scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଅକ୍ଟୋବର ୧୮ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

18/10/2021 at 6:56 AM

ମେଶ – ଆଗୁଆ ସୂଚନାକୁ ଅବଜ୍ଞା କଲେ ଅଚାନକ ବିପଦରେ ପଡିବାର ସମ୍ଭାବନା ଅଛି । ମନରେ ନୈରାଶ୍ୟ ଭାବ ଜାତ ହୋଇପାରେ । ଉତ୍ତମ ବୁଦ୍ଧି ଓ ଧନ ବାହନଯୁକ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ – ବିଳାସ ବ୍ୟସନରେ ଦ୍ରବ୍ୟ ଲାଭ ହୋଇପାରେ । କଠିନ ସ୍ୱଭାବର ହେବେ । ବୁଦ୍ଧି,ବିଦ୍ୟା ସହିତ ଶ୍ରେଷ୍ଠ କର୍ମରେ ନିୟୋଜିତ ହେବେ । ଧର୍ମାସକ୍ତ ଓ ମତିମାନ୍ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ – ଚିନ୍ତାମୁକ୍ତ ହେବେ । କର୍ମ ଚଞ୍ଚଳ ରହିବେ । ପ୍ରିୟ ଲୋକଙ୍କ ସାହଚର୍ଯ୍ୟ ମିଳିବ । ଉତ୍ତମ ବୁଦ୍ଧି ସହିତ ବାକ୍ ପଟୁତା ଅର୍ଜନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ- ଆଇନଗତ ସମସ୍ୟାରେ ସନ୍ତୁଷ୍ଟ ହୋଇପାରନ୍ତି । ସତ୍ସଙ୍ଗୀ ହେବେ । ଶ୍ରେଷ୍ଠ ପଦବୀଧାରି ହୋଇପାରନ୍ତି । ଶତ୍ରୁକୁ ପରାଜିତ କରି କର୍ମକ୍ଷେତ୍ରରେ ଆଗୁସାର ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ସିଂହ – ବନ୍ଧୁଙ୍କ ସହିତ ମନୋ-ମାଳିନ୍ୟ ଉପୁଜି ପାରେ । ଧୈର୍ଯ୍ୟହାନି ଘଟିବାର ସମ୍ଭାବନା ଅଛି । ବିବାଦରେ ଜିତାପଟ୍ ନେଇ ପାରନ୍ତି । ପୁତ୍ର ସହିତ ଅର୍ଥ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କନ୍ୟା – ଯାତ୍ରାଦିରେ ଲାଭବାନ୍ ହେବେ । ସୁଖ- ସନ୍ତିଷ ଲାଭ କରିପାରନ୍ତି । ପରଚର୍ଚ୍ଚା କରିପାରନ୍ତି । ଶତ୍ରୁ ଉପରେ ବିଜୟ ହାସଲ କରିବେ । ବିଭାଗୀୟ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ତୁଳା – ଆୟ ବୁଦ୍ଧିର ସୂଚନା ମିଳୁଛି । ବିଭିନ୍ନ ସ୍ତରରେ ଆଦରଣୀୟ ହୋଇପାରନ୍ତି । ଶତ୍ରୁ ଉପରେ ବିଜୟ ହାସଲ କରିବେ । ବିଭିନ୍ନ ସ୍ତରରେ ଆଦରଣୀୟ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବିଛା – ସାମାନ୍ୟ ଘଟଣାକୁ କେନ୍ଦ୍ର କରି ଦ୍ୱନ୍ଦର ସମ୍ମୁଖୀନ ହେବେ । ସାମୟିକ ଭାବେ ଆତ୍ମଗୋପନ କରିପାରନ୍ତି । ଶାସ୍ତ୍ରପଟୁ ହେବେ । ପୁଣ୍ୟ ଦେହୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ଧନୁ – ଆୟ ଖୁବ୍ ଭଲ ହେବ । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । ବହୁ ସୁଖର ଅଧିକାରୀ ହେବେ । ସାଧୁ ପ୍ରଦତ୍ତ କଲ୍ୟାଣରେ ପୁତ୍ର ଅର୍ଥ, ପୁତ୍ରବାତ୍ ସମ୍ପଦ ଲାଭ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଉପରକୁ ଜଣା ନ ପଡୁ ଥିଲେ ବି ଭିତରେ ଭ୍ରାତୃ ବିବାଦର ସମ୍ମୁଖୀନ ହୋଇପାରନ୍ତି । କୃଷିକ୍ଷେତ୍ରରେ ପାରଙ୍ଗମ ହେବେ । ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କୁମ୍ଭ – ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଆଶାବାଦୀ ହେବେ । କୃଷି କର୍ମରେ ଦକ୍ଷତା ପ୍ରତିପାଦନ କରିପାରନ୍ତି । ବିନୀତ ସ୍ୱଭାବର ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମୀନ – ହଠାତ୍ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ସଙ୍ଗୀତ ପ୍ରିୟ ହେବେ । ଉପଯୁକ୍ତ କର୍ମାନୁରକ୍ତ ହେବେ । ଧନଶାଳୀ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

   Related Posts