ପୂଜା ପାଇଁ ଟ୍ଵିନ ସିଟିରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ୩୫ ପ୍ଲାଟୁନ ପୋଲିସ ହେବେ ମୁତୟନ
15/10/2018 at 4:18 PM

ଭୁବନେଶ୍ଵର;୧୫/୧୦- ପୂଜା ପାଇଁ ଟ୍ଵିନ ସିଟିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।ଶୃଙ୍ଖଳିତ ପୂଜା ପରିଚାଳନା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।ଏଥର ତ୍ରିସ୍ତରୀୟ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ୩୫ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି ।ଚଳିତ ବର୍ଷ ୧୭୦ ଟି ପୂଜା ମଣ୍ଡପରେ ମାଆ ପୂଜା ପାଉଛନ୍ତି ।ଦୁର୍ଗାପୁଜା ମଣ୍ଡପକୁ ୩ଟି କ୍ୟାଟେଗୋରୀ ରେ ବିଭକ୍ତ କରାଯାଇ ସୁରକ୍ଷା ଯୋଗାଇ ଦିଆଯିବ ବୋଲି ପୋଲିସ କମିଶନର ସତ୍ୟଜିତ ମହାନ୍ତି ସୂଚନା ଦେଇଛନ୍ତି
Related Posts
ସମ୍ ଅଲଟିମେଟ୍ ମେଡିକେୟାରରେ ବିଶ୍ଵ କର୍କଟ ଦିବସ ପାଳିତ
5 February 2023
ପର ଘରେ ରୁଟି ତିଆରି କରୁଥିଲେ ମାଆ, ଝିଅ ପାଇଲେ ୨ଟି ସରକାରୀ ଚାକିରି
5 February 2023
ସ୍କୁଟିରୁ ହରିଣ ମାଂସ ଜବତ, ଜଣେ ଗିରଫ
5 February 2023
କିନ୍ନରମାନେ କରନ୍ତି ବହୁଚରା ମାତାଙ୍କ ପୂଜା, କାହିଁକି କରାଯାଏ ଏହି ପୂଜା ?
5 February 2023