oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଅଗଷ୍ଟ ୦୭ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

7/08/2021 at 7:03 AM

ମେଷ–ଆଜି ଏକାଦଶସ୍ଥ ଶୁକ୍ରଙ୍କ ଯୋଗୁ ଅନ୍ୟମାନଙ୍କ ସାହାର୍ଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିପାରିବେ । ଦୀର୍ଘ ଦିନରୁ ଅଟକି ଥିବା କାର୍ଯ୍ୟ ଆରମ୍ଭ ହେବ ।ଶୁଭରଙ୍ଗ କଫି ।ଶୁଭ ଅଙ୍କ ୧ ।
ଚାଷୀ-ଉତ୍ତମବି ହନ, କୃଷିବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀହେବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ–ରାହୁ ଯୁକ୍ତବୁଧ ହେତୁଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦି ଫିକର କରିବାକୁ ପଡିପାରେ ।ବହୁତ ଦିନରୁ ଖୋଜୁଥିବା ଜିନିଷ ସନ୍ଧ୍ୟା ଡେରିରେ ମିଳିବ ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୯ ।
ଚାଷୀ-ପୋଖରୀ/ଗାଡ଼ିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମିଥୁନ – ଆପଣଙ୍କ ରାଶିରେ ବୁଧ ପାପ ଗ୍ରହ ରାହୁ ଯୁକ୍ତ ହୋଇଥିବାରୁ ବିଚାରଧାରାର ବିଭିନ୍ନତା ମାନସିକ ଅସ୍ଥିରତାର କାରଣ ହେବ ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୪ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।

କର୍କଟ–କଳ-ବଳକୌଶଳ ପ୍ରୟୋଗ କରି କାର୍ଯ୍ୟ ହାତକୁ ଆଣି ପାରନ୍ତି । ଦୟାଳୁ ସ୍ୱଭାବର ହେବେ । ଆକସ୍ମିକ ଯାତ୍ରା କରିବାର ସୁବିଧା ମିଳିବ ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଆୟୁର୍ବେଦ ଚିକିତ୍ସାଲାଭ ଦେବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି-କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ସିଂହ –ଦୁଃସ୍ଥାନସ୍ଥ ଶୁକ୍ର ପ୍ରଭାବରେ ମନରେ ସୁଖ, ସୌହାର୍ଦ୍ଦ୍ୟ ନ ଥିଲେ ମଧ୍ୟ କେତେକ କାମ ବାଧ୍ୟତା ମୁଳକ ଭାବରେ କରିବାକୁ ପଡିପାରେ ।ଶୁଭରଙ୍ଗ ମେରୁନ୍ ।ଶୁଭ ଅଙ୍କ ୨ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ହାତ ଛଡା ହୋଇଯିବ ।
ଗୃହିଣୀ-ଧାର୍ମିକ ହେବେ ।

କନ୍ୟା– ନିଜ ଭାବରୁ ଧନାଧିପ ଅଷ୍ଟମସ୍ଥହେତୁ ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣକରିବାକୁ ବାଧ୍ୟ ହେବେ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୬ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ତୁଳା–ଧନସ୍ଥାନ ପାପଯୁକ୍ତ ଯୋଗୁ ଅର୍ଥ ସମ୍ପର୍କୀୟ ସାମନ୍ୟସମସ୍ୟା ଆସିବାର ଆଶଙ୍କା ଦେଖା ଦେବ ।ବନ୍ଧୁ ପରାମର୍ଶରେ କୌଣସି ନୂତନ ଯୋଜନା କରିବେ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୩ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ଅର୍ଥ ଲାଭହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା–ମଙ୍ଗଳଗ୍ରହ ଆଧାତ୍ମିକ ରାଶିରେ ଥିବାରୁ ଆଜି କୌଣସି ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ । ପାରିବାରିକ ପ୍ରତିରୋଧ ଅଧିକାଂଶ ସମୟକାମକୁ ବିଶୃଙ୍ଖଳିତ କରିପାରେ ।ଶୁଭରଙ୍ଗ ପିଚ୍ ।ଶୁଭ ଅଙ୍କ ୭ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀହେବ ।
ବ୍ୟବସାୟୀ- ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
ଚାଷୀ- ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।

ଧନୁ – ଆଜି ସ୍ୱାସ୍ଥ୍ୟ ସମସ୍ୟା ବହୁଳାଂଶରେ ସୁଧୁରି ଯିବାର ସମ୍ଭାବନା ରହିଛି । ଅଭାବ ଲାଗି ରହିଥିଲେ ମଧ୍ୟ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି ।ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୫ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଚୌରଭୟ ଅଛି ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର– ଆଜିର କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବାରେ କୌଣସି ଅସୁବିଧା ରହିବ ନାହିଁ ।କିନ୍ତୁ ପାଖ ପଡୋଶୀମାନଙ୍କ ସହ ବ୍ୟବହାରରେ ସଂଯମତାରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସାଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌରଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କୁମ୍ଭ -ସମସ୍ୟା ପ୍ରତିହତ କରିକର୍ମ କ୍ଷେତ୍ରରେ ନିଜରସ୍ଥିତିକୁ ସୁଦୃଢକରିବାରେ ସମର୍ଥ ହେବେ ।ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ଆପଣଙ୍କର କୌଣସି ଅସୁବିଧା ହେବ ନାହିଁ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୩ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
ରୋଗୀ- ଥଣ୍ଡା ଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କର୍ମ ଚଞ୍ଚଳ ରହିବେ ।
ବ୍ୟବସାୟୀ- ଲୋକ ପ୍ରିୟତା ମିଳିବ ।
ଗୃହିଣୀ-ଧାର୍ମିକ ହେବେ ।
ମୀନ – ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ ।ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣିହୋଇଯିବାର ସୂଚନା ରହିଛି ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୬ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

   Related Posts