ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦୨୦-୨୨ରେ କୋଭିଡ଼ ନେଇଛି ୨୦ହଜାରରୁ ଅଧିକ ଜୀବନ, ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ଲିଖିତ ଉତ୍ତର
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
  • ||
  • ଟାଙ୍ଗୀ : ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||

ଅଗଷ୍ଟ ୨୨ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

22/08/2021 at 7:02 AM

ମେଷ– ଯାତ୍ରା ସ୍ଥଗିତ ରଖିବାକୁ ପଡିବ । ସୁଖ-ସମ୍ମାନ ଲାଭକରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ଶୁଭ ରଙ୍ଗ ଲାଇଟ୍ ନୀଳ,ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।
ବୃଷ– ନିଜର ଅଧିକାର ପ୍ରତିସଚେତନ ହେବାକୁ ପଡିବ । ଆମୋଦ-ପ୍ରମୋଦରେ ନିଜକୁ ହଜାଇ ଦେଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମିଥୁନ – ସୁସ୍ଥ ଓ ନିରାମୟଜୀବନଯାପନ କରିବେ । ଯଶସ୍ୱୀହେବେ । ରୋଜଗାର ଆଶାନୁରୂପ ହେବ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
କର୍କଟ– ଗୃହକାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ । ମନରେ ଅହଂଭାବଜାତ ହୋଇପାରେ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ସିଂହ – ସହାୟତା ମିଳିବ । ସହଜ-ସୁଲଭ ହେବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେସମୟ ଅତିବାହିତକରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
କନ୍ୟା –ଆର୍ଥିକସ୍ଥିତିରେ ଢେର ଉନ୍ନତି ଘଟିବ, ମାତ୍ରସୁଖମିଳିବ । କଷ୍ଟସାଧ୍ୟ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଥଣ୍ଡା,ସର୍ଦ୍ଦି,କଫଜନିତ ପୀଡାଭୋଗ କରିବାର ସମ୍ଭାବନା ଅଛି । ଶୁଭ ରଙ୍ଗ ଲାଇଟ୍ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ତୁଳା– ନିଜ ସମ୍ମାନକୁ ଜଗିଚଳିବାକୁ ପଡିବ ।ଚଞ୍ଚଳସ୍ୱଭାବରହେବେ ।ଏକାନ୍ତପ୍ରିୟଏବଂନେତ୍ର ପୀଡା ଭୋଗ କରିପାରନ୍ତି । ମିଷ୍ଟଭାଷୀହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା– ମାଙ୍ଗଳିକ କାର୍ଯ୍ୟ ପାଇଁ ସମୟ ଦେଇ ପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ହଳଦୀଆ,କଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ଧନୁ – ଶ୍ରୀ ଚନ୍ଦ୍ରଭୋଗ ହେଉଥିବାରୁ ଆୟ ପରିମାଣବୃଦ୍ଧି ପାଇବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟ ଯୁକ୍ତ ହୋଇପାରନ୍ତି । ଧନ-ସମ୍ପଦ ଭରପୂର ରହିବ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ମକର– ଦେବ ଦର୍ଶନ କରିଶାନ୍ତ ଲାଭ କରିପାରନ୍ତି । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାରବିଦ୍ୟାପ୍ରେମୀ ହେବେ । ଶୁଭରଙ୍ଗ ଆକାଶୀ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
କୁମ୍ଭ – ପାରିବାରିକ ଶାନ୍ତି ଅବ୍ୟାହତ ରହିବ । କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃତ୍ତିର ହେବେ । ମଧୁରଭାଷା ବ୍ୟବହାର କରି ଅନ୍ୟ ଠାରୁ କାର୍ଯ୍ୟହାସଲ କରିବେ । ଭ୍ରାତୃ ସ୍ନେହୀ ହେବେ । ଶୁଭରଙ୍ଗଧଳା । ଶୁଭଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ମୀନ – ଚାକିରିକ୍ଷେତ୍ରରେ ଖୁସି ମନାଇ ପାରନ୍ତି । ବାଦ-ବିବାଦର ଅବସାନ ଘଟିବ । ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁ ଶ୍ରେୟମଣି ପାରନ୍ତି । ବ୍ୟକ୍ତିତ୍ୱ ପ୍ରକାଶିତହେବ । ଶୁଭ ରଙ୍ଗ ଗାଢା ଲାଇଟ ୍‌ବାଇଗଣି,ଧଳା । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୁଖ ଅନୁଭବ କରିବେ ।

   Related Posts