oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ମୃତ୍ୟୁ

6/07/2020 at 8:49 PM

ପାଟଣା୬/୭: ଟ୍ରାକ୍ଟର ଡ୍ରାଇଭରଙ୍କ ମୃତ୍ୟୁ। ବିଲରେ ଟ୍ରାକ୍ଟରରେ ହଳ କରିବା ବେଳେ ଟ୍ରାକ୍ଟରଟି ଓଲଟି ପଡିଥିଲା। ଯାହାଫଳରେ ଟ୍ରାକ୍ଟର ଚକା ତଳେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା କାଶୀପୁର ଗ୍ରାମରେ ଏଭଳି ଅଭାବନୀୟ ଅଘଟଣା ଘଟିଛି। ମୃତ ଡ୍ରାଇଭର ହେଲେ କାଶୀପୁର ଗାଁର ଧନେଶ୍ୱର  ନାଏକ। ମଙ୍ଗଳବାର ବିଲରେ ହଳ କରିବା ବେଳେ ଟ୍ରାକ୍ଟର ଚକା ଟି ଫସି ଯାଇଥିଲା। ସେହି ଟ୍ରାକ୍ଟରକୁ ଉପରକୁ ଉଠାଇବା ପାଇଁ ଡ୍ରାଇଭର ଚେଷ୍ଟା କରିଥିଲେ। ଯାହାଫଳରେ ଟ୍ରାକ୍ଟର ଟି ଓଲଟି ପହିଥିଲା।ଏହା ପରେ ଘଟଣା ସ୍ଥଳରେ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚି ଡ୍ରାଇଭରଙ୍କ ମୃତଦେହକୁ ଉଦ୍ଧାର କରିଥିଲେ। ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ହସ୍ପିଟାଲକୁ ପଠାଯାଇଛି।

   Related Posts