scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଜାନୁଆରୀ ୩୧ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

31/01/2021 at 7:02 AM

ମେଷ – ପୂର୍ବସମସ୍ୟା ଆଜି ହଠାତ୍ ସମାଧାନ ହୋଇଯିବ । କୃତ୍ତିକା ନକ୍ଷତ୍ରକୁ ବାକ୍ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଶୁଣାକଥାକୁ ବିଶ୍ୱାସ କରି ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ଯେକୌଣସି କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତି ପ୍ରତି ସତର୍କ ରହିବା ଭଲ । ବ୍ୟବସାୟରେ କିଛି ଅସୁବିଧା ନ ଥିଲେ ମଧ୍ୟ ବେପାର ସନ୍ତୋଷଜନକ ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖୀ ହେବେ ।

ମିଥୁନ – ତରବରିଆ ପଦକ୍ଷେପ ନେଲେ ସମସ୍ୟା ବଢିଯାଇପାରେ । ପୂର୍ବରୁ ଥିବା ମାଲିଲୋକଦ୍ଦମା, ଆଗାମୀ ପ୍ରମୋଶନ ଓ ଅଯଥା ଟେନ୍ସନ ସୃଷ୍ଟି ହୋଇ ମନକୁ ଭାରାକ୍ରାନ୍ତ କରିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

କର୍କଟ – ଅପୂରଣୀୟ ଆଶା ପୂରଣର ଅନୁକୂଳ ବାତାବରଣ ସୃଷ୍ଟି ହେବ । ପୁଷ୍ୟା ନକ୍ଷତ୍ର ସକାଶେ ଆତ୍ମୀୟମାନେ ଶତ୍ରୁତା କଲେ ବି କିଛି ଅସୁବିଧା ହେବନି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ – ସାଧାରଣ କଥାକୁ କେନ୍ଦ୍ରକରି ମାଧ୍ୟାହ୍ନେ ମନରେ ବିରକ୍ତି ସୃଷ୍ଟି ହୋଇପାରେ । ଅଭାବ ଓ କେତେକ ପାରିବାରିକ ଅସୁବିଧା ଓ ଅସାମ୍ୟତା କର୍ମକ୍ଷେତ୍ରକୁ ବିଳମ୍ବିତ କରିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ପ୍ରତ୍ୟେକ କାମ ମନ ପୁତାବକ ନ ହେବା ଯୋଗୁଁ କ୍ଷୁବ୍ଧ ହୋଇପାରନ୍ତି । ପରିବାର ଭିତରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା – ପ୍ରତିବନ୍ଧକ ଲାଗି ରହିବା କାରଣରୁ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ନ ରହିଲେ ବିବାଦ ଘେରରେ ପଡିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – ଦୀର୍ଘଦିନର ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ହୋଇପାରେ । ପ୍ରତିଦ୍ୱନ୍ଦ୍ୱିତା କାରଣରୁ ଶିଳ୍ପ ଓ ବାଣିଜ୍ୟରେ ଉନ୍ନତିର ବାଧା ସୃଷ୍ଟି ହେବ ।  ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୪ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ – ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି, ଅବଶ୍ୟ ବିଶେଷ କିଛି ଗୁରୁତର ଅବସ୍ଥା ଆସିବ ନାହିଁ । ଶତ୍ରୁ ଆପଣଙ୍କ ପଛରେ ଛାଇ ଭଳି ଲାଗି ରହିବେ ଏବଂ କିଛିନା  କିଛି ସମସ୍ୟା ସୃଷ୍ଟି କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ସ୍ୱାସ୍ଥ୍ୟସମସ୍ୟା, ବ୍ୟବସାୟ, ଯାତ୍ରା ସମ୍ବନ୍ଧୀୟ କେତେକ ଚିନ୍ତା ମନକୁ ବ୍ୟାକୁଳିତ କରିପାରେ ।  ହୋଟେଲ ବ୍ୟବସାୟରେ ସଫଳତା ହାସଲ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ  – ଶତଭିକ୍ଷା ନକ୍ଷତ୍ର କଠିନ ପରିଶ୍ରମଜନିତ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି । ଅସମର୍ଥିତ ସୂତ୍ରରୁ ହଠାତ୍ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ପରକୁ ଆପଣାର କରିବେ ।

ମୀନ – ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ ମିଳିବ । ଉତ୍ତରଭାଦ୍ରବ ନକ୍ଷତ୍ର ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସାବଧାନ ରୁହନ୍ତୁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

   Related Posts