ଡିସେମ୍ବର ୨୨ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 22, 2020 IST

ମେଷ – ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ବୃହସ୍ପତି ଅବସ୍ଥାନ କରି ଗଜକଶେରୀ ଯୋଗ ସୃଷ୍ଟି କରୁଥିବାରୁ ଅଭିଳଷିତ କାର୍ଯ୍ୟ ସମାପନ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୃଷ୍ଟିର ସମ୍ଭାବନା ଅଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ଞ୍ଜ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

ବୃଷ – ରାଶି ପ୍ରତି ଏକାଧିକ ଗ୍ରହଙ୍କ ଦୃଷ୍ଟିରୁ ବନ୍ଧୁଙ୍କ ଅର୍ଥ ସାହାର୍ଯ୍ୟ ଓ ବାଚନିକ ପ୍ରତିଶ୍ରୁତି କାର୍ଯ୍ୟକୁ ତ୍ୱରାନ୍ୱିତ କରାଇବାରେ ସାହାର୍ଯ୍ୟ କରିବ । ଆଶା କରିଥିବା ଦିଗରୁ କୌଣସି ମୂଲ୍ୟବାନ ଜିନିଷ ପ୍ରାପ୍ତି ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ – ଆଜି କର୍ମଭାବସ୍ଥ ମଙ୍ଗଳ ପ୍ରଭାବରେ କାମ ହାସଲ ସକାଶେ ଆନୁଷ୍ଠଙ୍ଗିକ ସାହାର୍ଯ୍ୟ ପାଇବେ । ବହୁତ ଦିନର ପୁରାତନ ରୋଗର ପୀଡା କ୍ରମଶଃ ହ୍ରାସ ପାଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ଚନ୍ଦ୍ର କେନ୍ଦ୍ରସ୍ଥ ହୋଇ ଶନି ଦୃଷ୍ଟିରେ ଥିବାରୁ କୌଣସି କାମ କରିସାରିବା ପାରେ ଭଲମନ୍ଦର ବିଚାର କରି ଅସ୍ଥିର ରହିବେ । ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ସିଂହ – ଚତୁର୍ଥସ୍ଥ ଚତୁଃଗ୍ରହ ଯୋଗୁ ପରିବାର ଓ କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟିର ଆଶଙ୍କା ରହିଛି । ଅର୍ଥ ସମ୍ପର୍କୀୟ କୋଣସି ଝମେଲାରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ତୃତୀୟ ଅଷ୍ଟମାଧିପ ରାଶିକୁ ଦେଖୁଥିବାରୁ କୋଣସି ବ୍ୟକ୍ତି ଫୁସୁଲା କରି ନିଜର ଫାଇଦା ହାସଲ କରିପାରନ୍ତି । ଆଲୋଚନା କିମ୍ବା ସଭାସମିତିରେ ପାଣ୍ଡିତ୍ୟର ପରିପ୍ରକାଶ ଯୋଗୁ ସୁସମ୍ପର୍କ ସ୍ଥାପିତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା – କର୍ମାଧିପ କୋଣାଧିପଙ୍କ ଦୃଷ୍ଟିରେ ରହିଥିବାରୁ ଗତକାଲିର ଅସମ୍ପୂର୍ଣ୍ଣ କାମ ସାଙ୍ଗକୁ ଆଜିର ଅଫିସ୍ କାମର ଜଞ୍ଜାଳ ବଳିଯିବ । ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ଲକ୍ଷ୍ୟ ହାସଲ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା – ଆଜି ଏକାଦଶସ୍ଥ ଚନ୍ଦ୍ରଙ୍କ ଯୋଗୁ ମୁତନ କର୍ମାରମ୍ଭ, ସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ମାଲିମୋକଦ୍ଦମାରେ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ଶନିଙ୍କ ପ୍ରଭାବରୁ ଅଳସୁଆମୀ ଯୋଗୁ କାମରେ ତତ୍ପରତା ନ ଦେଖାଇଲେ ନିକ ଲୋକଙ୍କ ଠାରୁ ଆସ୍ଥା ହରାଇବେ । ଖର୍ଚ୍ଚ ବଢିବା ହେତୁ ମନ ଆନମନା ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମକର – ଚତୁର୍ଥାଧିପ ତୃତୀୟସ୍ଥ ହେତୁ ନୂଆ ଯୋଜନା ପାଇଁ ପରିବାରରୁ ସହ-ଯୋଗ ମିଳିବନି । ଖର୍ଚ୍ଚ ପରିମାଣ ବୃଦ୍ଧିପାଇବାରୁ ଚିନ୍ତା ବଢିଯିବ । ଅଫିସ କାମରେ ବିବାସୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ – ଶୁକ୍ରଙ୍କ ଦୁର୍ବଳତା କାରଣରୁ ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ସୁସ୍ଥତା ବ୍ୟାହତ ହେବ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ବ୍ୟବସାୟ କିମ୍ବା ପରିବହନ ପାଇଁ ବିଶେହ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ନୀଚ ରାଶିସ୍ଥ ବୃହସ୍ପତିଙ୍କ କୁପ୍ରଭାବରୁ କିଛି ଭଲ ଓ କିଛି ମନ୍ଦରେ ଦିନଟି କଟିବ । ପ୍ରତ୍ୟେକ କ୍ଷେତ୍ରରେ ପିଠି ଥାପୁଡେଇ କାମ ହାସଲ କରୁଥିଲେ ମଧ୍ୟ ଆଜି ତାହା କାମଦେବ ନାହିଁ ।ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.