ଡିସେମ୍ବର ୧୮ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 18, 2020 IST

ମେଷ– ଆଜିର କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଅନ୍ୟମାନଙ୍କ ପ୍ରଶଂସାର ପାତ୍ର ହେବେ । ପାରିବାରିକ କ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବୃଷ – ପାରସ୍ପରିକ ଦୋଷଦର୍ଶିତା ହେତୁ ପାରିବାରିକ ପରିସ୍ଥିତି ଗୋଳମାଳିଆ ରହିବ । ଏଣେ ବେପରୁଆ କାର୍ଯ୍ୟ କଳାପ ସକାଶେ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ସରଳ ସ୍ୱଭାବ ହେତୁ ଅନ୍ୟମାନଙ୍କ ଶ୍ଳେଷାତ୍ମକ କଥାକୁ ଠିକ୍ ଭାବେ ବୁଝିପାରିବେ ନାହିଁ । ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ । ମନରେ ଶାନ୍ତି କିମ୍ବା ସନ୍ତୋଷ ଆସିବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କର୍କଟ – ପାରିବାରିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ରହିବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଏବଂ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ପରିବାରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ବନ୍ଧୁମିଳନ ହେତୁ ମନ ପ୍ରଫୁଲ୍ଲ୍ ରହିବ । ସ୍ତ୍ରୀଙ୍କ ସାହାର୍ଯ୍ୟରୁ ମନୋବଳ ବୃଦ୍ଧି ପାଇବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ଆର୍ଥିକ ସମସ୍ୟା ସୁଧୁରିବ ଏବଂ କର୍ମକ୍ଷେତ୍ର ସ୍ୱାଭାବିକ ରହିବ । ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଚିନ୍ତା କରିଥିବା କାମଗୁଡିକ ଠିକ୍‌ଭାବେ ସମ୍ପନ୍ନ ହେବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ସ୍ୱଗୃହୀ ଶୁକ୍ରଙ୍କ ପ୍ରଭାବରୁ ମଉଜ ମଜଲିସ୍ ପାଇଁ ମନ ବଳିବ । ବିଶାଖା ନକ୍ଷତ୍ର ଦ୍ୱନ୍ଦ୍ୱରେ ପଡି ସହକର୍ମୀମାନଙ୍କ ଦ୍ୱନ୍ଦ୍ୱଯୁକ୍ତ ପ୍ରତ୍ୟେକ କଥାକୁ ଠିକ୍ ଭାବେ ବରକ୍ସକ୍ଟ ପାରିବେନି । ଶୁଭ ରଙ୍ଗ ଧଳା । ଶୁଭ ରଙ୍ଗ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ନିନ୍ଦିତ ହେବେ । କୌଣସି ବନ୍ଧୁ ଧୋକା ଦେଇ ପାରନ୍ତି କିମ୍ବା ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଶ୍ରମ ସାର୍ଥକ ହେବ ।

ଧନୁ – ଆଜି ସମସ୍ତ ପ୍ରକାର ଅଭିଳାଷକୁ ପୂରଣ କରିବା ଦିଗରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଆଜି ହିଁ ସମ୍ପୂର୍ଣ୍ଣ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍କ କରିବା କଷ୍ଟ ହୋଇଯିବ । ଜମିଜମା ବିବାଦ କ୍ରମଶଃ ଜଟିଳ ଆକାର ଧାରଣ କରିବ । ପ୍ରତ୍ୟେକ କ୍ଷେତ୍ରରେ ନିଜର ସୀମା ଭିତରେ ଜଗି ରଖି ଚଳିବା ଭଲ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କୁମ୍ଭ – ପ୍ରତ୍ୟେକ କ୍ଷେତ୍ରରେ ସୁଯୋଗ ଆପଣା ଛାଏଁ ଆସିବ ଏବଂ ସଭାସମିତି ଓ ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ହାସଲ କରିବେ । ଅବଶ୍ୟ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ – ହାତକୁ ନେଇଥିବା କାମଗୁଡିକ ପୂରଣ ହୋଇଯିବ । ମାତ୍ର ଏଥି ସକାଶେ କଠିନ ପରିଶ୍ରମ କରିବାକୁ ପଡିବ । ଉନ୍ନୟନ କାମ ବାଧାପ୍ରାପ୍ତ ହେବ । ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.