oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଭୀମକୁଣ୍ଡରେ ଗାଧୋଇବା ବେଳେ ବୁଡିଯାଇ ଜଣେ ପର୍ଯ୍ୟଟକ ନିଖୋଜ

25/12/2019 at 4:36 PM

ପାଟଣା ୨୫|୧୨: କେନ୍ଦୁଝର ଜିଲ୍ଲା ପାଟଣା ସ୍ଥିତ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡରେ ବୁଡିଯାଇ ଜଣେ ପର୍ଯ୍ୟଟକ ନିଖୋଜ ହୋଇଛନ୍ତି । ଗାଧୋଉଥିବା ବେଳେ ବୁଡିଯାଇ ପର୍ଯ୍ୟଟକ ଜଣଙ୍କ ନିଖୋଜ ହୋଇଥିବା ଜଣାପଡିଛି । ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡକୁ ପିକନିକ୍ ପାଇଁ ଆସିଥିବା ବେଳେ ଗାଧୋଇବା ବେଳେ ନିଖୋଜ ହୋଇଥିବା ସୂଚନା ମିଳିଛି । ନିଖୋଜ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପର୍ଯ୍ୟଟକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛନ୍ତି ଅଗ୍ନିଶମବାହିନୀ କର୍ମଚାରୀ ।

   Related Posts