପରିବହନ ତଥା ସାମୟିକ ବାଦା ସୃଷ୍ଟି କରିପାରେ । ଈର୍ଷାନ୍ୱିତ ନିଜ ଲୋକମାନେ ଦାଉ ସାଧିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବୃଷ – କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ସାହାର୍ଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ, ଯାହା କି ଆପଣଙ୍କ ସକାଶେ ହିତକର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ – ଆର୍ଥିକ ଦିଗରୁ ଉପକୃତ ହେବେ ଏବଂ ବକେୟା ମଧୟ ପାଇପାରନ୍ତି । କର୍ମକ୍ଷେତ୍ରରେ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ । 

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଦୀର୍ଘ ଦିନର ଆଶା ଫଳବତୀ ହେବ । ସହକର୍ମୀମାନଙ୍କ ଉପଦେଶ ଶୁଣି ମନରେ ବିରକ୍ତି ଅନୁଭବ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – କର୍ମକ୍ଷେତ୍ରରେ ଧୀର ପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ । ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିବାର ଯୋଗ ରହିଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କନ୍ୟା – ଲକ୍ଷ୍ୟ ହାସଲ କରିବା ପରିପ୍ରେକ୍ଷୀରେ ମିଠା କଥା କହି ବନ୍ଧୁକୁ ଆପଣାର କରିବେ । ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ତୁଳା – ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ରଙ୍ଗ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା – ଅନୁରାଧା ନକ୍ଷତ୍ର ଆଗାମୀ ସମୟର କାର୍ଯ୍ୟ ସକାଶେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ – ଅଧିକାଂଶ ସମୟ ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ପରିବାରର ଭୁଲ୍ ବୁଝାମଣାରି ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ଲାଭ କରିବେ ଏବଂ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ  – ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ । ଶିକ୍ଷାରେ ସଫଳତା ଲାଭ କରିବେ ଏବଂ ପ୍ରଶଂସିତ ମଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ । ଉତ୍ତରଭାଦ୍ରବ ସକାଶେ ଈର୍ଷାପରାୟଣ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି । ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.