ଜୁନ୍‌ ୨୬ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 26, 2021 IST

ମେଷ – ମନରେ ଉଦ୍‌ବେଗ ଜାତ ହୋଇପାରେ । ଭ୍ରାତୃଭାବ ଅତୁଟ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ଓ ଶତ୍ରୁଜୟୀ ହେବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ ଶାନ୍ତି ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ବୃଷ – ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିିଳିବ । ଚଞ୍ଚଳ ମନା ହୋଇପାରନ୍ତି । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ପ୍ରଚୁର ଧନଲାଭ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ – ଚୌର ଭୟ ଥିବାରୁ ସତର୍କତା ଏକାନ୍ତ ଜରୁରୀ । ଉଦାର ସ୍ୱଭାବର ହେବେ । କୃଷୀକର୍ମକାରୀ ଓ ଦାନଶୀଳ ହୋଇପାରନ୍ତି । ବୁଦ୍ଧିମାନ୍ ଓ ବ୍ୟକ୍ତିତ୍ୱ ବିକଶିତ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ନୂତନ ଜିନିଷ କ୍ରୟ କରିପାରନ୍ତି ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

କର୍କଟ – ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ସାହସୀ ଓ ଆସ୍ତିକ ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ସାନଭାଇଙ୍କ ଠାରୁ ଭକ୍ତି ମିଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ – ମିତ୍ର ସୁଖ ଲାଭ ଓ ଲୋକପ୍ରିୟତା ଅର୍ଜନ କରିପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ଦାମ୍ପତ୍ୟ ସୁଖ ମିଳିବ । ବିଭିନ୍ନ ଦିଗରୁ ଧନାଗମ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

କନ୍ୟା – ଆୟ ଆଶାନୁରୂପ ହେବ । ଉତ୍ତମ ଭୋଜନ ମିଳିବ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ଐଶ୍ୱର୍ଯ୍ୟଯୁକ୍ତ ଓ ମାଲିଲୋକଦ୍ଦମାରେ ବିଜୟୀ ହେବେ । ଧନ ଲାଭ ହେବ, ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା – ଚଞ୍ଚଳମନା ହେବେ । ମାତ୍ର ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଅଧିକାଂଶ ସମୟ ଏକାନ୍ତରେ ରହିପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ସାହସୀ ଓ ଜ୍ଞାନୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ବିଛା – ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ମନ ଚଳ-ଚଞ୍ଚଳ ରହିବ । ସରକାରୀ ଅଥବା କାର୍ଯ୍ୟ କରୁଥିବା ବିଭାଗୀୟ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଗ୍ରିନ୍ । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ – କାର୍ଯ୍ୟରେ ସଫଳତା ଲାଭ କରିବେ । ଯଶସ୍ୱୀ ଓ ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ପାରିବାରିକ ସୁଖ ଅବ୍ୟାହତ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଗୃହିଣୀ- କାର୍ଯ୍ୟରେ ବିଳମ୍ବ ହୋଇପାରେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ମକର – ଧର୍ମାତ୍ମା ଓ ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ପ୍ରବାସପ୍ରିୟ ହୋଇପାରନ୍ତି । ବିଦ୍ୱାନ୍ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – ନିଜେ କରିଥିବା କାର୍ଯ୍ୟର ସମୀକ୍ଷା କରିପାରନ୍ତି । ଯୁଗ୍ମ ବ୍ୟବସାୟରୁ ସାମାନ୍ୟ ଲାଭ ମିଳିବ । ସ୍ୱାଭିମାନୀ , ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହେବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ମୀନ – ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସେବା ମନୋଭାବାପନ୍ନ ହୋଇପାରନ୍ତି । ସାମୟିକ ଭାବେ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ପତ୍ନୀଙ୍କ ପରାମର୍ଶରେ ଚଳିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଗୃହିଣୀ- କାର୍ଯ୍ୟରେ ବିଳମ୍ବ ହୋଇପାରେ ।
ବ୍ୟବସାୟୀ- ବିଜୟୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.